ଡମ୍ପର- ଭ୍ୟାନ ମୁହାଁମୁହିଁ: ୪ ଗୁରୁତର, ୨ ଗୋରୁ ମୃତ

ବଡ଼ସାହି,୧୧ା୧୨(ସ୍ବ.ପ୍ର)-ବଡ଼ସାହି-ବେତନଟୀ ରାସ୍ତାର ଘୁଷୁରିଆ ନିକଟରେ ମଙ୍ଗଳବାର ରାତି ୮ଟା ୪୫ମିନିଟ ସମୟରେ ଏକ ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏକ ବାଲି ବୋଝେଇ ଡ଼ମ୍ପର ସହିତ ଗୋରୁ ବୋଝେଇ ପିକଅପ ଭ୍ୟାନର ମୁହଁାମୁହଁି ଧକ୍କା ହୋଇଥିଲା। ଆହତମାନଙ୍କୁ ଚିକିତ୍ସା ଲାଗି ବାରିପଦା ଡ଼ାକ୍ତରଖାନାକୁ ପଠାଯାଇଛି ା ଏହି ଦୁର୍ଘଟଣାରେ ୨ଟି ଗୋରୁଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଗୋରୁ ବ୍ୟବସାୟୀ ଭାଗିରଥି ଦଣ୍ଡପାଟ ଓ ଚକ୍ରଧର ଦଣ୍ଡପାଟ ଆହତ ହୋଇଥିବା ବେଳେ ଡ଼ମ୍ପର ଚାଳକ ଓ ଅନ୍ୟ ଜଣଙ୍କ ପରିଚୟ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

ଧୂମଧାମରେ ପାଳନ ରଥଯାତ୍ରା ପାଳିତ: ମନମୋହିଲା ରଣପ୍ପା ନୃତ୍ୟ

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ପୁରୀ ସମେତ ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିର ଗୁଡ଼ିକରେ ରଥଯାତ୍ରା ଧୂମଧାମରେ ପାଳନ କରାଯାଇଛି । ଛତ୍ରପୁର ତାଡେପଲ୍ଲୀ…

ଅଲଇଣ୍ଡିଆ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା: ଛତିଶଗଡ଼ରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ଛତିଶଗଡରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର। ଛତିଶଗଡ଼ ଭିଲାଇଠାରେ ୧୭ ଠାରୁ ୧୯ ତାରିଖ ୩ ଦିନିଆ ସିବିଏସଇ ଅଲଇଣ୍ଡିଆ କ୍ଲଷ୍ଟରସ୍ତରୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା…

ମହାପ୍ରଭୁଙ୍କ ମସ୍ତକରେ କାହିଁକି ନ ଥିଲା ଟାହିଆ; ସବୁ ଗୁମର ଖୋଲିଦେଲେ ସେବାୟତ: ଜାଣନ୍ତୁ ଭିତରେ କ’ଣ ସବୁ ଘଟିଥିଲା

ପୁରୀ,୧୭।୭(ଅଜିତ୍‌ କୁମାର ମହାନ୍ତି):ମହାପ୍ରଭୁଙ୍କ ଘୋଷଯାତ୍ରାରେ ଅନ୍ୟତମ ମୁଖ୍ୟ ଆକର୍ଷଣ ସାଜିଥାଏ ମହାପ୍ରଭୁଙ୍କ ମସ୍ତକରେ ଲାଗିଥିବା ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ। ପ୍ରତ୍ୟେକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri