ଟ୍ରେନ୍‌ ଲାଇନ୍‌ ନିକଟରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର/ରାଇସୁଆଁ,୧୨।୯(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ହରିଡ଼ାଗୋଠ ନିକଟ ଟ୍ରେନ୍‌ ଲାଇନ୍‌ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି। ମୃତଦେହଟି ମୁହଁମାଡ଼ି ପଡ଼ିଥିଲା। ଏଥିସହ ତାଙ୍କର ଗୋଟିଏ ପାଦ କଟି ପଡ଼ିଥିବା ବେଳେ ମୁଣ୍ଡରେ କ୍ଷତଚିହ୍ନ ଥିବା ଦେଖିବାକୁ ମିଳିଛି। ଏଣୁ ତାଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଏଯାବତ୍‌ ଯୁବକଙ୍କ କୌଣସି ପରିଚୟ ମିଳିପାରିନାହିଁ। ଖବର ପାଇ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ଲାଗି କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ…

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି…

ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ ପାଇଁ ଦାବି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ (ପରିବେଶ ପର୍ଯ୍ୟଟନ) ପାଇଁ ଦାବି ହୋଇଛି। ଏନେଇ ଶୁକ୍ରବାର ଭବାନୀପାଟଣାରେ ଜଙ୍ଗଲ ଓ…

ଜେଲ୍ ୱାର୍ଡରଙ୍କ ଦବଙ୍ଗଗିରି! ବିଚ୍ ରାସ୍ତାରେ ଯୁବକଙ୍କୁ ଚାପୁଡ଼ା, ଭିଡିଓ ଭାଇରାଲ

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ) : ବ୍ରହ୍ମପୁର ମଣ୍ଡଳ କାରାଗାର ମୁଖ୍ୟ ଫାଟକ ସମ୍ମୁଖରେ ଜେଲ ଓ୍ବାର୍ଡର ଜଣେ ଯୁବକଙ୍କୁ ମାଡ ମାରୁଥିବା ଭିଡିଓ ଭାଇରାଲ ହେଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri