ଡାଇବେଟିସ୍‌ରୁ ଦୂରେଇ ରଖେ ଏହି ପତ୍ର ରସ…

ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଚିକିତ୍ସା ଦ୍ୱାରା ଏଥିରୁ ସହଜରେ ମୁକ୍ତି ମିଳିପାରେ। ପ୍ରତିଦିିନ ସକାଳେ କଲରା ପତ୍ର ରସ୍‌ ଦୁଇ ଚାମୁଚ ପିଇଲେ ଡାଇବେଟିସ୍‌ ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ରକ୍ତ ଶର୍କରାସ୍ତର ନିୟନ୍ତ୍ରିତ କରିବା ସହିତ କୋଲେଷ୍ଟରକୁ ସ୍ବାଭାବିକ କରେ। ଫଳରେ ଉଚ୍ଚରକ୍ତଚାପ ସହିତ ହାର୍ଟ ଆଟାକ୍‌ରୁ ମଧ୍ୟ ମୁକ୍ତି ମିଳିଥାଏ। ସେହିପରି କଲରା ପତ୍ର ଭଜା ସପ୍ତାହରେ ୨-୩ଥର ଖାଇଲେ ମଧ୍ୟ ଅନେକ ଫାଇଦା ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

୧୧ ସେପ୍ଟେମ୍ବର ତୁଳା ସମେତ ୪ ରାଶିଙ୍କ ପାଇଁ ହେବ ସ୍ବତନ୍ତ୍ର: ଘଟିବ ଏଭଳି ଯାହା କେବେ ଭାବିନଥିଲେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬, ଅର୍ଥାତ୍‌ କୁଶାଗ୍ରହଣୀ ଅମାବାସ୍ୟା ଦିନ ଶୁକ୍ର ଗ୍ରହ ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ରଦେବ ୨୪ ଅକ୍ଟୋବର ପର୍ଯ୍ୟନ୍ତ…

ଆଉ ୩ ଦିନ ପରେ ରାଜଯୋଗ: ୪ ରାଶିଙ୍କର ଫାଇଦା ହିିଁ ଫାଇଦା; ବଢିବ ଆୟ, ଚାକିରିରେ ପ୍ରମୋଶନ!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ଓ ଯୁତିର ବିଶେଷ ମହତ୍ତ୍ୱ ରହିଛି। ଆଗାମୀ ଦିନରେ ଗୁରୁ ଓ ମଙ୍ଗଳଙ୍କ ଯୁତି ଯୋଗୁ କର୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri