Posted inଜାତୀୟ

ଡଙ୍ଗାବୁଡ଼ି ୧୩ ମୃତ

ମାନିଲା, ୪ା୮(ପି.ଟି.): କେନ୍ଦ୍ରୀୟ ଫିଲିପାଇନ୍ସ ନିକଟ ସମୁଦ୍ରରେ ଶନିବାର ୨ଟି ଡଙ୍ଗା ବୁଡ଼ିଯିବାରୁ ୧୩ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ କେତେକ ନିଖୋଜ ଥିବା ଜଣାପଡ଼ିଛି। ୩୧ ଜଣ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ଇଲୋଇଲୋ ଓ ଗୁଇମାରା ଦ୍ୱୀପ ମଧ୍ୟରେ ପ୍ରବଳ ପବନ ଓ ଢେଉ ହେବାରୁ ଦୁଇଟି ଡଙ୍ଗା ବୁଡ଼ିଯାଇଥିଲା। ମୃତକଙ୍କ ମଧ୍ୟରେ ୬ ମହିଳା ଥିବା ଜଣାପଡ଼ିଥିଲେ ହେଁ ସେମାନଙ୍କ ଠିକଣା ମିଳିନାହିଁ। ରେଡ୍‌କ୍ରସ ପକ୍ଷରୁ ଦୁଇଟି ଡଙ୍ଗାର ଫଟୋ ସୋସିଆଲ୍‌ ମିଡିଆରେ ପୋଷ୍ଟ କରାଯାଇଛି। ନିଖୋଜ ଯାତ୍ରୀଙ୍କୁ ଉଦ୍ଧାର କରିବା ଲାଗି ପ୍ରୟାସ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ୫୫ ବର୍ଷ ଧରି ବିକାଶ ଅଟକି ରହିଛି: ମୋଦି

କୋଲକାତା,୨୦।୩: ପଶ୍ଚିମବଙ୍ଗରେ ଦୀର୍ଘ ୫୫ ବର୍ଷ ଧରି ବିକାଶ ଅଟକି ରହିଛି। ରାଜ୍ୟର ଭୋଟର ଭାଜପାକୁ ଆଶୀର୍ବାଦ ଦେଲେ ପୁଣି ଏଠାରେ ବିକାଶ ଆରମ୍ଭ ହେବ...

ଜନ ପ୍ରତିନିଧିଙ୍କୁ ପ୍ରଥମ ପର୍ଯ୍ୟାୟରେ ଦିଆଯାଉ କରୋନା ଟିକା

ହାଇଦ୍ରାବାଦ୍‌,୧୦।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏପରିସ୍ଥଳେ ତେଲଙ୍ଗାନାର ମୁଖ୍ୟ ଶାସନ ସଚିବ ସୋମେଶ କୁମାର ପ୍ରଥମ ପର୍ଯ୍ୟାୟ ଟିକାକରଣରେ...

ଦେଶ ଉପରେ ନିଜ ବିଚାରଧାରାକୁ ଲଦି ଦେଉଛି ଭାଜପା: ରାହୁଲ

ନୂଆଦିଲ୍ଲୀ,୯ ।୯: କଂଗ୍ରେସ ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଲାଣି । ଏଥିପାଇଁ ରାହୁଲ ଗାନ୍ଧଙ୍କ ନେତୃତ୍ୱରେ ଭାରତ ଯୋଡୋ ଯାତ୍ରା ଆରମ୍ଭ...

ସେନା ପକ୍ଷରୁ ସ୍ପଷ୍ଟୀକରଣ: ନିଯୁକ୍ତି ପ୍ରକ୍ରିୟାରେ ଜାତି ପ୍ରମାଣ ପତ୍ର ପୂର୍ବରୁ ମଧ୍ୟ ମଗାଯାଉଥିଲା

ନୂଆଦିଲ୍ଲୀ,୧୯।୭: ଅଗ୍ନିବୀର ଭର୍ତ୍ତି ପ୍ରକ୍ରିୟାରେ ଜାତି ଏବଂ ଧର୍ମ ପ୍ରମାଣ ପତ୍ର ଦେଖାଇବାକୁ ନେଇ ଅନେକ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର ସେନା ପକ୍ଷରୁ ଏନେଇ...

ହାର୍‌-ଜିତ୍‌ ପୂର୍ବରୁ କରୋନାରେ ପ୍ରାଣ ହରାଇଲେ କଂଗ୍ରେସ ପ୍ରାର୍ଥୀ

ଚେନ୍ନାଇ,୧୧।୪: ତାମିଲନାଡୁ ବିଧାନସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ମାଧବ ରାଓଙ୍କ ପରଲୋକ ଘଟିଛି। ସେ କରୋନାରେ ପ୍ରାଣ ହରାଇଥିବା କୁହାଯାଉଛି। ରାଓ ଶ୍ରୀବିଲିପୁଥୁର ଆସନରୁ କଂଗ୍ରେସ...

ଚନ୍ଦା କୋଚର ଗିରଫ

ନୂଆଦିଲ୍ଲୀ,୨୪।୧୨: ବ୍ୟାଙ୍କ ଋଣ ଦୁର୍ନୀତି ମାମଲାରେ ଆଇସିଆଇସିଆଇ ବ୍ୟାଙ୍କ୍‌ର ପୂର୍ବତନ ସିଇଓ ଚନ୍ଦା କୋଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚରଙ୍କୁ ସିବିଆଇ ଶୁକ୍ରବାର ଗିରଫ...

ଫେବୃୟାରୀରେ ଶୀର୍ଷ ଛୁଇଁବ ଓମିକ୍ରନ୍‌: ଦୈନିକ ସଂକ୍ରମଣ ୫ ଲକ୍ଷ ଅତିକ୍ରମ କରିବ

ନୂଆଦିଲ୍ଲୀ,୯ ।୧: ଦେଶରେ ଓମିକ୍ରନ୍ ସଂକ୍ରମଣ ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଇଛି । ଗତ ୨୪ ଘଣ୍ଟାରେ ରାଜଧାନୀ...

‘ଗରିବ ଶ୍ରମିକଙ୍କୁ ପ୍ରଥମେ ଆଣ’: ବିଦେଶରୁ ଫେରିବେ ସହସ୍ରାଧିକ ଭାରତୀୟ

ନୂଆଦିଲ୍ଲୀ,୨୯ା୪: ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ପ୍ରୟାସ ଆରମ୍ଭ ହୋଇଛି। ବୈଦେଶିକ ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ...

Advertisement
Archives

Model This Week