ଡବ୍ଲ୍ୟୁଏଚ୍‌ଓର ନେତୃତ୍ୱ ନେବ ଭାରତ

ନୂଆଦିଲ୍ଲୀ,୨୪ା୪: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟାଳୟରେ ଭାରତ ନେତୃତ୍ୱ ଭୂମିକା ନେବ। ସାରା ବିଶ୍ୱ କରୋନା ମହାମାରୀ କବଳିତ ହୋଇଥିବାବେଳେ ଆସନ୍ତା ମାସରେ ଡବ୍ଲ୍ୟୁଏଚ୍‌ଓ କାର୍ଯ୍ୟନିର୍ବାହୀ ବୋର୍ଡରେ ଭାରତୀୟ ପ୍ରତିନିଧି ଅଧ୍ୟକ୍ଷ ନିଯୁକ୍ତ ହେବାକୁ ଯାଉଛନ୍ତି।
କୋଭିଡ୍‌-୧୯ ମହାମାରୀରେ ଏପର୍ଯ୍ୟନ୍ତ ବିଶ୍ୱରେ ୧,୮୦,୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି। ୨୬ ଲକ୍ଷରୁ ଅଧିକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବିଭିନ୍ନ ଦେଶ ଲକ୍‌ଡାଉନ୍‌ରେ ଥିବାବେଳେ ଚଳିତ ବର୍ଷ ବିଶ୍ୱ ଅର୍ଥନୀତିକୁ ଏଥିପାଇଁ ୧ ଟ୍ରିଲିୟନ ଡଲାର କ୍ଷତି ସହିବାକୁ ପଡିବ ବୋଲି ଆକଳନ କରାଯାଇଛି। ମେ’ ୨୨ରେ ଡବ୍ଲ୍ୟୁଏଚ୍‌ଓ କାର୍ଯ୍ୟନିର୍ବାହୀ ବୋର୍ଡର ପ୍ରଥମ ବୈଠକରେ ଜାପାନ ସ୍ଥାନରେ ଭାରତ ନେତୃତ୍ୱ ନେବାକୁ ଯାଉଥିବା ଜେନେଭା ଓ ଭାରତର କୂଟନୀତିଜ୍ଞଙ୍କ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଆସିଲା ପ୍ରିୟଙ୍କା ଗାନ୍ଧୀଙ୍କ ବୟାନ, କହିଲେ ଭାରତରେ…

ନୂଆଦିଲ୍ଲୀ,୨୫ା୭: ଏନ୍‌ଇଇଟି ପେପର ଲିକ୍‌ ବିବାଦକୁ ନେଇ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ଚାପରେ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

୧୨ ବର୍ଷର କାର୍ଯ୍ୟକାଳରେ ମୋଦି ସରକାରରେ ପ୍ରଥମ ଇସ୍ତଫା, CAAରୁ ଆରମ୍ଭ ହୋଇ CJPରେ…

ଆଦିଲ୍ଲୀ,୨୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୧୨ ବର୍ଷର କାର୍ଯ୍ୟକାଳ ମଧ୍ୟରେ ପ୍ରଥମଥର ପାଇଁ ଜଣେ କେନ୍ଦ୍ରମନ୍ତ୍ରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ…

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri