ଠେଙ୍ଗାରେ ପିଟି ପତ୍ନୀଙ୍କୁ ହତ୍ୟା: ସ୍ବାମୀ ଗିରଫ

ବାରିପଦା ଅଫିସ,୨୫।୫- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ମାଧପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଏକ ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ବାରିପଦା ସଦର ଥାନା ଅଧିକାରୀ ସ୍ବର୍ଣ୍ଣଲତା ମିଞ୍ଜ ସଦଳ ବଳେ ଘଟଣା ସ୍ଥଳକୁ ଯାଇ ଘଯଣାର ତଦନ୍ତ କରି ଅଭିଯୁକ୍ତ ସ୍ବାମୀ ଖେଲା ସୋରେନଙ୍କୁ ଗିରଫ କରିଛନ୍ତି। ପୋଲିସ ସେଠାରୁ ମହିଳାଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଛି।
ପୋଲିସ ସୁଚନ ଅନୁଯାୟୀ ଶୁକ୍ରବାର ବିଳମ୍ବିତ ରାତିରେ ଗ୍ରାମର ଖେଲା ସୋରେନ ଓ ତାଙ୍କ ସ୍ତ୍ରୀ ରାଣୀ ସୋରେନଙ୍କ ମଧ୍ୟରେ କୌଣସି କାରଣରୁ ପାଟିତୁଣ୍ଡ ହୋଇଥିଲା। ଏଥିରେ ଖେଲା ଉତକ୍ଷିପ୍ତ ହୋଇ ଏକ ଠେଙ୍ଗାରେ ରାଣୀଙ୍କୁ ନିର୍ଘାତ ପଟିଥିଲେ। ଫଳରେ ରାଣୀ ଗୁରୁତର ହୋଇ ପଡି ରହିଥଲେ। କିଛି ସମୟ ପରେ ତାଙ୍କ ପ୍ରାଣ ବାୟୁ ଉଡି ଯାଇଥିଲା। ଏହି ଖବର ପାଇବା ପରେ ରାଣୀଙ୍କ ଭାଇ ନାରାନ ହେମ୍ବ୍ରମ ଘଟଣା ସ୍ଥଳକୁ ଆସି ପୋଲିସକୁ ଖବର ଦେଇଥିଲେ। ନାରାନଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୪୯/୧୯) ରୁଜୁ କରି ଗିରଫ ଖେଲାଙ୍କୁ ପଚରା ଉଚୁରା ଜାରି ରଖିଥିବା ଥାନା ଅଧିକାରୀ ସ୍ବର୍ଣ୍ଣଲତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri