ଡାଇବେଟିସ୍‌ ଆଶଙ୍କା ଦୂର କରେ ଏହି ତେଲ…

ରାଶିତେଲ ଶରୀର ଲାଗି ଅମୃତ ତୁଲ୍ୟ ସାବ୍ୟସ୍ତ ହୋଇଥାଏ। ଏହା ବହୁ ରୋଗରୁ ଦୂରେଇ ରଖିବାରେ ସହାୟକ ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି । ରାଶିତେଲରେ ରୋଗ ପ୍ରତିରୋଧକ ଶକ୍ତି ଓ ଭିଟାମିନ୍‌ ପ୍ରଚୁର ମାତ୍ରାରେ ଅଛି। ରାଶି ତେଲରେ ସୋଡ଼ିୟମ୍‌ର ପରିମାଣ ଅଧିକ ଥିବାରୁ ଏହା ଉଚ୍ଚ ରକ୍ତଚାପ ହ୍ରାସ କରିବାରେ ସହାୟକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଆଣ୍ଟିଅକ୍ସିଡାଣ୍ଟ ରହିଛି। ଏହା ଏଜିଂ ସମସ୍ୟାକୁ ଦୂର କରେ। ରାଶି ତେଲ ରକ୍ତ ଶର୍କରାସ୍ତରକୁ ନିୟନ୍ତ୍ରିତ କରିିଥାଏ। ଫଳରେ ଡାଇବେଟିସ୍‌ ହେବାର ଆଶଙ୍କା ଦୂର ହୋଇଥାଏ। ରାଶିତେଲକୁ ଆଘ୍ରାଣ କଲେ ଥଣ୍ଡା ମଧ୍ୟ ଦୂରେଇ ଯାଏ। ରାଶି ତେଲରେ ପ୍ରଚୁର ପରିମାଣରେ ଭିଟାମିନ୍‌ ଇ’ ଓ ବି’ ଥିବାରୁ ଏହା ତ୍ୱଚା ପାଇଁ ବେଶ୍‌ ଉପଯୋଗୀ। ଏହା ତ୍ୱଚାକୁ ଉଜ୍ଜ୍ୱଳ ରଖିବାରେ ସହାୟକ ହୁଏ। ପ୍ରତିଦିନ ଖାଦ୍ୟରେ ରାଶି ତେଲ ସାମିଲ କଲେ ମାନସିକ ଚାପ କମ୍‌ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମା’ କର୍ମଜୀବୀ ହୋଇଥିଲେ…

ପ୍ରକୃତି ମା’ ସ୍ତନରେ ଖଞ୍ଜିଦେଇଛି ଏକ ଅମୃତର ଉତ୍ସ। ଯାହାକି ଜନ୍ମ ହେବାପରେ ଶିଶୁ ବଞ୍ଚତ୍ବା ଲାଗି ସମସ୍ତ ଆବଶ୍ୟକ ଉପାଦାନ ସହ ଶିଶୁର ଶାରୀରିକ...

ଆଖି କ୍ୟାନ୍‌ସର ପାଇଁ ଇଞ୍ଜେକ୍‌ଶନ

ଦିନକୁ ଦିନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ନୂଆ ନୂଆ ଚିକିତ୍ସା ପ୍ରଣାଳୀ ଉଦ୍ଭାବନ ହେଉଛି। ତଥାପି କେତେକ ରୋଗ ଆଜି ମଧ୍ୟ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା...

ଭାବ ଭକ୍ତିରେ ଛନ୍ଦା ଶୈବପୀଠ: ଯେଉଁଠାକୁ ବୁଲିଯାଇ ଲଭି ପାରିବେ ପ୍ରଭୁଙ୍କ ଅପାର କରୁଣା…

ଦେବ ଦେବ ମହାଦେବଙ୍କର ମହିମା ଅପାର। ପୂରାଣ ଶାସ୍ତ୍ର ଅନୁଯାୟୀ, ନିଷ୍ଠାର ସହ ପ୍ରଭୁଙ୍କୁ ସ୍ମରଣ କଲେ ଭକ୍ତଙ୍କର ସବୁ ଇଚ୍ଛା ପୂରଣ ହୋଇଥାଏ। ଏପରିକି...

ନିଆଁରେ ଶରୀରର କୌଣସି ଅଂଶ ପୋଡିଗଲେ, ଆପଣାନ୍ତୁ ….

ନିଆଁରେ ଶରୀରର କୌଣସି ଅଂଶ ପୋଡ଼ିଗଲେ, ସେହି ସ୍ଥାନ ପ୍ରବଳ ମାତ୍ରାରେ ପୋଡିଥାଏ। ତୁରନ୍ତ ସେହି ସ୍ଥାନରେ  ପାଣି କିମ୍ବା କିମ୍ବା ବରଫ ଲଗାଇଥାଉ। ହେଲେ...

ସୁଯୋଗ ପାଇବା ମାତ୍ରେ କ୍ଷତି କରନ୍ତି ଏପରି ବନ୍ଧୁ : ଜାଣନ୍ତୁ ଏମିତି କାହିଁକି କହିଲେ ଚାଣକ୍ୟ

ମନୁଷ୍ୟ ଜୀବନରେ, ବନ୍ଧୁଙ୍କୁ ନିକଟତର ବିବେଚନା କରାଯାଏ। ଯଦି ସେହି ବନ୍ଧୁ ତୁମର କ୍ଷତି କରିବାକୁ ଇଚ୍ଛା କରନ୍ତି, ତେବେ ସେ ଶତ୍ରୁ ଅପେକ୍ଷା ଅଧିକ...

ଲେମ୍ବୁ ଚଟଣୀ

ଆବଶ୍ୟକ ସାମଗ୍ରୀ ଲେମ୍ବୁ ୪ଟି, ଜୀରା ଏକ ଚାମଚ, ହେଙ୍ଗୁ ସାମାନ୍ୟ, କଳା ଲୁଣ ଅଧା ଚାମଚ, ଲାଲ ଲଙ୍କା ଅଧା ଚାମଚ, ଲୁଣ ଏବଂ...

ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା...

ନବଜାତ ଶିଶୁଙ୍କୁ ଶୁଆଉଛନ୍ତି କି ମା’ବାପାଙ୍କ ମଝିରେ,ଜାଣନ୍ତୁ କ’ଣ ହୋଇଥାଏ ସମସ୍ୟା

ନବଜାତ ଶିଶୁଙ୍କୁ କେହି କେବେ ଏକୁଟିଆ ଛାଡି ନଥା’ନ୍ତି। ମା’ ମାନଙ୍କ ନଜର ସେମାନଙ୍କ ଉପରେ ସବୁ ସମୟରେ ରହିଥାଏ। ତେବେ ରାତିରେ ମଧ୍ୟ ମା’...

Advertisement
Archives

Model This Week