ଡଅଁର ପଞ୍ଚାୟତରେ ସଚେତନତା

ହାଟଡିହୀ, ୨୭।୪(ଡ଼ି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତ ଅଧୀନରେ ଥିବା ଡଅଁର, ଚଷାଖଣ୍ଡ, ସରଳା, ଜୋରାଗଡିଆ ପ୍ରଭୃତି ଗ୍ରାମରେ ସରପଞ୍ଚ ହିସି ହେମ୍ବ୍ରମ ଲୋକଙ୍କୁ କରୋନା ରୋଗ ସମ୍ପର୍କରେ ସଚେତନ କରାଇଛନ୍ତି। ତାଙ୍କ ସହ ପିଇଓ ରମେଶ ମାଝୀ,ଜିଆରଆସ ବିନୟ ମଲିକ, ମଦନ ସାନ୍ତାଳ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଛନ୍ତି। ହିତାଧିକାରୀଙ୍କୁ ନିର୍ମାଣ ଶ୍ରମିକ ଅନୁଦାନ ରାଶି ୧୫୦୦ ଟଙ୍କା ଓ ଭତ୍ତା ଅନୁଦାନ ରାଶି ଘର ଘର ବୁଲି ପ୍ରଦାନ କରିଛନ୍ତି। ପଞ୍ଚାୟତ ତରଫରୁ ଏକ ଆଇସୋଲେଶନ କେନ୍ଦ୍ର ଖୋଲି ସେଠାରେ ୧୫ ଜଣଙ୍କୁ ରଖାଯାଇଛି। ସେହିପରି ବିଭିନ୍ନ ଗ୍ରାମରେ ୩ଟି କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲାଯାଇ ଅନ୍ୟ ଜିଲାରୁ ଆସିଥିବା ୧୪ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଏମାନଙ୍କ ପାଇଁ ପଞ୍ଚାୟତ ତରଫରୁ ସବୁ ପ୍ରକାରର ସୁବିଧା ଯୋଗାଇ ଦିଆଯାଉଥିବା ସରପଞ୍ଚ କହିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri