ଡରିଲାଣି ପାକିସ୍ତାନ: ସର୍ତ୍ତ ରଖି କଥା ହେବାକୁ ଦେଉଛି ପ୍ରସ୍ତାବ

ଇସ୍‌ଲାମାବାଦ,୩୧।୮: ଭାରତକୁ ପରମାଣୁ ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ଏବେ ଡରି ଯାଇଥିବା ଆଲୋଚନା ହେଉଛି। କାରଣ ସେ ଏବେ ଭାରତ ସହ ସର୍ତ୍ତମୂଳକ କଥା ହେବାକୁ ପ୍ରସ୍ତାବ ଦେଇଛି। ଶୁକ୍ରବାର ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ କ୍ୟୁରେସି କହିଛନ୍ତି ପାକିସ୍ତାନ ଏବେ ଭାରତ ସହ ସର୍ତ୍ତ ମୂଳକ କଥା ହେବାକୁ ପ୍ରସ୍ତୁତ ଅଛି। କଶ୍ମୀର ମାମଲାକୁ ନେଇ ବିଶ୍ୱର ପ୍ରାୟ କୌଣସି ଦେଶ ପାକିସ୍ତାନକୁ ସହଯୋଗର ହାତ ନ ବଢାଇବାରୁ ଏବେ ସେ ଭାରତ ସହ ସର୍ତ୍ତ ରଖି କଥା ହେବ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋଫା ଛାଡି ସାଧାରଣ ଚେୟାର୍‌ରେ ବସିଲେ ମୋଦି

ଭ୍ଲାଡିଭୋଷ୍ଟକ୍‌,୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ଇଇଏଫର ପଞ୍ଚମ ସମ୍ମିଳନୀରେ ଯୋଗଦେବାକୁ ରୁଷିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ। ଗସ୍ତର ଦ୍ୱିତୀୟ...

ରାଷ୍ଟ୍ରପତିଙ୍କୁ ପ୍ରଶ୍ନ ପଚାରିବା ଖବରଦାତାଙ୍କୁ ପଡ଼ିଲା ମହଙ୍ଗା

ରିଓ,୧।୧୧: ଜି -୨୦ ଶିଖର ସମ୍ମିଳନୀ ବିଷୟରେ ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋଲସନାରୋଙ୍କୁ ପ୍ରଶ୍ନ କରିବା ଜଣେ ଖବରଦାତାଙ୍କୁ ମହଙ୍ଗା ପଡିଛି। ପ୍ରଶ୍ପ ପଚାରିବା ପାଇଁ...

୭୦ ହଜାର ବର୍ଷ ତଳେ ମଧ୍ୟ ଅନ୍ତିମ ସଂସ୍କାର କରୁଥିଲା ମଣିଷ

ବାଗଦାଦ୍‌,୧୯।୨: ମଣିଷ ଅନ୍ତିମ ସଂସ୍କାର କରିବା ପରମ୍ପରା କେତେ ପୁରାତନ ସେ ନେଇ ତର୍କ ଜାରି ରହିଛି। ସମ୍ପ୍ରତି ଇରାକରୁ ମିଳିଥିବା ନିଅନଡର୍ଥାଲ୍‌ ଯୁଗର ଏକ...

ବର୍ଷକୁ ୯ କୋଟି ଦରମା ପାଉଥିବା ଅଧିକାରୀ ଖାଦ୍ୟ ଚୋରି କରି ହେଲେ ନିଲମ୍ବିତ

ଲଣ୍ଡନ,୪।୨: ବର୍ଷକୁ ୯ କୋଟିରୁ ଅଧିକ ଟଙ୍କା ଦରମା ପାଉଥିବା ଜଣେ ଅଧିକାରୀ ଖାଦ୍ୟ ଚୋରି କରି ନିଲମ୍ବିତ ହୋଇଛନ୍ତି। ସେ କ୍ୟାଣ୍ଟିନ୍‌ରୁ ସ୍ୟାଣ୍ଡ୍‌ଓ୍ବିଚ୍‌ ଚୋରି...

କାବୁଲ ବିମାନ ବନ୍ଦର ପରେ ଏବେ କାଜକସ୍ତାନ ଅସ୍ତ୍ର ଭଣ୍ଡାରରେ ବିସ୍ଫୋରଣ: ୯ ମୃତ

ନୁର-ସୁଲତାନ,୨୭ ।୮: କାବୁଲ ବିମାନ ବନ୍ଦରରେ ଗୁରୁବାର ହୋଇଥିବା ବୋମା ବିସ୍ଫୋରଣ ସମସ୍ତଙ୍କୁ ଚକିତ କରିଦେଇଥିଲା । ଏହାପରେ ଶୁକ୍ରବାର କାଜାକସ୍ତାନର ଅସ୍ତ୍ର ଭଣ୍ଡାରରେ ବିସ୍ଫୋରଣ...

ଖୋଲିବାକୁ ଯାଉଛି ଇତିହାସର ସବୁଠୁ ବଡ଼ ଦୁର୍ନୀତି

ପାନାମା ସିଟି, ୩।୧୦: ପାନାମା ପେପର୍ସ ଭଳି ଆଉ ଏକ ବିଶ୍ୱସ୍ତରୀୟ ବଡ଼ ଦୁର୍ନୀତିର ରହସ୍ୟ ଉନ୍ମୋଚନ ହେବାକୁ ଯାଉଛି। ପାନାମା ପେପର୍ସ ସ୍କାଣ୍ଡାଲ ୨.୦...

ବାଜଓ୍ବାଙ୍କୁ ଝଟ୍‌କା: କାର୍ଯ୍ୟକାଳ ବୃଦ୍ଧିରେ ବାଧା ଦେଲେ ପାକିସ୍ତାନ ସୁପ୍ରିମ୍‌କୋର୍ଟ

ଇସଲାମାବାଦ୍‌,୨୬।୧୧: ପାକିସ୍ତାନ ସୈନ୍ୟ ବିଭାଗ ମୁଖ୍ୟ ଜେନେରାଲ କମର ଜାବେଦ୍‌ ବାଜଓ୍ବାଙ୍କୁ ମଙ୍ଗଳବାର ପାକିସ୍ତାନ ସୁପ୍ରିମ୍‌କୋର୍ଟ ରାୟ ନେଇ ବଡ଼ ଝଟ୍‌କା ଲାଗିଛି। ପ୍ରଧାନମନ୍ତ୍ରୀ ଇମ୍ରାନ୍‌...

ଆଲୋଚନା ପାଇଁ ପୁଟିନ୍‌ଙ୍କୁ ନିମନ୍ତ୍ରଣ କଲେ ୟୁକ୍ରେନ୍‌ ରାଷ୍ଟ୍ରପତି

ମସ୍କୋ/କ୍ୱିଭ୍‌,୨୫।୨: ଶେଷରେ ମୁଣ୍ଡ ନୁଆଁଇଲା ୟୁକ୍ରେନ୍‌। ଦୁଇଦିନ ଧରି ରୁଷିଆର ଆକ୍ରମଣକୁ ଯଥା ସମ୍ଭବ ଜବାବ ଦେବାକୁ ଚେଷ୍ଟା କରିବା ପରେ ଏକ ପ୍ରକାର ହାର...

Advertisement
Archives

Model This Week