ଡକାୟତି ଉଦ୍ୟମ ପଣ୍ଡ: ମାରଣାସ୍ତ୍ର ସହ ଦୁଇ ଗାଡ଼ି ଜବତ, ୪ ଗିରଫ

ପଟ୍ଟାମୁଣ୍ଡାଇ,୨୨ା୬(ସ୍ବ.ପ୍ର.) : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବନ୍ୟା ଅଞ୍ଚଳ ତରାଡ଼ିପାଳ ପଞ୍ଚାୟତ ଗୋପାଳପୁର ଛକରୁ ରବିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ କରୁଥିବା ବେଳେ ଚଉଦକୁଲାଟ ଫାଣ୍ଡି ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଚଢ଼ାଉ ବେଳେ ଆଉ ଦୁଇ ଅନ୍ଧାରରେ ଖସି ପଳାଇବାକୁ ସକ୍ଷମ ହୋଇଛନ୍ତି। ଡକାୟତଙ୍କ ପାଖରୁ ଏକ ପିସ୍ତଲ, ଦୁଇଟି ଅଖାବ୍ୟାଗ ଓ ଗୋଟିଏ ପଲସର ଏବଂ ସ୍କୁଟି ଜବତ କରିଛି ପୋଲିସ। ଗିରଫ ଡକାୟତମାନଙ୍କୁ ସୋମବାର ପଟ୍ଟାମୁଣ୍ଡାଇ ଥାନାରେ ହାଜିର କରିଛି। ତେବେ ଡକାୟତମାନଙ୍କ ଘର ଯାଜପୁର ଜିଲା ବରୀ ମାଉଣ୍ଟ ଶଙ୍ଖାରୀଗୋଡ଼ା ଅଞ୍ଚଳ ବୋଲି ଜଣାପଡ଼ିଛି। ତେବେ ଡକାୟତମାନେ ଦୁଇଟି ଗାଡ଼ିରେ ଅଳପୁଆ ଦେଇ ଗୋପାଳପୁର ଛକରେ ପହଞ୍ଚିଥିଲେ। ସେମାନେ ଡକାୟତ କରିବାକୁ ଯୋଜନା କରୁଥିବା ବେଳେ ସ୍ଥାନୀୟ ଲୋକେ ଚଉଦକୁଲାଟ ଫାଣ୍ଡି ପୋଲିସକୁ ଖବର ଦେଇଥିଲେ ଖବର ପାଇ ଚଉଦକୁଲାଟ ଫାଣ୍ଡି ଅଧିକାରୀ ସଦଳବବଳ ଘଟଣାସ୍ଥଳରେ ପହଞ୍ଚି ୪ ଡକାୟତଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଦୁଇ ଜଣ ଖସି ପଳେଇବାକୁ ସକ୍ଷମ ହୋଇଛନ୍ତି। ପଟ୍ଟାମୁଣ୍ଡାଇ ପୋଲିସ ଗିରଫ ଡକାୟତମାନଙ୍କୁ ଅଟକ ରଖି ପଚରାଉଚରା କରିଛି। ତେବେ ସେମାନଙ୍କ ନାମ ପୋଲିସ ପ୍ରକାଶ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଇଭିଂ ଟେଷ୍ଟ ଦେଉଥିଲେ ଏସ୍‌ପି: ସମୁଦ୍ରରେ ଫସିିିଲା ପୋଲିସ ଭ୍ୟାନ୍‌

ବାଲେଶ୍ୱର ଅଫିସ,୨୪।୯: ବାଲେଶ୍ୱର ଜିଲାର ପୋଲିସ ନାମରେ ଥିବା ଏକ ଗାଡ଼ି (ନଂ. ଓଡ଼ି୦୫ବିଏ-୪୬୧୬) ବୁଧବାର ରାତିରେ ଚାନ୍ଦିପୁର ଆଇଟିଆର୍‌ର ନିଷିଦ୍ଧାଞ୍ଚଳ ୬ହଜାର ପଏଣ୍ଟ ତଥା...

କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍‌ସ୍ପଟ୍‌: ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

କେନ୍ଦ୍ରାପଡ଼ା ଅଫିସ, ୧ା୬: କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି । ଏପ୍ରିଲ ୭ରେ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।...

ଗୁପ୍ତଧନ ଆଶା ଦେଖାଇ ଠକି ନେଇଥିଲେ ୬୨ ଲକ୍ଷ

କଟକ ଅଫିସ,୨୯।୪: କଟକ ସହରରେ ବି ଲୋକେ ଅନ୍ଧବିଶ୍ୱାସରେ ବୁଡ଼ି ରହିଛନ୍ତି। ଗୁଣିଗାରେଡ଼ି ମାଧ୍ୟମରେ ଗୁପ୍ତଧନ ପାଇବା ଆଶାରେ ଠକ ଯୁବକଙ୍କ ହାବୁଡ଼ରେ ପଡ଼ିଥିଲେ ରାଣୀହାଟ ଅଞ୍ଚଳର...

କଣ୍ଟାବାଞ୍ଜିରେ ୧୨୮ଖଣ୍ଡ ଭୋଟର ଥ୍ରୀଲିଙ୍ଗ୍‌ ଭିକ୍ଟ୍ରି

ବଲାଙ୍ଗୀର ଅଫିସ, ୨୬।୫: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨୮ ଖଣ୍ଡ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ବିଜୟୀ...

ପଞ୍ଚାୟତ ନିର୍ବାଚନରେ ୩ ପୂର୍ବତନ ବ୍ଲକ ଅଧ୍ୟକ୍ଷା

କର୍ଲାମୁଣ୍ଡା,୨୭ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ୧୪୩ ଟି ଓ୍ବାର୍ଡ ରହିଛି। ସେଥିମଧ୍ୟରୁ ଚଳିତ ପଞ୍ଚାୟତ ନିର୍ବାଚନରେ ରାଜପୁର ପଞ୍ଚାୟତର ସରପଞ୍ଚ ଭାବେ...

ଦେବଗଡ ଜିଲାର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ

ଦେବଗଡ଼,୨ା୧(ଡି.ଏନ.ଏ)-ସ୍ଥାନୀୟ ଚମ୍ପକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ସମଗ୍ର ଦେବଗଡ଼ ଜିଲା ବିକାଶ ମଞ୍ଚ ପକ୍ଷରୁ ଶୁକ୍ରବାର ଦେବଗଡ ଜିଲାର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।...

ବାମରା ପାଲଟିଲା ରଣକ୍ଷେତ୍ର

କୁଚିଣ୍ଡା,୨୪ା୨(ଡି.ଏନ.ଏ.):ସମ୍ବଲପୁର ଜିଲା ବାମରା ରେଳ ଷ୍ଟେଶନରେ ଏକ୍ସପ୍ରେସ ଟ୍ରେନ ରହଣି ଦାବିରେ ବୁଧବାର ୧୧ଘଣ୍ଟା ଧରି ରେଳରୋକୋ ହୋଇଥିଲା। ଚକ୍ରଧରପୁର ରେଳବାଇ କର୍ତ୍ତୃପକ୍ଷ ଓ ବାମରା...

କରୋନା ଯୋଦ୍ଧାଙ୍କ ସୁରକ୍ଷା ଚିନ୍ତା: ଜି.ଉଦୟଗିରି ଏନ୍‌ଏସି ତରଫରୁ ସଫେଇ କର୍ମଚାରୀଙ୍କୁ ଦିଆଗଲା ପିପିଇ

ଜି.ଉଦୟଗିରି,୨୨।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଏନ୍‌ଏସି ତରଫରୁ ବୁଧବାର ସଫେଇ କର୍ମଚାରୀମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ପୋଷାକ(ପିପିଇ) ଯୋଗାଇ ଦିଆଯାଇଛି। କରୋନା ଯୁଦ୍ଧରେ ଏମାନେ ମଧ୍ୟ ଆଗ...

Advertisement
Archives

Model This Week