ଡକାୟତି ଯୋଜନା ପଣ୍ଡ : ୪ ଅଭିଯୁକ୍ତ ଗିରଫ

ଯୋଡ଼ା,୧୦।୨(ଡି.ଏନ୍‌.ଏ.):କେନ୍ଦୁଝର ଜିଲା ବାମେବାରୀ ଥାନା ପୋଲିସ ବନ୍ଧୁଆବେଡା ଖେଳ ପଡିଆଠାରେ ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରିବା ସହିତ ଏକ ଟାଟା ସଫାରି, ମାରଣାସ୍ତ୍ର ଜବତ କରିଛି। ଗିରଫ ବ୍ୟକ୍ତି ହେଲେ ଯୋଡା ଅଞ୍ଚଳର ବିନ୍ଦାସ୍‌ ଖାଲକୋ, ଭରତ ଦାସ, ରୋସନ କର୍ମକାର ଓ ରଞ୍ଜିତ ଦାସ।
ସୂଚନାଯୋଗ୍ୟ, ରାତିରେ ଖେଳ ପଡିଆଠାରେ ଅଭିଯୁକ୍ତମାନେ ଏକ ବଡ଼ ଧରଣର ଡକାୟତି ପାଇଁ ଯୋଜନା କରୁଥିବା କୌଣସି ସୂତ୍ରରୁ ପୋଲିସକୁ ଖବର ମିଳିଥିଲା। ପୋଲିସ ଉକ୍ତ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ କୋର୍ଟଚାଲାଣ କରିଛି। ଏ ନେଇ ଥାନାରେ କେସ୍‌ ନଂ. ୧୬/୨୦ରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?