ଡକାୟତି ଯୋଜନା ପଣ୍ଡ, ୪ ଗିରଫ

ଅନୁଗୋଳ ଅଫିସ, ୮।୧୧-ଅନୁଗୋଳ ଜିନ୍ଦଲ ରୋଡରେ ଥିବା ଗାଣ୍ଡୁ ପଡ଼ିଆରେ ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା କରୁଥିବାବେଳେ ୪ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେମାନେ ହେଲେ କୁମଣ୍ଡର ଅନିଲ ସେଠୀ, ହେମସୁରପଡ଼ାର ରାଜୁ ବେହେରା ଓ ଅନ୍ୟ ୨ ଜଣ ନାବାଳକ ବୋଲି ଜଣାପଡିଛି। ସେମାନଙ୍କ ନିକଟରୁ ଭୁଜାଲି, ଛୁରି ଓ ଲୁହା ରଡ ଜବତ କରାଯାଇଛି।
ପୋଲିସ ସୂଚନା ମୁତାବକ, ଅନିଲ ଓ ରାଜୁ ଅନ୍ୟ ଦୁଇ ଜଣ ନାବାଳକଙ୍କ ସହ ମିଶି ଡକାୟତି ଯୋଜନା କରୁଥିବାବେଳେ ଅନୁଗୋଳ ଥାନା ଏସ୍‌ଆଇ ପ୍ରକାଶ ଚନ୍ଦ୍ର ମାଝି କୌଣସି ସୂତ୍ରରୁ ସୂଚନା ପାଇଥିଲେ। ଏସ୍‌ଆଇ ସତ୍ୟରଞ୍ଜନ ଲେଙ୍କା ଓ ଅନ୍ୟମାନଙ୍କୁ ଧରି ସେ ଉକ୍ତ ପଡିଆରେ ଚଢ଼ାଉ କରିଥିଲେ। ଏକ ଟ୍ରକ୍‌କୁ ଲୁଟ କରିବାକୁ ସେମାନଙ୍କ ଯୋଜନା ରହିଥିଲା ବୋଲି ପୋଲିସ କହିଛି। ଦୁଇ ନାବାଳକଙ୍କୁ ବାଳ ସୁଧାର ଗୃହକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିବାଧିତ ଅନନ୍ତ କୁମାର ପାଇଲେ ଓଏଏସ୍‌: ଆତ୍ମବିଶ୍ୱାସ, ସକାରାତ୍ମକ ଚିନ୍ତାଧାରା ଦେଲା ସଫଳତା

ଖୋର୍ଦ୍ଧା ଅଫିସ/ବୋଲଗଡ,୮।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଆରିକମା ଗଁାର ଦୃଷ୍ଟବାଧିତ ଅନନ୍ତ କୁମାର ନାୟକ ଓଏଏସ୍‌ ପାଇଛନ୍ତି। ଜେନେରାଲ ର଼୍ୟାଙ୍କରେ କ୍ରମିକ ନଂ. ୧୩୦...

ଆଇତିପୁର ପଞ୍ଚାୟତ ହାଇସ୍କୁଲ ବିବାଦ ବଢୁଛି, ଜିଲାପାଳଙ୍କଠାରେ ଫେରାଦ ହେଲେ ଲୋକେ

ହାଟଡିହୀ,୧୨।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ହାଇସ୍କୁଲକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ପଞ୍ଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ...

ଏସ୍‌ଡିଜେଏମଙ୍କ କୋର୍ଟରେ ରିପୋର୍ଟ ଦାଖଲ କଲା ପୋଲିସ: ମିଶିଲା କି ତପସ୍ବିନୀ ସୁମିତଙ୍କ ମନ?

ବ୍ରହ୍ମପୁର ଅଫିସ,୯।୧୨(ଡି.ଏନ୍‌.ଏ.): ଶ୍ୱଶୁର ଘର ଆଗରେ ଧାରଣାରେ ବସି ଚର୍ଚ୍ଚାକୁ ଆସିଥିଲେ ତପସ୍ବିନୀ ଓରଫ ଡିମ୍ପଲ। ବହୁ ବାଦ ବିବାଦ ପରେ ସ୍ବାମୀ ଓ ସ୍ତ୍ରୀଙ୍କୁ...

ଚଣ୍ଡିଖୋଲରେ ପୁଣି ପଲସର ଆତଙ୍କ, ଛଡ଼ାଇନେଲେ ଟଙ୍କା ବ୍ୟାଗ୍‌

ଯାଜପୁର ଅଫିସ,୯।୮: ଯାଜପୁର ଜିଲା ୫୩ ନଂ ଜାତୀୟ ରାଜପଥ ଚଣ୍ଡିଖୋଲ-ଖୋସାଲିପୁର ଓଭରବ୍ରିଜ ନିକଟରେ ମଙ୍ଗଳବାର ସକାଳେ ପୁଣି ପଲସର ଆତଙ୍କ ଦେଖିବାକୁ ମିଳିଛି। ଦୁର୍ବୃତ୍ତ...

ପ୍ରତୀକ୍ଷାର ଘଟିଲା ଅନ୍ତ: ଭକ୍ତଙ୍କୁ ଦର୍ଶନ ଦେଲେ ବାବା ଆଖଣ୍ଡଳମଣି

ଆରଡ଼ି,୨୩ା୮(ଡି.ଏନ୍‌.ଏ.): ଦୀର୍ଘ ୪ ମାସ ପରେ ସୋମବାର ଖୋଲିଛି ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣି ମନ୍ଦିର। ସକାଳ ୬ଟାରୁ କୋଭିଡ୍‌ କଟକଣା ମଧ୍ୟରେ...

ସୋମବାରଠାରୁ କାମାକ୍ଷାନଗର ଏନ୍‌ଏସି ଶଟ୍‌ଡାଉନ

କାମାକ୍ଷାନଗର,୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସିକୁ ଆସନ୍ତାକାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏନ୍‌ଏସି ଅଞ୍ଚଳରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହି ପଦକ୍ଷେପ ନିଆଯାଇଥିବା...

ବ୍ୟାଖ୍ୟାନ କେନ୍ଦ୍ର ବୁଲିଲେ କେନ୍ଦ୍ରମନ୍ତ୍ରୀ

କୋଣାର୍କ,୩୧ା୧୨(ଡି.ଏନ୍‌.ଏ.): ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାର ଆବଶ୍ୟକତା ରହିଛି। ପୁରୀ, କୋଣାର୍କ, ଚିଲିକା ଆଦି ଅଞ୍ଚଳକୁ ମିଶାଇ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ ବନାଇବା...

ସରକାରୀ ପେଟ୍ରୋଲ ପମ୍ପ ସିଲ୍‌ କଲା ପ୍ରଶାସନ

ଛତ୍ରପୁର,୩୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ଥିବା ଓଡ଼ିଶା ସରକାରଙ୍କ ଅଧୀନ ଓପିଡିସି ଭାରତ ପେଟ୍ରୋଲ ପମ୍ପକୁ ଛତ୍ରପୁର ଏଏସି ପ୍ରଶାସନ ପକ୍ଷରୁ ଶୁକ୍ରବାର ସିଲ୍‌...

Advertisement
Archives

Model This Week