Posted inଜାତୀୟ

ଟ୍ରୋଲ୍‌ ହେଲେ ଥରୁର

ନୂଆଦିଲ୍ଲୀ,୨୧।୧୨: କଂଗ୍ରେସ ନେତା ଶଶି ଥରୁର ଅନେକ ସମୟରେ କିଛି ନା କିଛି ବୟାନ ପାଇଁ ଆସିଥାଆନ୍ତି ଚର୍ଚ୍ଚାକୁ। ଏବେ ସେ ଭାରତର ଏକ ବିବାଦୀୟ ନକ୍ସା ଟୁଇଟରରେ ପୋଷ୍ଟ କରିବା ପରେ ଟ୍ରୋଲ୍‌ ହୋଇଛନ୍ତି। ଉକ୍ତ ନକ୍ସାରେ କଶ୍ୱୀରର କିଛି ଅଂଶ ଦୃଶ୍ୟ ହେଉ ନ ଥିବା ବେଳେ ସେ ‘ଭାରତ ବଚାଓ’ ରାଲି ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଛନ୍ତି। ଏହାକୁ ଦେଖି ଟୁଇଟର ୟୁଜରମାନେ ତାଙ୍କୁ ଟ୍ରୋଲ୍‌ କରିବା ଆରମ୍ଭ କରିଦେଇଛନ୍ତି। ଏହାପରେ ସେ ଉକ୍ତ ପୋଷ୍ଟକୁ ହଟାଇ ଦେଇଥିବା ଜଣାପଡିଛି। ଏହାପରେ ବି ସୋସିଆଲ ମିଡିଆ ୟୁଜର ଏହାର ସ୍କ୍ରିନ୍‌ ସଟ୍‌ ନେଇ ତାଙ୍କୁ ଟ୍ରୋଲ୍‌ କରିବାରେ ଲାଗି ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମନ କି ବାତ ଯାହା ସହ ଯୋଡି ହେଲା ତାହା ଜନ ଆନ୍ଦୋଳନ ହୋଇଗଲା’, ୧୦୦ ତମ ଏପିସୋଡରେ ମୋଦି କହିଲେ ଏହା ମୋ ମନର ଆଧ୍ୟାତ୍ମିକ ଯାତ୍ରା

ନୂଆଦିଲ୍ଲୀ,୩୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି। ମନ କି ବାତ କାର୍ଯ୍ୟକ୍ରମର ଏହା ୧୦୦ ତମ ଅଧ୍ୟାୟ,...

ଯେଉଁଠାରେ କିନ୍ନର ହୁଅନ୍ତି ମା’

ରାଜସ୍ଥାନର ଅଜମେରରେ ଥିବା ମହମ୍ମଦ ସରିଫ ଦରଘାରେ ଘଟେ ଅନେକ ଚମତ୍କାର ଘଟଣା। ଯାହା ବିଶ୍ୱାସ ହେଉ ନ ଥିଲେ ବି ସତ ବୋଲି କୁହନ୍ତି...

ଏୟାର ଇଣ୍ଡିଆରେ ମହିଳାଙ୍କ ଉପରେ ପରିସ୍ରା ମାମଲା: ଅଭିଯୁକ୍ତ ୧୪ ଦିନିଆ ନ୍ୟାୟିକ ହେପାଜତରେ…

ନୂଆଦିଲ୍ଲୀ,୭।୧ : ଏୟାର ଇଣ୍ଡିଆ ବିମାନରେ ଜଣେ ମହିଳା ସହ-ଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଅଭିଯୋଗରେ ଅଭିଯୁକ୍ତ ଶଙ୍କର ମିଶ୍ରଙ୍କୁ ପଟିଆଲା ହାଉସ କୋର୍ଟ ୧୪...

ଆଉ ୨ଶହ ନୁହେଁ ବିବାହ ଭୋଜିରେ ଯୋଗଦେବେ କେବଳ ୫୦

ନୂଆଦିଲ୍ଲୀ,୧୭ ।୧୧: ରାଜଧାନୀ ଦିଲ୍ଲୀରେ ଗତ କିଛି ସପ୍ତାହ ହେବ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦେଖି ଏବେ ମୁଖ୍ୟମନ୍ତ୍ରୀ...

୧୪ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ସିସୋଡିଆ

ନୂଆଦିଲ୍ଲୀ,୬।୩: ଦିଲ୍ଲ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ହୋଲି ଏବେ ତିହାର ଜେଲରେ ପାଳନ କରାଯିବ। ରାଉସ ଆଭେନ୍ୟୁ କୋର୍ଟ...

ଘରେଥିବା ସଜ୍ଞାହୀନ ଲୋକଙ୍କୁ କବାଟ ଭାଙ୍ଗି ଉଦ୍ଧାର କରାଯାଉଛି

ଭାଇଜାଗ,୭।୫: ଆନ୍ଧ୍ରପ୍ରଦେଶର ଭାଇଜାଗରେ ଥିବା ଏଲ୍‌ଜି ପଲିମର୍ସରେ ଗୁରୁବାର ସକାଳୁ ହୋଇଥିବା ଗ୍ୟାସ ଲିକ୍‌ ପରେ ସେଠାକାର ଆଖପାଖରେ ଥିବା ହଜାର ହଜାର ଲୋକ ଅସୁସ୍ଥ...

ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଯଶୋମତୀଙ୍କୁ ୩ ମାସ ଜେଲ ଦଣ୍ଡ

ମୁମ୍ବାଇ, ୧୫।୧୦: ମହାରାଷ୍ଟ୍ର ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଯଶୋମତୀ ଠାକୁରଙ୍କୁ ଅମରାବତୀ କୋର୍ଟ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ...

ସଲମାନ ଶିକାର କରିଥିବା କୃଷ୍ଣସାର ମୃଗର ହେବ ସ୍ମାରକୀ

ଜୟପୁର,୧୩ ।୮: ବଲିଉଡ ଭାଇଜାନ ସଲମାନ ଖାଁ କିଛିଦିନ ହେବ ଖୁବ୍ ଚର୍ଚ୍ଚାରେ ରହୁଛନ୍ତି । ଯେବେଠାରୁ ତାଙ୍କୁ ହତ୍ୟା ଧମକ ମିଳିଲାଣି ସେବେଠାରୁ ସେ...

Advertisement
Archives

Model This Week