ଠିଆ ହୋଇଥିବା ଟ୍ରକ୍‌କୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍‌ : ୧୫ ଆହତ

ସୋର, ୨୭।୫(ଡି.ଏନ.ଏ.)-ସୋର ଥାନା ୧୬ନଂ. ଜାତୀୟ ରାଜପଥ ଛଅପୋଲିଆଠାରେ ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି।
ସୋମବାର ଭୋର୍‌ ସମୟରେ ପ୍ରଧାନ ନାମକ ତୀର୍ଥଯାତ୍ରୀ ବସ୍‌(ନଂ.ଓଡ଼ି୦୫ଜି-୦୦୧୫) ଗୁଜରାଟ ସୁନ୍ଦରନଗର ତୀର୍ଥଯାତ୍ରୀମାନଙ୍କୁ ନେଇ ପୁରୀରୁ ପଶ୍ଚିମବଙ୍ଗର ଗଙ୍ଗାସାଗର ଅଭିମୁଖେ ଯାଉଥିଲା। ସୋର ଛଅପୋଲିଆଠାରେ ପୂର୍ବରୁ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଏହି ବସ୍‌ ପଛପଟୁ ଧକ୍କା ଦେଇଥିଲା। ବସ୍‌ରେ ପାଖାପାଖି ୬୦ ଯାତ୍ରୀ ଥିଲେ। ସୋର ପୋଲିସ ବସ୍‌ ଓ ଟ୍ରକ୍‌କୁ ଜବତ କରିଛି। ସମସ୍ତ ଯାତ୍ରୀଙ୍କୁ ଚିକିତ୍ସିତ କରାଯାଇ ଛାଡ଼ି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହା ଯୋଗାଇଛି କୌଳିକ ବୃତ୍ତି

ସିମୁଳିଆ, ୮ା୧-ଏବେ ବି ରହିଛି ହସ୍ତଶିଳ୍ପର ଚାହିଦା। ସରକାରୀ ସ୍ତରରେ ପ୍ରୋତ୍ସାହନ ମିଳୁ ନ ଥିଲେ ମଧ୍ୟ କେତେକ ପରିବାର ଏହି ବୃତ୍ତିକୁ ଆପଣେଇ ନିଜ...

୬ ଶିଶୁ ଶ୍ରମିକ ଉଦ୍ଧାର

ବାଲିଆପାଳ, ୮।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ବାଲିଆପାଳ ବଜାର ଏବଂ କାଳିପଦା ଅଞ୍ଚଳରେ ଚାଇଲ୍ଡଲାଇନ ଏବଂ ଶ୍ରମ ବିଭାଗ ପକ୍ଷରୁ ଗୁରୁବାର ମିଳିତ ଭାବେ ବିଭିନ୍ନ ଦୋକାନ ଉପରେ...

ବରୁଣଗଡ଼ିଆ ଛକ ନିକଟରେ ଦୁର୍ଘଟଣା, ଶ୍ରମିକ ମୃତ

ରୂପ୍‌ସା, ୩୧।୧୨(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ବରୁଣଗଡ଼ିଆ ଛକ ନିକଟରେ ସୋମବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ୍‌...

ବୈଠକକୁ ଆସିଲେନି ବିଦ୍ୟୁତ୍‌ ବିଭାଗ ଅଧିକାରୀ: କାରଣ ଦର୍ଶାଅ ନୋଟିସ ନିର୍ଦ୍ଦେଶ ଦେଲେ ଜିଲାପାଳ

ବାରିପଦା ଅଫିସ,୪।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଆସନ୍ତା ଜୁଲାଇ ୫ ଓ ୬ ଦୁଇଦିନ ଧରି ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରା ପାଇଁ ଜିଲା ପ୍ରଶାସନ...

୫-ଟି ସଚିବଙ୍କ ଅଚାନକ ଭୋଗରାଇ ଗସ୍ତ

ଭୋଗରାଇ, ୧୦।୨(ଡି.ଏନ.ଏ): ୫-ଟି ସଚିବ ଭି.କେ. ପାଣ୍ଡିଆନ ସୋମବାର ଅଚାନକ ବାଲେଶ୍ୱର ଜିଲା ଭୋଗରାଇ ଗସ୍ତ କରିଛନ୍ତି। ସକାଳ ୧୦.୩୦ରେ ତାଳସାରିରେ ସଚିବଙ୍କ ହେଲିକପ୍ଟର ଅବତରଣ...

‘ବରିଷ୍ଠ ନାଗରିକ ବୋଝ ନୁହନ୍ତି’

ଔପଦା, ୧୯।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ହାଇସ୍କୁଲ ପଡ଼ିଆରେ ରମାକାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶନିବାର ବରିଷ୍ଠ ନାଗରିକ ମଞ୍ଚର ୭ତମ ଅଧିବେଶନ ନିର୍ଦ୍ଧାରିତ କାର୍ଯ୍ୟସୂଚୀ...

ସୁପାରିକିଲର ମାମୁଦ ଏନଏସ୍‌ଏରେ ଭର୍ତ୍ତି: ୧୪ଟି ଅପରାଧ ସହ ସମ୍ପୃକ୍ତ

ବାଲେଶ୍ୱର ଅଫିସ,୧୩।୨-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଗଳାପୋଲ ଅଞ୍ଚଳର ସୁପାରିକିଲର ସେକ ମାମୁଦ (୨୪)ଙ୍କୁ ଜିଲା ମାଜିଷ୍ଟ୍ରେଟ୍‌ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅନୁମୋଦନକ୍ରମେ ଗୁରୁବାର...

ବୋଳଙ୍ଗ-ପାଉଁଶିଆ ରାସ୍ତା ବାହ୍ୟଜଗତରୁ ବିଚ୍ଛିନ୍ନ

ବାଲେଶ୍ୱର ଅଫିସ,୧୨ା୮: ଲଘୁଚାପ ଜନିତ ଲଗାଣ ବର୍ଷା ୭ ଦିନ ଧରି ହେବା ଫଳରେ ବାଲେଶ୍ୱର ଜିଲାର ବାଲିଆପାଳ ବ୍ଲକ ଅନ୍ତର୍ଗତ ବୋଳଙ୍ଗ ପଞ୍ଚାୟତରୁ ପାଉଁଶିଆ...

Advertisement
Archives

Model This Week