‘ଡଟର ଅଫ ଦ ନେଶନ’ ସମ୍ମାନରେ ସମ୍ମାନିତ ହେବେ ସୁର ସାମ୍ରାଜ୍ଞୀ

ନୂଆଦିଲ୍ଲୀ,୬।୯ : ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଗୀତ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥାଏ। ତାଙ୍କ ସଙ୍ଗୀତର ଚର୍ଚ୍ଚା ସାରା ବିଶ୍ୱରେ ରହିଛି। ଲତାଙ୍କ ସଙ୍ଗୀତରେ ଦେଶକୁ ଗର୍ବ ଅନୁଭବ ହୋଇଥାଏ। ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ ଭାରତ ସରକାର ଏକ ବିଶେଷ ସମ୍ମାନରେ ତାଙ୍କୁ ସମ୍ମାନିତ କରିବାକୁ ଯାଉଛନ୍ତି। ଆସନ୍ତା ୨୮ରେ ୯୦ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଡଟର ଅଫ ଦ ନେଶନ’ ସମ୍ମାନରେ ଲତାଙ୍କୁ ସମ୍ମାନିତ କରିବେ। ତାଙ୍କୁ ସମ୍ମାନିତ କରିବା ଅର୍ଥ ଦେଶର ଝିଅଙ୍କୁ ସମ୍ମାନିତ କରିବା ସହ ସମାନ। ତେଣୁ ଲତାଙ୍କୁ ବିଧିବଦ୍ଧ ଭାବେ ଦେଶର ପୁତ୍ରୀ ଆଖ୍ୟାରେ ସମ୍ମାନିତ କରାଯିବ। ସୂଚନା ଅନୁସାରେ, ଏହି ସ୍ବତନ୍ତ୍ର ଅବସର ପାଇଁ ଗାୟକ ପ୍ରସୁନ ଜୋଶୀ ଏକ ଗୀତ ମଧ୍ୟ ଲେଖିଛନ୍ତି। ‘ମୋଦି ଲତା ମଙ୍ଗେସକରଙ୍କ କଣ୍ଠର ଜଣେ ବଡ଼ ପ୍ରଶଂସକ ବୋଲି ସରକାରଙ୍କ ନିକଟତମ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ପୁରସ୍କାରକୁ ସାଧାରଣ ଜନତାଙ୍କୁ ଉତ୍ସର୍ଗ କଲେ ଏକ ଟଙ୍କିଆ ଡାକ୍ତର

କୋଲକାତା,୨୭।୧: ପଶ୍ଚିମବଙ୍ଗର ବୋଲପୁରରେ ‘ଏକ ଟଙ୍କିଆ ଡାକ୍ତର’ଭାବେ ପରିଚିତ ଡାକ୍ତର ସୁଶୋଭନ ବାନାର୍ଜୀ ସେଠାକାର ଗରିବଙ୍କ ପାଇଁ ଦ୍ୱିତୀୟ ଈଶ୍ୱର। ମାତ୍ର ଏକ ଟଙ୍କା ଫି...

ଶାହାଙ୍କ ରାଲି ପୂର୍ବରୁ ବିହାରରେ ପୋଷ୍ଟର ଓ୍ବାର

ପାଟନା,୭।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ବିହାରରେ ଏକ ଡିଜିଟାଲ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ଆରମ୍ଭ ହୋଇଯାଇଛି...

ଶ୍ରୀଲଙ୍କାର ୪୦ ଲକ୍ଷ ପିଲାଙ୍କୁ ଭାରତ ଦେଇଛି ପାଠ୍ୟ ପୁସ୍ତକ…

ନୂଆଦିଲ୍ଲୀ,୧୨।୩ : ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାର ୪୦ ଲକ୍ଷରୁ ଅଧିକ ପିଲାଙ୍କୁ ଭାରତ ଦେଇଥିବା ଆର୍ଥିକ ସାହାଯ୍ୟରେ ପାଠ୍ୟ ପୁସ୍ତକ ଯୋଗାଇ...

ଚିକିତ୍ସା ଅଭାବରୁ ପ୍ରାଣ ହରାଇଲେ କରୋନା ସଂକ୍ରମିତ

ପାଟନା,୧୪।୪: କରୋନା କାଳରେ ସରକାର ଭଲ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି ବୋଲି ଡିଣ୍ଡିମ ପିଟୁଛନ୍ତି। ହେଲେ ଏହାର ନଗ୍ନ ଉଦାହରଣ ଦେଖିବାକୁ ମିଳିଛି ବିହାରର...

କିଡ୍‌ନୀ ପ୍ରତିରୋପଣ ପାଇଁ ବିଦେଶ ଯିବେ ଲାଲୁ

ରାଞ୍ଚି,୭।୬: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ଅଧ୍ୟକ୍ଷ ଲାଲୁ ଯାଦବ କିଡ୍‌ନୀ ପ୍ରତିରୋପଣ ଲାଗି ବିଦେଶ ଯିବାକୁ ଚାହୁଁଛନ୍ତି। ଏନେଇ ପାସ୍‌ପୋର୍ଟ ଫେରିପାଇବା ଲାଗି...

ଚଳନ୍ତା ହେଲିକପ୍ଟରୁ ତଳକୁ ଖସି ପଡ଼ିଥିଲେ ଏହି ଅଭିନେତା: ପରେ ବଳାତ୍କାର ଅଭିଯୋଗରେ ହୋଇଥିଲେ ଗିରଫ

ବଲିଉଡରେ ଅନେକ ତାରକା ଅଛନ୍ତି ଯେଉଁମାନେ ପରଦାରେ କାମ କରିଥିଲେ କିନ୍ତୁ ବ୍ୟକ୍ତିଗତ ଜୀବନରେ ଏତେ ଯନ୍ତ୍ରଣା ଭୋଗୁଥିଲେ ଯାହା କଳ୍ପନା ମଧ୍ୟ କରାଯାଇପାରିବ ନାହିଁ...

ବିହାରରେ ଏକ୍‌ଜିଟ୍‌ ପୋଲ ଉପରେ କଟକଣା

ନୂଆଦିଲ୍ଲୀ, ୧୫ା୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ନିିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ଏକ୍‌ଜିଟ୍‌ ପୋଲ୍‌ ଉପରେ କଟକଣା ଲଗାଯାଇଛି। ଅକ୍ଟୋବର ୨୮ ସକାଳ...

ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ସାମରିକ ବାହିନୀ ତିଆରି କରୁଛି ଆଇଏସ୍‌ଆଇ: ଦାଉଦ୍‌ ଇବ୍ରାହିମ୍‌ଙ୍କୁ ମିଳିଛି ଅସ୍ତ୍ରଶସ୍ତ୍ର ଯୋଗାଇବା ଠିକା

ନୂଆଦିଲ୍ଲୀ,୨୩।୯: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ଏକ ସାମରିକ ବାହିନୀ ମଧ୍ୟ ଗଠନ କରାଯିବାର ଯୋଜନା...

Advertisement
Archives

Model This Week