ଗୋପାଳପୁର,୨୭ା୪- ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଫେବୃଆରୀ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୧୧ଜଣଙ୍କ ମୃତ୍ୟୁ ଘଟିଥିଲା।
ଏଥିରେ ଗୁରୁତର ଆହତ ହୋଇ କଟକ ବଡ ମେଡିକାଲରେ ଚିକିତ୍ସାଧୀନ ଜଣେ ନାବାଳିକାଙ୍କ ସୋମବାର ମୃତ୍ୟୁ ଘଟିଛି। ସେ ହେଲେ ଇନ୍ଦ୍ରାକ୍ଷୀ ଗ୍ରାମର ପି.ଭାରତୀ ରେଡ୍ଡୀ (୧୩)। ଭାରତୀଙ୍କୁ ମିଶାଇ ମୃତ୍ୟୁସଂଖ୍ୟା ୧୨ରେ ପହଞ୍ଚତ୍ଛି। ଭାରତୀ କଟକ ବଡ ମେଡିକାଲରେ ଚିକିତ୍ସିତ ହେଉଥିଲେ। ଫେବୃଆରୀ ୧୭ରେ ବାମ ହାତ କାନ୍ଧ ପର୍ଯ୍ୟନ୍ତ କାଟି ଅସ୍ତ୍ରୋପଚାର କରାଯାଇଥିଲା। ପର୍ଯ୍ୟାୟକ୍ରମେ ତିନି ଥର ଭାରତୀଙ୍କ ପ୍ଲାଷ୍ଟିକ ସର୍ଜରୀ କରାଯାଇଥିଲା। ଗତ ୩ ଦିନ ତଳେ ପୁଣି ଭାରତୀଙ୍କ ପ୍ଲାଷ୍ଟିକ ସର୍ଜରୀ ପରେ ଅବସ୍ଥା ଗୁରୁତର ହୋଇପଡିଥିଲେ। ରବିବାର ତାଙ୍କର ମୃତ୍ୟୁ ଘଟିଥିଲା। ସୋମବାର ସନ୍ଧ୍ୟାରେ ଭାରତୀଙ୍କ ପରିବାରକୁ ବିଦ୍ୟୁତ୍ ବିଭାଗ ପକ୍ଷରୁ ୨ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସୂଚନାଥାଉକି ଗୋଳନ୍ଥରା ଥାନା ଅନ୍ତର୍ଗତ ଡଙ୍କଲପଡୁ ଗ୍ରାମର ୟୁ.ଅଶୋକ ରେଡ୍ଡୀଙ୍କ ନିର୍ବନ୍ଧ ପାଇଁ ବସରେ ଚିକରଡା ଗ୍ରାମ ଯାଉଥିବା ବେଳେ ଡଙ୍କଲପାଡୁ ରାସ୍ତାରେ ଏହି ଅଘଟଣ ଘଟିଥିଲା।
ଡଙ୍କଲପାଡୁ ବସ୍ ଟ୍ରାଜେଡି: ଏସ୍ସିବିରେ ନାବାଳିକାଙ୍କ ମୃତ୍ୟୁ, ୧୨ରେ ପହଚିଂଲା ମୃତ୍ୟୁସଂଖ୍ୟା
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
କ୍ରୀଡ଼ା ମହୋତ୍ସବକୁ ଉଦ୍ଘାଟିତ କଲେ ଆସିକା ଏମ୍ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍
ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...
ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ
ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...
IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ
ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...
ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ
ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...
ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..
ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...
ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍ କାଟ୍, ଟୟ ଟ୍ରେନ୍, ମ୍ୟୁଜିକାଲ ଫାଉଣ୍ଟେନ୍ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…
ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...
ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ
ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...
ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର
କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...
Archives


