ଠିକ୍‌ ସମୟରେ ନିଆଯାଇଛି ଲକ୍‌ ଡାଉନ ନିଷ୍ପତ୍ତି

ନୂଆଦିଲ୍ଲୀ,୨୪।୪: ନୀତି ଆୟୋଗର ସଦସ୍ୟ ତଥା କୋଭିଡ-୧୯କୁ ନେଇ ଗଠିତ ଉଚ୍ଚସ୍ତରୀୟ ସମିତିର ଅଧ୍ୟକ୍ଷ ଡାକ୍ତର ଭିକେ ପଲ କହିଛନ୍ତି, କରୋନା ଭାଇରସର ମୁକାବିଲା କରିବାକୁ ଲକ୍‌ଡାଉନ୍‌ ନିଷ୍ପତ୍ତି ଠିକ୍‌ ସମୟରେ ନିଆଯାଇଛି। ଯଦି ଏଥିରେ ବିଳମ୍ବ କରାଯାଇଥାଆନ୍ତା ତେବେ ବର୍ତ୍ତମାନ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୭୩ ହଜାର ହୋଇଥାଆନ୍ତା, ଯାହା ଆଜି ୨୪ ହଜାର ମଧ୍ୟରେ ରହିଛି। ତେଣୁ ଲକ୍‌ଡାଉନ୍‌ ଦେଶରେ ଦ୍ୱିଗୁଣା ସଂଖ୍ୟାକୁ କମାଇ ଦେଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିମ୍ପାଜିର ସାନିଟାଇଜେଶନକୁ ନେଇ ଆସିଲା ଅଭିଯୋଗ!

ବ୍ୟାକଂକ,୧୮।୪: ସାରା ବିଶ୍ୱକୁ କରୋନା ଭାଇରସ ସଂକ୍ରମଣ ହେବା ଫଳରେ ପ୍ରାୟ ସବୁଦିନ କିଛି ନା କିଛି ଦୁଃଖଦ ଖବର ସାମ୍ନାକୁ ଆସୁଛି। ତେବେ କରୋନାଠାରୁ...

ଶୀଲା ମୋ ବଡ ଭଉଣୀ ପରି ଥିଲେ: ସୋନିଆ

ନୂଆଦିଲ୍ଲୀ, ୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହାପୂର୍ବରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି କଂଗ୍ରେସ ମୁଖ୍ୟାଳୟରେ ପହଞ୍ଚି ତାଙ୍କ ପାର୍ଥିବ...

ରେଲଓ୍ବେ ଟ୍ରାକ୍‌ ଉଡାଇଲେ ମାଓବାଦୀ…

ରାଞ୍ଚି, ୨୭।୧ : ଝାଡ଼ଖଣ୍ଡରେ ବୁଧବାର-ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ରେଲଓ୍ବେ ଟ୍ରାକ୍‌କୁ ଉଡାଇ ଦେଇଛନ୍ତି। ଝାଡ଼ଖଣ୍ଡର ଗିରିଡ଼ିହ ନିକଟରେ ମାଓବାଦୀମାନଙ୍କ ପକ୍ଷରୁ ଏଭଳି ଆଇଡି...

ବାରାଣସୀ, ଅଯୋଧ୍ୟା ଉପରେ ରହିଛି ଆତଙ୍କବାଦୀଙ୍କ ନଜର

ଗୋରଖପୁର,୧୮।୧୦: ନେପାଳ ସୀମା ଅତିକ୍ରମ କରି ଉତ୍ତର ପ୍ରଦେଶର ଗୋରଖପୁର ଦେଇ ଭାରତରେ କେତେଜଣ ଆତଙ୍କବାଦୀ ପ୍ରବେଶ କରିବା ସୂଚନା ମିଳିବା ପରେ, ଗୋରଖପୁର ଓ...

ଜେଡିୟୁରେ ସାମିଲ ହେଲେ ବିହାରର ପୂର୍ବତନ ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

ପାଟନା,୨୭।୯-ବିହାର ବିଧାନସଭା ନିର୍ବାଚନ ୨୦୨୦ ପୂର୍ବରୁ ଜନତା ଦଳ ୟୁନାଇଟେଡ(ଜେଡିୟୁ )ରେ ସାମିଲ ହୋଇଛନ୍ତି ରାଜ୍ୟର ପୂର୍ବତନ ଡିଜିପି ଗୁପ୍ତେଶ୍ୱର ପାଣ୍ଡେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

ମାଲିକ ଜୀବନ ବଞ୍ଚାଇବା ପାଇଁ ବାଘ ସହିତ ଲଢ଼ିଲେ ୨ ପୋଷା କୁକୁର

ଭୋପାଳ,୪।୬: ପୋଷା କୁକୁର ମାଲିକ ଜୀବନ ବଞ୍ଚାଇବା ନୂଆ ନୁହେଁ। ଏବେ ମଧ୍ୟପ୍ରଦେଶ ସିବାନି ଜିଲାରେ ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ ଜାତୀୟ ଅଭୟାରଣ୍ୟ...

୬ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଅପହରଣ କଲେ ପାକିସ୍ତାନୀ ତଟରକ୍ଷୀ…

ଗାନ୍ଧୀନଗର,୭।୧୧: ଜମ୍ମୁ-କଶ୍ମୀରର ଏଲ୍‌ଓସି ପରେ ଏବେ ପାକିସ୍ତାନ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରତ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଷଡ଼ଯନ୍ତ୍ର ରଚିଛି। ରବିବାର ପାକିସ୍ତାନୀ ତଟରକ୍ଷୀ...

ରାହୁଲଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି

ନୂଆଦିଲ୍ଲୀ,୨୭ା୪(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କର ଶୁକ୍ରବାର ବିହାରର ସମସ୍ତିପୁର, ଓଡିଶାର ବାଲେଶ୍ୱର ଏବଂ ମହାରାଷ୍ଟ୍ରର ସାଙ୍ଗମନେରରେ ନିର୍ବାଚନୀ ସଭା ଥିଲା। ତେବେ ଚାର୍ଟାର୍ଡ ବିମାନରେ...

Advertisement
Archives

Model This Week