ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ…

କଞ୍ଚା ପନିର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ। ପନିରରେ ଓମେଗା-୩ ଏସିଡ୍‌ ରହିଥାଏ। ଏହା ରକ୍ତ ଶର୍କରାସ୍ତରକୁ ସନ୍ତୁଳିତ କରେ। ଏଥିରେ ପ୍ରଚୁର ପରିମାଣରେ କ୍ୟାଲସିୟମ ଓ ଫସ୍‌ଫରସ୍‌ ଥାଏ। ଏହା ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ସହିତ କୋଲେଷ୍ଟରଲ୍‌ସ୍ତରକୁ ନିୟନ୍ତ୍ରିତ କରିଥାଏ। ପ୍ରତିଦିନ କଞ୍ଚା ପନିର ଖାଇବା ଦ୍ୱାରା ବହୁ ରୋଗ ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। କଞ୍ଚା ପନିର ଡାଇବେଟିସରୁ ଦୂରେଇ ରଖେ। ପ୍ରତିଦିନ ଏହାକୁ ଖାଇଲେ ହାଡ଼ ମଜଭୁତ ହୁଏ। ଏହା ସହିତ ଆଣ୍ଠୁଗଣ୍ଠି ସମସ୍ୟାରୁ ମଧ୍ୟ ମୁକ୍ତି ମିଳେ। ଦିନସାରା କାମ ପରେ କିଛି କଞ୍ଚା ପନିର ଖାଇଲେ ଥକ୍କାପଣ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଯୋଧ୍ୟା ଉତ୍ସବ ମୁଖର

ଅଯୋଧ୍ୟା,୫ା୮: ୨୦୧୯ ନଭେମ୍ବର ୯। ଏହା ହେଉଛି ସେହି ତାରିଖ, ଯେଉଁ ଦିନ ଦୀର୍ଘ ୧୩୪ ବର୍ଷ ଧରି ଚାଲିଥିବା ଆଇନଗତ ଲଢ଼େଇ ଓ ପ୍ରତୀକ୍ଷାର...

ତିବ୍ବତ ଏୟାରବେସ୍‌ରେ ଡ୍ରୋନ୍‌, ଯୁଦ୍ଧବିମାନ ମହଜୁଦ

ନୂଆଦିଲ୍ଲୀ,୨୦ା୧୨:ଚାଇନାର ପ୍ରାୟ ୩୦୦ ସୈନ୍ୟ ଗତ ୯ ତାରିଖରେ ଅରୁଣାଚଳ ପ୍ରଦେଶର ତାଓ୍ବଙ୍ଗ୍‌ରେ ପ୍ରବେଶ କରି ଉକ୍ତ ଅଞ୍ଚଳକୁ ନିଜର ବୋଲି ଦାବି କରିଥିଲେ। ଭାରତୀୟ...

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ଚାଲିଗଲା ୬ ଜୀବନ

ଚେନ୍ନାଇ,୨୨।୩: ତାମିଲନାଡୁର କାଞ୍ଚିପୁରମ ଜିଲାରେ ଥିବା ଏକ ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି...

ନ୍ୟାୟିକ ବ୍ୟବସ୍ଥା ଲୋକଙ୍କ ପାଖରେ ପହଞ୍ଚୁ: ପ୍ରଧାନ ବିଚାରପତି…

ନୂଆଦିଲ୍ଲୀ,୨୬।୧୧ : ଲୋକେ ନ୍ୟାୟିକ ବ୍ୟବସ୍ଥା ପାଖରେ ପହଞ୍ଚିବା ପରିବର୍ତ୍ତେ ନ୍ୟାୟିକ ବ୍ୟବସ୍ଥା ଲୋକଙ୍କ ପାଖରେ ପହଞ୍ଚିବା ଜରୁରୀ। ଏହାଦ୍ୱାରା ଆଇନ ବ୍ୟବସ୍ଥାକୁ ବ୍ୟାପକ କରାଯାଇ...

ହିସାବ ନ ମାଗି ହିସାବ ଦିଅ: ଶାହା

ନୂଆଦିଲ୍ଲୀ,୧୩।୨: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ କଂଗ୍ରେସ ଗତ ୧୭ ମାସ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ହିସାବ ମାଗି ଆସୁଛି।...

ଫଡ୍‌ନବିସଙ୍କ ଶକ୍ତି ପରୀକ୍ଷା: ମଙ୍ଗଳବାର ସୁପ୍ରିମ୍‌କୋର୍ଟଙ୍କ ରାୟ

ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାର ଅନ୍ତ ଘଟୁନି। କାହା ହାତରେ ଶାସନ ଡୋରି ଆସିିବ ସେ ନେଇ ନାନା କଳ୍ପନା ଜଳ୍ପନା ଜାରି...

ଲକ୍‌ଡାଉନ୍‌-୫: ପ୍ରତିଦିନ ୮ ହଜାରରୁ ଅଧିକ ରହୁଛି ନୂଆ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୩।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ଲକ୍‌ଡାଉନ୍‌-୫ ଜୁନ୍‌ ୧ଠାରୁ ଜାରି ହୋଇଛି। ଏଥିରେ ବହୁ କ୍ଷେତ୍ରରେ ସର୍ତ୍ତ ଭିତ୍ତିକ କୋହଳ...

ଦୁର୍ଗାପୂଜାରେ ନିର୍ବାଚନୀ ଶଙ୍ଖ ଫୁଙ୍କିଲେ ମୋଦି: ମିଶନ ପଶ୍ଚିମବଙ୍ଗ ଆରମ୍ଭ

ନୂଆଦିଲ୍ଲୀ, ୨୨।୧୦: ଦେଶରେ ଦ୍ରୁତ ଗତିରେ ମହିଳା ସଶକ୍ତି କରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ୨୨ କୋଟି ମହିଳାଙ୍କ ପାଇଁ ବ୍ୟାଙ୍କରେ ସଞ୍ଚୟ ଖାତା...

Advertisement
Archives

Model This Week