ଡମ୍ପର ଚକାତଳେ ମହିଳାଙ୍କ ଜୀବନ ଗଲା: ପ୍ରତିବାଦରେ ରାସ୍ତା ଅବରୋଧ

ଛତିଆ,୧୬।୭(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ଚମ୍ପାପୁର ରାସ୍ତାରେ ମଙ୍ଗଳବାର ଏକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ କଟକ ଜିଲା କଇଥା ପଞ୍ଚାୟତର ଲାଲବେଗୀ ଗ୍ରାମର ଶାନ୍ତି ପାଲ (୪୮) ବୋଲି ଜଣାପଡିଛି।
ସୂଚନାନୁଯାୟୀ, ମଧ୍ୟାହ୍ନରେ ମହିଳା ଜଣକ କୌଣସି କାର୍ଯ୍ୟରେ ସ୍ବାମୀଙ୍କ ସାଇକେଲରେ ଚମ୍ପାପୁର ରାସ୍ତାଦେଇ ଛତିଆ ଆସୁଥିଲେ। ତେବେ ହଠାତ୍‌ ସାଇକେଲରୁ ତଳେ ପଡିଯିବା ସମୟରେ ଏକ ଡମ୍ପର ତାଙ୍କ ଉପରେ ଚଢ଼ିଯାଇଥିଲା। ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଗାଡି ସହ ଡ୍ରାଇଭରକୁ ଅଟକ ରଖିଛନ୍ତି। ଏହାସହ ମୃତଦେହ ରାସ୍ତାରେ ରଖି ଅବରୋଧ କରିଛନ୍ତି। ଖବରପାଇ ବୈରୀ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଶ୍ରେଣୀରୁ ପାସ୍‌ ଫେଲ ପୁନଃପ୍ରଚଳନ ଦାବି ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଯାଜପୁର ଟାଉନ,୨୪ା୬(ଡି.ଏନ.ଏ.)- ଚଳିତ ଶିକ୍ଷାବର୍ଷରେ ପ୍ରଥମ ଶ୍ରେଣୀରୁ ପାସ୍‌ ଫେଲ ବ୍ୟବସ୍ଥା ପୁନଃପ୍ରଚଳନ କରିବା ଓ ଶିକ୍ଷାକ୍ଷେତ୍ରରେ ଥିବା ବହୁବିଧ ସମସ୍ୟା ଦୂର କରିବା ଦାବିରେ...

ନଗଡ଼ାରେ ପ୍ରଶାସନୀକ ଅଧିକାରୀଙ୍କ ଭିଡ : ବିକାଶ ପରଖିଲେ ପଞ୍ଚାୟତିରାଜ ପ୍ରକଳ୍ପ ନିର୍ଦ୍ଦେଶକ

କାଳିଆପାଣି,୮ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡ଼ାରେ ଏବେ ବହୁ ପ୍ରଶାସନୀକ ଅଧିକାରୀଙ୍କ ଗସ୍ତ ଦେଖିବାକୁ ମିଳିଛି। ୨୦୧୬ରେ ଅପପୁଷ୍ଟିରେ ଶିଶୁମୃତ୍ୟୁ ଘଟଣା ପରେ...

ପାନୀୟ ଜଳ ଯୋଗାଣ ଅବ୍ୟବସ୍ଥା ନେଇ ଅସନ୍ତୋଷ

କଳିଙ୍ଗନଗର,୧ା୧(ଡି.ଏନ.ଏ.): ଦାନଗଦି ପଞ୍ଚାୟତ ସମିତିର ୧୦ମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମିତି ଅଧ୍ୟକ୍ଷା ଲୋପାମୁଦ୍ରା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ବିଭାଗରେ ଦେଖା...

ପୁଣି ଝୁଲିରହିଲା ସୌନ୍ଦର୍ଯ୍ୟକରଣ କାମ

ଯାଜପୁର ଅଫିସ,୧୫ା୧୨: ଯାଜପୁର ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବ୍ୟାସସରୋବରର ବିକାଶ ଏବଂ ସୌନ୍ଦର୍ଯ୍ୟକରଣ କାମ ପୁଣି ଝୁଲିରହିଛି। ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ)ର ସ୍ଥଗିତାଦେଶ ବିରୋଧରେ ପରିବେଶ...

ବିପର୍ଯ୍ୟସ୍ତ ଦର୍ପଣ-ସମିଆଁ ରାସ୍ତା

ଯାଜପୁର ଅଫିସ,୨୯ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ପ୍ରସଙ୍ଗ ଉଠିଥାଏ। ବିଶେଷକରି ଗମନାଗମନ, ଶିକ୍ଷା, ସ୍ବାସ୍ଥ୍ୟ, ବିଦ୍ୟୁତ୍‌ ଆଦି ମୌଳିକ ସମସ୍ୟା...

ଓଭରବ୍ରିଜ୍‌ କଡ଼ ପାଲଟିଛି ଆବର୍ଜନା ସ୍ଥଳ

କୋରେଇ,୨|୮(ସ୍ବ.ପ୍ର.)- ପାଣିକୋଇଲି ଓଭର ବ୍ରିଜ୍‌ ପାର୍ଶ୍ୱ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଏଠାରେ ରହିଥିବା ବିଭିନ୍ନ ବ୍ୟବସାୟୀମାନେ ପ୍ରତ୍ୟହ ଆବର୍ଜନାକୁ ପୋଡିବା ପରିବର୍ତ୍ତେ ଓଭରବ୍ରିଜ କଡ଼ରେ...

ଓଡ଼ିଶା କଳା, ହସ୍ତଶିଳ୍ପର ଚମତ୍କାର ରାଜ୍ୟ: ମୁଖ୍ୟମନ୍ତ୍ରୀ

ଯାଜପୁର ଅଫିସ/ଯାଜପୁର ରୋଡ୍‌,୨୧ା୧: ଯାଜପୁର ଜିଲା ବ୍ୟାସନଗରର ଚାନ୍ଦମା ପଡ଼ିଆରେ ଶୁକ୍ରବାର ଅନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ...

ଯୌନକର୍ମୀଙ୍କୁ ଢାଲ କରି କୋଟିଏ ହଡ଼ପ

ଯାଜପୁର ଅଫିସ,୨୮ା୬:ମହିଳା ଯୌନକର୍ମୀଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟରେ ୨୦୦୮ରେ ପ୍ରଣୀତ ଲକ୍ଷ୍ୟଭେଦୀ ଯୋଜନା ଯାଜପୁର ଜିଲାରେ ଲକ୍ଷ୍ୟଭ୍ରଷ୍ଟ ହୋଇଛି। ଏହି ଯୋଜନାରେ ଜାଲ୍‌...

Advertisement
Archives

Model This Week