ଡରାଇଲା କରୋନା: ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ମୃତ୍ୟୁ

ନୂଆଦିଲ୍ଲୀ,୫।୫: କରୋନା ସଂକ୍ରମଣ ବେଳକୁ ବେଳ ଦେଶରେ ଭୟଙ୍କର ରୂପ ନେବାକୁ ଯାଉଛି। କେତେଜଣ ବିଶେଷଜ୍ଞଙ୍କ କହିବା କଥା ହେଲା ଜୁନ୍‌ ମାସ ବେଳକୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏକ ଲକ୍ଷ ପାର କରିଯାଇପାରେ। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୩,୯୦୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୧୯୫ ଜଣଙ୍କ ମୃତ୍ୟୁ ଏକ ପ୍ରକାର ଭୟ ସୃଷ୍ଟି କରିଛି। ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬,୪୩୩ ହୋଇଥିବା ବେଳେ ଖୁବ୍‌ଶୀଘ୍ର ଏହା ୫୦ ହଜାର ଅତିକ୍ରମ କରିପାରେ ବୋଲି ଅନୁମାନ କରାଯାଉଛି। ଏବେ ସୁଦ୍ଧା ଦେଶରେ ମୋଟ ୧,୫୬୮ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ୧୦ ହଜାରରୁ ଅଧିକ ଲୋକ ସୁସ୍ଥ ହୋଇ ସାରିଲେଣି ବୋଲି କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ଗୋଟିଏ ପଟେ ଏପର୍ଯ୍ୟନ୍ତ ଲୋକେ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦେଉ ନ ଥିବା ବେଳେ ବେଳକୁ ବେଳ ପରିସ୍ଥିତି ଅଣାୟତ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଯୋଡୋ ଯାତ୍ରାରେ ବରିଷ୍ଠ ନେତାଙ୍କ ପରଲୋକ…

ମୁମ୍ବାଇ,୮।୧୧ : ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଅଭିଯାନ ମହାରାଷ୍ଟ୍ରରେ ପହଞ୍ଚିଛି। କଂଗ୍ରେସ କର୍ମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି। କିନ୍ତୁ ଏସବୁ ମଧ୍ୟରେ...

ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲା: ଚିଦାମ୍ବରମଙ୍କୁ ମିଳିଲା ଜାମିନ୍‌

ନୂଆଦିଲ୍ଲୀ,୪।୧୨: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ବୁଧବାର ସର୍ତ୍ତ ମୂଳକ ଜାମିନ୍‌ ମିଳିଛି। ସୁପ୍ରିମ୍‌କୋର୍ଟ ଜାମିନ୍‌ ଆବେଦନର ବିଚାର କରି ଏହାକୁ ମଞ୍ଜୁର...

ହରିୟାଣାରେ ସୋନିଆଙ୍କ ରାଲି ବାତିଲ୍‌: ଏବେ ରାହୁଲ ସମ୍ଭାଳିବେ ମୋର୍ଚ୍ଚା

ଚଣ୍ଡିଗଡ଼,୧୮।୧୦: ହରିୟାଣା ମହେନ୍ଦ୍ରଗଡ଼ରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ହେବାକୁ ଥିବା ରାଲିକୁ ବାତିଲ୍‌ କରାଯାଇଛି। ସୋନିଆ ଗାନ୍ଧୀ ଏବେ ଏହି ରାଲିକୁ ସମ୍ବୋଧିତ...

ଆର୍ମେନିଆ ପ୍ରଧାନମନ୍ତ୍ରୀଙ୍କ ସମେତ ପରିବାର ସଦସ୍ୟ କରୋନା ସଂକ୍ରମିତ

ୟେରେଭାନ,୧।୬: ଆର୍ମେନିଆର ପ୍ରଧାନମନ୍ତ୍ରୀ ନିକୋଲ ପାସିନିଆନ ଓ ତାଙ୍କ ପରିବାରଣ ସମସ୍ତ ସଦସ୍ୟ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏକ ଫେସ୍‌ବୁକ ଷ୍ଟେଟମେଣ୍ଟରେ ପ୍ରଧାନମନ୍ତ୍ରୀ...

ରାଜଧାନୀରେ ଏଏପି-ଭାଜପା ମଧ୍ୟରେ ପୋଷ୍ଟର ଓ୍ବାର

ନୂଆଦିଲ୍ଲୀ,୩୧।୧୨: ରାଜଧାନୀ ଦିଲ୍ଲୀରେ ବେଆଇନ ଭାବେ ଗଢି ଉଠିଥିବା କଲୋନୀକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଆମ୍‌ ଆଦମୀ ପାର୍ଟି(ଏଏପି) ମଧ୍ୟରେ ପୋଷ୍ଟର ଓ୍ବାର...

ରାଜନୀତି ଛାଡ଼ିବା ସଙ୍କେତ ଦେଲେ ଗଡ଼କରୀ

ନାଗପୁର, ୨୯ା୩: ରାଜନୀତି ପ୍ରତି ଆଗ୍ରହ କମୁଥିବା କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ପୁଣିଥରେ ସଙ୍କେତ ଦେଇଛନ୍ତି। ତାଙ୍କର ଏଭଳି ମନ୍ତବ୍ୟରୁ ଭାଜପା ଶୀର୍ଷ ନେତୃତ୍ୱରେ ସମ୍ଭାବ୍ୟ...

ଜି-୨୦ରେ ଜିନପିଙ୍ଗ ଏବଂ ପୁଟିନଙ୍କ ଅନୁପସ୍ଥିତି ନେଇଏସ ଜୟଶଙ୍କର ପ୍ରତିକ୍ରିୟା…

ନୂଆଦିଲ୍ଲୀ,୬।୯ : ଜି-୨୦ଶିଖର ସମ୍ମିଳନୀ ୯ ଏବଂ ୧୦ ସେପ୍ଟେମ୍ବରରେ ଭାରତର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ...

ଭାରତକୁ ମିଳିଲା ୪ ଆପାଚେ ଆଟାକ୍‌ ହେଲିକପ୍ଟର

ନୂଆଦିଲ୍ଲୀ,୨୮ା୭(ପି.ଟି.): ଆମେରିକାର ଏରୋସ୍ପେସ୍‌ ମେଜର୍‌ ବୋଇଂ ଶନିବାର ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪ଟି ୨୨ଆପାଚେ ଆଟାକ୍‌ ହେଲିକପ୍ଟର ପ୍ରଦାନ କରିଛି। ଏହା ଭାରତୀୟ ବାୟୁସେନାର ଶକ୍ତିବୃଦ୍ଧି...

Advertisement
Archives

Model This Week