ଡମ୍ପର ଧକ୍କାରେ ସାଇକେଲ ଆରୋହୀ ମୃତ

ଜଳେଶ୍ୱର, ୨୪।୧(ଡି.ଏନ.ଏ./ସ୍ବ.ପ୍ର)-ଜଳେଶ୍ୱର ଥାନା ଅନ୍ତର୍ଗତ ଧାନସିମୁଳିଆ ଛକରେ ଶୁକ୍ରବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଧାନସିମୁଳିଆ ଗ୍ରାମର ଅଜୟ ଭୂୟାଁଙ୍କ ମୃତ୍ୟୁ ଘଟିଛି। ଅଜୟ ସାଇକେଲରେ ଘରକୁ ଫେରୁଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ବାଲି ବୋଝେଇ ଡମ୍ପର ଧକ୍କା ଦେଇଥିଲା। ସ୍ଥାନୀୟ ଜନସାଧାରଣ କ୍ଷତିପୂରଣ ଦାବି କରି ଜଳେଶ୍ୱର-ଚନ୍ଦନେଶ୍ୱର ମୁଖ୍ୟ ରାସ୍ତାରେ ଟାୟାର ଜାଳି ଅବରୋଧ କରିଥିଲେ। ଜଳେଶ୍ୱର ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ପୁଇଁତୋଳା ଗ୍ରାମ, ଅସରାଏ ବର୍ଷାରେ ରାସ୍ତା ଜଳମଗ୍ନ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନଂ ୮ ପୁଇଁତୋଳା ଗ୍ରାମ ନାନା ସମସ୍ୟା ଦେଇ ଗତି କରୁଛି l ଶୁକ୍ରବାର ଅସରାଏ...

ପୁଣି ୫ ଘରୋଇ ଶିକ୍ଷାନୁଷ୍ଠାନର ଏନ୍‌ଓସି ରଦ୍ଦ

ଗୋପ,୮ା୮(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ୍‌ ଅଞ୍ଚଳରେ ଥିବା ବେଆଇନ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକର ଏନ୍‌ଓସି ରଦ୍ଦ କରାଯାଉଛି। ତେବେ ବୁଧବାର ଆଉ ୫ ଘରୋଇ ଶିକ୍ଷାନୁଷ୍ଠାନର...

ଭାରତ ଯୋଡ଼ୋ କାର୍ଯ୍ୟକ୍ରମରେ ସାମିଲ ହେଲେ ପିସିସି ସଭାପତି

କୋରାପୁଟ,୨୭ା୧(ସ୍ବ.ପ୍ର.): କୋରାପୁଟରେ କଂଗ୍ରେସର ଭାରତ ଯୋଡ଼ୋ କାର୍ଯ୍ୟକ୍ରମ ଚାଲିଛି। ଏଥିରେ ରାଜ୍ୟ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଯୋଗ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କୋରାପୁଟ...

ଜୁଆ ଆଡ୍ଡାରେ ଚଢ଼ାଉ, ୧୫ ଗିରଫ

ଦାରିଙ୍ଗବାଡ଼ି,୧୧।୧୦(ଡି.ଏନ୍‌.ଏ)- ଦାରିଙ୍ଗବାଡ଼ି ଥାନା ପୋଲିସ ବୁଧବାର ରାତିରେ ସିମନବାଡ଼ିର ଜହୋନପଲ୍ଲି ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୧୧ ଜଣଙ୍କୁ ଗିରଫ କରିଥିଲା।...

କରଞ୍ଜିଆ ଉପ କାରଗାରରୁ ଫେରାର କଏଦୀ ଗିରଫ

ଠାକୁରମୁଣ୍ଡା,୨୭ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପକାରାଗାରରୁ ଗତ ୧୬ ତାରିଖରୁ ଫେରାର ହୋଇଯାଇଥିବା କଏଦୀ ଭଗବାନ ଟୁଡୁକୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି ା...

ଘରୁ ତଡ଼ିଦେଲେ ପୁଅ ବୋହୂ, ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ଛତ୍ରପୁର,୩୦ା୧୨(ଡି.ଏନ୍‌.ଏ): ଜନ୍ମ କଲା ମା’ ଏବେ ପୁଅମାନଙ୍କ ପାଇଁ ଅଲୋଡ଼ା ହୋଇପଡ଼ିଛନ୍ତି। ପରିଣତ ବୟସରେ ମା’ଙ୍କୁ ଘରୁ ତଡ଼ିଦେଇଛନ୍ତି ପୁଅ ବୋହୂ। ଶେଷରେ କିଛି ଉପାୟ...

୧୫ ଚୋରା ବାଇକ୍‌ ଜବତ, ୩ ଗିରଫ

ଖୋର୍ଦ୍ଧା ଅଫିସ,୨୦।୧୦: ଖୋର୍ଦ୍ଧା ଜିଲାର ବାଣପୁର ଥାନା ପୋଲିସ ୧୫ ଚୋରା ବାଇକ୍‌ ଜବତ କରିବା ସହ ୩ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ...

ନକଲି ଶିକ୍ଷକ ନିଲମ୍ବିତ

ରସୁଲପୁର,୨୫।୯(ଡି.ଏନ.ଏ.):ରସୁଲପୁର ଶିକ୍ଷାମଣ୍ଡଳ ଅଧୀନ ବାରବାଟୀ ପଞ୍ଚାୟତ ଦୁର୍ଗାପୁର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିଜୟ ଭୂଷଣ ଶରଣଙ୍କୁ ବ୍ଲକ ଶିକ୍ଷାଧିକାରୀ(ବିଇଓ)ସୁଦର୍ଶନ ମଲ୍ଲିକ ଚାକିରିରୁ ନିଲମ୍ବିତ କରିଛନ୍ତି।...

Advertisement
Archives

Model This Week