ଛତ୍ରପୁର,୧୪ା୫(ଡି.ଏନ୍.ଏ.): ଚିଲିକାରେ ଡଙ୍ଗା ଯୋଗେ ହେଉଥିବା ଚୋରା ମଦ କାରବାରକୁ ଗଞ୍ଜାମ ଜିଲା ରମ୍ଭା ଥାନା ପୋଲିସ ଠାବ କରିଛି। ଚିଲିକାର ରମ୍ଭା ଫେରି ଘାଟରେ ଚଢ଼ାଉ କରି ଉକ୍ତ ଡଙ୍ଗାରୁ ୧ ହଜାର ଲିଟର ଦେଶୀ ମଦ ଜବତ କରିଥିବା ବେଳେ ଏଥିରେ ସମ୍ପୃକ୍ତ ୬ ଜଣଙ୍କୁ ପୋଲିସ ଗିରଫ କରିଛି।
ଛତ୍ରପୁର,୧୪ା୫(ଡି.ଏନ୍.ଏ.): ଚିଲିକାରେ ଡଙ୍ଗା ଯୋଗେ ହେଉଥିବା ଚୋରା ମଦ କାରବାରକୁ ଗଞ୍ଜାମ ଜିଲା ରମ୍ଭା ଥାନା ପୋଲିସ ଠାବ କରିଛି। ଚିଲିକାର ରମ୍ଭା ଫେରି ଘାଟରେ ଚଢ଼ାଉ କରି ଉକ୍ତ ଡଙ୍ଗାରୁ ୧ ହଜାର ଲିଟର ଦେଶୀ ମଦ ଜବତ କରିଥିବା ବେଳେ ଏଥିରେ ସମ୍ପୃକ୍ତ ୬ ଜଣଙ୍କୁ ପୋଲିସ ଗିରଫ କରିଛି।
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…
ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…
ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…
ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…
ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…
ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍ଏସ୍ଡି) ବାଳିକା ହାଇସ୍କୁଲ…
ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…
କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…