ଟ୍ରେନ ଧକ୍କାରେ ହାତୀ ମୃତ

ଢେଙ୍କାନାଳ ଅଫିସ,୨୦।୬- ଢେଙ୍କାନାଳ ସଦର ଥାନା ସଦର ରେଞ୍ଜ କାଉଁରିଆପାଳ ରେଳ ଲାଇନରେ ଟ୍ରେନ ଧକ୍କାରେ ଗୁରୁବାର ସକାଳେ ଏକ ମାଈ ହାତୀର ମୃତ୍ୟୁ ଘଟିଛି। ରେଳ ଲାଇନ ପାର ହେଉଥିବାବେଳେ ହାତୀଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଖବରପାଇ ବନବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର

ଢେଙ୍କାନାଳ,୧୯।୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗେଙ୍ଗୁଟିଆ ନିକଟସ୍ଥ ରଣପଶି ଓଭରବ୍ରିଜ୍‌ ନିକଟରେ ଶୁକ୍ରବାର ରାତିରେ ଜଣେ ମହିଳାଙ୍କୁ ଘର ଭିତରେ ଛୁରି ଦେଖାଇ...

ଗର୍ବ ନ ଆଣି ମନରେ କୃତଜ୍ଞତା ଆଣନ୍ତୁ : ତଥାଗତ

ଢେଙ୍କାନାଳ,୧୨ା୧ (ରତନ ନାୟାର):ଆମେ ଗର୍ବ ନ ଆଣି ମନରେ କୃତଜ୍ଞତା ଆଣିବା ଉଚିତ ବୋଲି ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ କହିଛନ୍ତି।...

ଗାଁ ପଣାଖୁଣ୍ଟିରେ ବଳିଦେବା ଘଟଣା: ଖବରଦାତା ସମ୍ମିଳନୀରେ ଏସ୍‌ପି ଦେଲେ ଚାଞ୍ଚଲ୍ୟକର ବୟାନ

ପରଜଙ୍ଗ,୫।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇଗାଁରେ ନୂଆବର୍ଷରେ ବହୁଚର୍ଚ୍ଚିତ ବୀଭତ୍ସ ହତ୍ୟାକାଣ୍ଡର ପରଜଙ୍ଗ ପୋଲିସ ପର୍ଦ୍ଦାଫାଶ କରିଛି । ଲୋମଟାଙ୍କୁରା ବୀଭତ୍ସ ହତ୍ୟାକାଣ୍ଡକୁ...

ଜମିବାଡ଼ି ବିବାଦକୁ ନେଇ ଦମ୍ପତିଙ୍କୁ ଟାଙ୍ଗିଆରେ ହାଣି ଲହୁଲୁହାଣ, ୨ ଗୁରୁତର

ପରଜଙ୍ଗ୪।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁରେ ଜମି ବାଡ଼ି ବିବାଦକୁ ନେଇ ଦମ୍ପତିଙ୍କୁ ଟାଙ୍ଗିଆରେ ହାଣି ଲହୁଲୁହାଣ କରାଯାଇଥିବା...

ଗାଁ ଦାଣ୍ଡରେ ଗଡ଼ୁଥିଲା ମୃତଦେହର ଖଣ୍ଡଖଣ୍ଡ ଅଂଶ: ସିନ୍‌ରିକ୍ରିଏଶନ କଲା ପୋଲିସ

ପରଜଙ୍ଗ,୪।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗାଁର ବହୁଚର୍ଚ୍ଚିତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ସରୋଜ ବିଶ୍ୱାଳ ଓରଫ ମକୁଙ୍କୁ ଗିରଫ କରି ପୋଲିସ...

ତାଣ୍ଡବ ରଚିଲା ଦନ୍ତା: ଭାଙ୍ଗିଲା ଘର, ଉଜାଡିଲା ଫସଲ

ପରଜଙ୍ଗ,୩।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜହ୍ନାପଡା ଗାଁରେ ତାଣ୍ଡବ ରଚିଲା ଗୋଠଛଡା ଦନ୍ତା। ଗାଁ ଭିତରେ ପଶି...

ବୀଭତ୍ସ ହତ୍ୟା: ଗାଁ ଦାଣ୍ଡରେ ଯୁବକଙ୍କୁ ହାଣିଲେ, ପଣାଖୁଣ୍ଟିରେ ବଳିଦେଲେ ପିଶାଚ ଯୁବକ

ପରଜଙ୍ଗ,୧ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗାଁରେ ବୀଭତ୍ସ ହତ୍ୟାକାଣ୍ଡ। ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣି ଗାଁ ଚୌପାଢ଼ିରେ ଥିବା ଠାକୁରାଣୀଙ୍କ...

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ମା’-ପୁଅ, ଆଉ ତା’ ପରେ…

ଢେଙ୍କାନାଳ,୨୭ା୧୨(ରତନ ନାୟାର): ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ ଦାଣ୍ଡିମାଳ ଷ୍ଟେଶନ ନିକଟରେ ଶୁକ୍ରବାର ଚଳନ୍ତା ଟ୍ରେନରୁ ଖସିପଡ଼ି ମା-ପୁଅ ଗୁରୁତର ଭାବେ ଉଦ୍ଧାର ହୋଇ ଜିଲା ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri