ଡଙ୍ଗା ଭସାଇ କାର୍ତ୍ତିକ ବ୍ରତ ଭାଙ୍ଗିଲେ ଶ୍ରଦ୍ଧାଳୁ

ଆରଡି,୧୨।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଶୈବପୀଠ ଆରଡିରେ ବାବା ଆଖଣ୍ଡଳମଣିଙ୍କ ଶିବଗଙ୍ଗା ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇ କାର୍ତ୍ତିକ ବ୍ରତ ଶେଷ କରିଛନ୍ତି । ମଙ୍ଗଳବାର ଭୋର ସମୟରେ ମଙ୍ଗଳ ଆଳତି ଦେଖିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମିଥିବା ଦେଖିବାକୁ ମିଳିଛି। ଭିଡକୁ ଦୃଷ୍ଟିରେ ରଖି ଆରଡି ଫାଣ୍ଡି ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ହବିଷିଆଳି ଓ ଶ୍ରଦ୍ଧାଳୁମାନେ ବାବାଙ୍କୁ ଦର୍ଶନ କରିବା ପରେ ଶିବଗଙ୍ଗା ପୁଷ୍କରିଣୀରେ ଡଙ୍ଗା ଭସାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରେ ରୋଗୀଙ୍କୁ ଦିଆଯାଉଛି ଅକ୍ସିଜେନ

ବଲାଙ୍ଗୀର ଅଫିସ, ୧୮ା୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଜରୁରିକାଳୀନ ଚିକିତ୍ସା ସେବା ବିଗିଡିବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ସଂକ୍ରମିତଙ୍କ...

ପାଣି ପାଇଁ ହଇରାଣ ୪୦୦ ପରିବାର

କାକଟପୁର,୭।୫(ଡି.ଏନ୍‌.ଏ.): କାକଟପୁର ବ୍ଲକ ଅନ୍ତର୍ଗତ କୁରୁଜଙ୍ଗ ପଞ୍ଚାୟତ ଚାରିଗାଁରେ ପାନୀୟଜଳ ସଙ୍କଟ ସୃଷ୍ଟି ହୋଇଛି। କୁରୁଜଙ୍ଗ ପଞ୍ଚାୟତର ବାମରା, କୁରୁମ, ପାଟ୍ଟଶାଣୀପୁର ଓ ଆଢୁଆଳ ଗ୍ରାମକୁ...

ଉପାନ୍ତ ଦେଇ କେନ୍ଦୁଝରକୁ ଫିଟିବ ବାଟ

ଢେଙ୍କାନାଳ ଅଫିସ, ୮।୭ ଢେଙ୍କାନାଳ ଜିଲାର କଙ୍କଡ଼ାହାଡ଼ ବ୍ଲକର ଉପାନ୍ତ ଅଞ୍ଚଳ ଦେଇ କେନ୍ଦୁଝରକୁ ପକ୍କାସଡ଼କ ନିର୍ମାଣ ହେବ। ଏଥିଲାଗି ପୂର୍ତ୍ତ ବିଭାଗ ପକ୍ଷରୁ ସରକାରଙ୍କୁ...

ଟ୍ରକ-ପିକ୍‌ଅପ ଭ୍ୟାନ ମଧ୍ୟରେ ଧକ୍କା: ୨ ମୃତ

ଛେଣ୍ତିପଦା,୧୬।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଅନୁଗୋଳ-ସମ୍ବଲପୁର ୫୫ ନଂମ୍ବର ଜାତୀୟ ରାଜପଥର ମୁଣ୍ତା ସାହି ନିକଟରେ ବୁଧବାର ସକାଳ ୫ଟା ବେଳେ ଟ୍ରକ-ପିକ୍‌ଅପ ଭ୍ୟାନ...

ଭ୍ରୁଣ ନିରୂପଣ ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୩ା୧: ଭ୍ରୁଣ ନିରୂପଣ କରିଥିବା ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ଗିରଫ କରିଛି  ମଙ୍ଗଳାବାଗ  ପୋଲିସ। ଗିରଫ ବ୍ୟକ୍ତି ଜଣକ ହେଲେ ମାନସ ରଞ୍ଜନ...

ଆନ୍ତଃ ରାଜ୍ୟ ଠକଙ୍କୁ ଭବାନୀପାଟଣା ଜେଲରୁ ଆଣିଲା ପୋଲିସ

ବ୍ରହ୍ମପୁର ଅଫିସ,୨୧ା୩: ବ୍ରହ୍ମପୁର ପୋଲିସର ଏକ ଟିମ୍‌ ସୋମବାର ଭବାନୀପାଟଣା ଜିଲା କାରାଗାରରେ ଥିବା ଜଣେ ଆନ୍ତଃ ରାଜ୍ୟ ଠକଙ୍କୁ ବ୍ରହ୍ମପୁର ଆଣିଥିଲା। ଅଭିଯୁକ୍ତ ଜଣଙ୍କ...

ପୁଣି ରାକେଶ ହେଲେ ଗଞ୍ଜାମ ଏନ୍‌ଏସି ଛାତ୍ର ବିଜେଡି ସଭାପତି

ଗଞ୍ଜାମ,୧୭।୩(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ବିଜୁ ଜନତା ଦଳ ଛାତ୍ର ସଭାପତି ଭାବେ ପୁଣି ରାକେଶ ରଞ୍ଜନ ଦାସ(ସିଲୁ ) ମନୋନୀତ ହୋଇଛନ୍ତି l ଛାତ୍ର ଜୀବନରୁ...

୮ବର୍ଷ ହେଲା ପଲିଥିନ ତଳେ ବିପନ୍ନ ପରିବାର

ଖୋର୍ଦ୍ଧା ଅଫିସ,୧।୮:ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଗଡ଼ହଳଦିଆ ହାଟସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି ମନୋରଞ୍ଜନ ପୃଷ୍ଟି ଓ ପ୍ରହଲ୍ଲାଦ ବେହେରାଙ୍କ ଘର ପୋଡ଼ି ପାଉଁଶ ହୋଇଯାଇଥିଲା। ଏଥି...

Advertisement
Archives

Model This Week