ଡାଇବେଟିସ୍‌ଠାରୁ ଦୂରେଇ ରଖେ ଏହି ଚା’…

ସକାଳ ଚା’ ପିଇଲେ ଫୁର୍ତ୍ତି ଲାଗେ। ତେବେ ଚା’ ମଧ୍ୟ ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରଖିଥାଏ। ନିୟମିତ ଗ୍ରୀନ୍‌ ଟି’ ପିଇବା ଦ୍ୱାରା ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟଗତ ସମସ୍ୟା ଦୂର ହୋଇଥାଏ। ଏହା ରକ୍ତ ଶର୍କରା କମାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଗ୍ରୀନ୍‌ ଟି ରକ୍ତ ସଞ୍ଚାଳନକୁ ସ୍ବଭାବିକ କରେ। ଫଳରେ ହାର୍ଟ ଆଟାକ୍‌ ଭଳି ସମସ୍ୟା ଦୂର ହୁଏ। ଗ୍ରୀନ୍‌ ଟି’ରେ ଥିବା ଆଣ୍ଟି-ଅକ୍ସିଡାଣ୍ଟ ଯୁବ ସୁଲଭ ଠାଣି ବଜାୟ ରଖେ। ଦିନରେ ୨-୩ -କପ୍‌ ଗ୍ରୀନ୍‌ ଟି’ ପିଇବା ସ୍ବାସ୍ଥ୍ୟ ପାଇଁ ବହୁତ ଭଲ। ଏହା ଶରୀରରେ ଥିବା ଅନାବଶ୍ୟକ ଚର୍ବି କମ୍‌ କରିଥାଏ। ଫଳରେ ଆନିୟମିତ ଆହାର ତଥା ପରିବର୍ତ୍ତିତ ଜୀବନ ଶୈଳୀ ଯୋଗୁ ଦେଖାଦେଉଥିବା ମେଦବହୁଳତା ସମସ୍ୟାରୁ ସହଜରେ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭାବସ୍ଥାରେ ନିଦ୍ରାହୀନତା

ପ୍ରତିଟି ମଣିଷର ଶାରୀରିକ ତଥା ମାନସିକ ସୁସ୍ଥତା ପାଇଁ ଖୁବ୍‌ ଜରୁରୀ ନିଦ । ତେବେ କାହା କାହାକୁ ଏତେ ନିଦଲାଗେ ଯେ, ତାଙ୍କ ପାଇଁ...

ପୋଷା ପ୍ରାଣୀ ବି ମନୁଷ୍ୟକୁ ରଖିଥାନ୍ତିି ସୁସ୍ଥ !

ଓ୍ବାଶିଂଟନ,୮।୩ : କେତେକ ଲୋକଙ୍କର ଘରେ ପୋଷା ପ୍ରାଣୀ ପାଳିବା ସଉକ ରହିଥାଏ। କେହିକେହି କୁକୁର, ବିଲେଇ, ଠେକୁଆ, ଶୁଆ, କଇଁଛ ଆଦି ପ୍ରାଣୀ ଘରେ...

ନୀରୋଗ ପାଇଁ ଜୀବନଧାରା

ଆମ ଶରୀରର ସମସ୍ତ କାର୍ଯ୍ୟ ଏକାଦଶ ଇନ୍ଦ୍ରିୟ ଦ୍ୱାରା ପରିଚାଳିତ। ଏହି ଇନ୍ଦ୍ରିୟଗୁଡ଼ିକ ମଧ୍ୟରୁ ପଞ୍ଚ ଜ୍ଞାନେନ୍ଦ୍ରିୟ (ଚକ୍ଷୁ, କର୍ଣ୍ଣ, ନାସା, ଜିହ୍ବା ଓ ତ୍ୱଚା),...

ରକ୍ତଚାପ କମାଏ କଖାରୁ ମଞ୍ଜି

୨୮ ଗ୍ରାମ୍‌ କଖାରୁ ମଞ୍ଜିରେ୧୫୧ କ୍ୟାଲୋରି,୧୭ ଗ୍ରାମ୍‌ ଫାଇବର, ୭ ଗ୍ରାମ୍‌ ପ୍ରୋଟିନ୍‌, ୪ ଗ୍ରାମ୍‌ ମନୋସାଚ୍ୟୁରେଟେଡ ଫ୍ୟାଟ୍‌,୬ ଗ୍ରାମ ଓମେଗା-୬ ଫ୍ୟାଟ୍‌, ମାଙ୍ଗାନିଜ, ମ୍ୟାଗ୍ନେସିୟମ,...

ଥଣ୍ଡା ପାଇଁ ଘରୋଇ ଚିକିତ୍ସା

ଥଣ୍ଡା ପାଇଁ ଅଧିକାଂଶ ଲୋକେ ଏଲୋପାଥି ଔଷଧ ବ୍ୟବହାର କରିଥାନ୍ତି। ବେଳେବେଳେ ଯେତେ ଔଷଧ ଖାଇଲେ ମଧ୍ୟ ଥଣ୍ଡା ଭଲ ହୋଇ ନ ଥାଏ। ଅଦିନିଆ...

ଏଭଳି ଭୁଲ ମଣିଷକୁ କରିଦିଏ ବରବାଦ, ଆପଣ କରୁନାହାନ୍ତି ତ…

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜି ବି ସମୟରେ ବେଶ ପ୍ରାସଙ୍ଗିକ। ନିଜର ନୀତି ଯୋଗୁ ସେ ଜଣେ ସାଧାରଣ ବାଳକଙ୍କୁ ସମ୍ରାଟ କରିପାରିଥିଲେ।...

ଯତୀନ ଲଲିତ

ତୁଝେ ଦେଖା ତୋ ୟେ ଜାନା ସନମ୍‌! ଦିଲଓ୍ବାଲେ ଦୁଲ୍‌ହନିଆ ଲେ ଜାଏଙ୍ଗେ (ଡିଡିଏଲ)ଚଳଚ୍ଚିତ୍ରର ଏହି ଗୀତଟି ଏବେ ସୁଦ୍ଧା ଲୋକଙ୍କ କାନରୁ ହଜିନାହିଁ। ଏହି...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଖାଆନ୍ତୁ ଏହି ପରିବା…

ସବୁଜ ପନିପରିବା ଦେହ ପାଇଁ ଉପକାରୀ । ଡାକ୍ତରମାନେ ସବୁଜ ପନିପରିବା ଖାଇବା ଉପରେ ଗୁରୁତ୍ୱ ଦେଇଥାଆନ୍ତି। କାରଣ ଏଥିରେ ପ୍ରଚୁର ପରିମାଣରେ ଭିଟାମିନ ଥାଏ।...

Advertisement
Archives

Model This Week