ଡରାଇଲାଣି କରୋନା: ବିଏମ୍‌ସି ଅଞ୍ଚଳରେ ବଢ଼ୁଛି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ସଂଖ୍ୟା ବି ବୃଦ୍ଧି ପାଇଛି। ଶୁକ୍ରବାର ପୁଣି ଭୁବନେଶ୍ୱରର କିଛି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଗୁଡ଼ିକ ମଧ୍ୟରେ ରହିଛି ୟୁନିଟ-୯ର ଗୋଟିଏ ସରକାରୀ ଘର ଓ ଏକ ପ୍ଲଟ, ସତ୍ୟନଗର ତୋଷାଳି ଆପାର୍ଟମେଣ୍ଟର ଗୋଟିଏ ଫ୍ଲାଟ, ଲକ୍ଷ୍ମୀ ସାଗରର ଦୁଇଟି ପ୍ଲଟ, ୫୯ ନମ୍ବର ୱାର୍ଡର ଶ୍ରୀରାମନଗରର ଏକ ପ୍ଳଟ,  ଆଇଆରସି ଭିଲେଜ ସ୍ଥିତ ୟୁବିଆଇ ଆଞ୍ଚଳିକ ଶାଖାର ପ୍ରଥମ ମହଲା, ପଟିଆ ସମ୍ପର୍କ ବିହାରରର ଗୋଟିଏ ପ୍ଲଟ ଓ ଡୋଭ ଆପର୍ଟମେଣ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ଭୀମକୁଣ୍ଡରେ ବୁଡି ଯାଇ ପର୍ଯ୍ୟଟକ ନିଖୋଜ

ପାଟଣା/ଠାକୁରମୁଣ୍ଡା, ୨୫।୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ପ୍ରଥମ କୁଣ୍ଡରେ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ...

ଜାରି ହେଲା ଗାଇଡ୍‌ଲାଇନ୍‌: ସୋମବାରଠାରୁ ଅଫିସ ଆସିବେ ସମସ୍ତ ଗ୍ରୁପ୍‌ ‘ଏ’ ଅଧିକାରୀ, ୯ ଜିଲାରେ ରୋଷ୍ଟର ଭିତ୍ତିରେ କାମ କରିବେ ୩୩% କର୍ମଚାରୀ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ସୋମବାରଠାରୁ ଅଫିସ ଆସିବେ ସମସ୍ତ ଗ୍ରୁପ୍‌ ‘ଏ’ ଅଧିଚାରୀ। ଜିଲାପାଳ, ଉପଜିଲାପାଳ, ଆରଡିସି, ତହସିଲ, ଆର୍‌ଆଇ ଅଫିସ ସମସ୍ତ କର୍ମଚାରୀ ଆସିବେ। କେବଳ ୯ଟି...

ଖୋଳତାଡ଼ କରିବ ଇଡି

ଭୁବନେଶ୍ୱର,୫।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌) ବିରଞ୍ଚି ନାରାୟଣ...

ବସ୍ତିବାସିନ୍ଦାଙ୍କ ପାଇଁ ସର୍ଭେ ଆରମ୍ଭ, ଉପକୃତ ହେବେ ଅଢ଼େଇ ଲକ୍ଷ ପରିବାର

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ସହରର ବସ୍ତି ବାସିନ୍ଦାମାନଙ୍କ ପାଇଁ ସୁଦିନ ଆସିଛି। ଯେଉଁମାନେ ଆମ ସହରକୁ ଗଢ଼ନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି, ସେବା କରନ୍ତି,...

ଭିମ୍‌ସାରରେ ନକଲି ନିଯୁକ୍ତିପତ୍ର

ସମ୍ବଲପୁର, ୯ା୧୧(ବ୍ୟୁରୋ): ସମ୍ବଲପୁରର ବୁର୍ଲାସ୍ଥିତ ଭିମ୍‌ସାରରେ ୪ଜଣ ଯୁବତୀଯୁବକଙ୍କୁ ଆଟେଣ୍ଡାଣ୍ଟ ପଦରେ ନିଯୁକ୍ତି ଦିଆଯାଇଛି। ଏଥିରେ ସ୍ବାସ୍ଥ୍ୟ ବିଭାଗ ସଚିବଙ୍କ ସ୍ବାକ୍ଷର ସହ ଓଡ଼ିିଶା ସରକାରଙ୍କ...

ଧାନ କିଣିବାକୁ ଇଣ୍ଟରାକ୍ଟିଭ ଭଏସ୍‌ ରେସ୍‌ପନ୍ସ ସିଷ୍ଟମ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ୫-ଟି ଆଧାରରେ ରାଜ୍ୟର ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କିଣାକୁ ଅଧିକ ଲୋକାଭିମୁଖୀ ଓ ସ୍ବଚ୍ଛ କରିବା ଉଦ୍ଦେଶ୍ୟରେ ଇଣ୍ଟରାକ୍ଟିଭ୍‌ ଭଏସ୍‌...

ଆଖି ଦାନ କଲେ ରାଇମୋହନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ାଙ୍କ ପରଲୋକ ହୋଇଛି। ଶୁକ୍ରବାର ମଧ୍ୟାହ୍ନରେ ଭୁବନେଶ୍ୱର ପ୍ରାଚୀ ବିହାରସ୍ଥିତ ଘରୁ ତାଙ୍କର ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି।...

ଠିକ୍‌ କାମ ନ କଲେ ଟେଣ୍ଡର ବାତିଲ

ଭୁବନେଶ୍ୱର,୬।୧ (ବ୍ୟୁରୋ)କାନ୍ଥରେ ଚିତ୍ର କରି, ରାସ୍ତାକଡ଼ରେ ଫୁଲ ଗଛ ଲଗାଇ ଯେତେ ଯାହା କଲେ ବି ମୁଖ୍ୟ ପ୍ରସଙ୍ଗରେ ମାଡ଼ ଖାଇଯାଉଛି ବିଏମ୍‌ସି। ସହରକୁ ଯେତେ...

Advertisement
Archives

Model This Week