ଡାଇବେଟିସ୍‌ ଉପଚାର ଏବେ ହାତ ପାଆନ୍ତାରେ…

ପ୍ରତିଦିନ ସକାଳେ ଅଧା କପ୍‌ ବିଟ୍‌ ରସ ପିଇଲେ ଅନେକ ଉପକାର ମିଳିଥାଏ। ବିଟ୍‌ ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ। ଏହା ରକ୍ତ ସଞ୍ଚାଳନ ସ୍ବାଭାବିକ କରିଥାଏ। ଏହାଦ୍ୱାରା ଉଚ୍ଚରକ୍ତ ଚାପ ଓ ଡାଇବେଟିସ୍‌ ସମସ୍ୟାରୁ ମୁକ୍ତି ମିଳେ। ଏଥିରେ ଥିବା ଭିଟାମିନ୍‌ ସି, ଭିଟାମିନ୍‌-ବି-୬ କର୍କଟ ରୋଗ ଆଶଙ୍କା କମ୍‌ କରିଥାଏ। ବିଟ୍‌ ରସରେ ପ୍ରଚୁର ମାତ୍ରାରେ ପୋଟାସିୟମ୍‌, ଫସଫରସ୍‌ ଆଦି ରହିଥାଏ। ଏହା ସ୍ମୃତିଶକ୍ତି ବଢ଼ାଇବା ସହିତ ରୋଗପ୍ରତିଷେଧକ ଶକ୍ତି ବୃଦ୍ଧି କରେ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଆରମ୍ଭ ହେଲା ଗୋଲ୍ଡେନ ଟାଇମ୍‌, ୬୪ ଦିନ ଯାଏ ସଫଳତା ସହ ଅପାର ଧନଲାଭ!

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଅତ୍ୟନ୍ତ ଶୁଭ ଗ୍ରହ ଭାବେ ବିବେଚନା କରାଯାଏ। ଶୁକ୍ର ଭୌତିକ ସୁଖ, ବିଳାସିତା, ପ୍ରେମ, ସୌନ୍ଦର୍ଯ୍ୟ ଓ ଆକର୍ଷଣର କାରକ ଗ୍ରହ। କୁହାଯାଏ,…

ରୁଟିରେ ଘିଅ ଲଗାଇ ଖାଇଲେ ଭଲ ହୁଏ ଏହି ରୋଗ! ଜାଣନ୍ତୁ ଏହାର ୫ଟି ବଡ଼ ଫାଇଦା

ଭାରତୀୟ ଘରେ ଶତାବ୍ଦୀ ଧରି ରୁଟିରେ ଘିଅ ଲଗାଇ ଖାଇବାର ପରମ୍ପରା ରହିଆସିଛି। ଦାଦୀ-ନାନୀମାନେ ମଧ୍ୟ ରୁଟିରେ ଘିଅ ଲଗାଇ ଖାଇଲେ ଶରୀର ମଜବୁତ ରହିବା ସହ…

ଶନି-ମଙ୍ଗଳଙ୍କ ଦୁର୍ଲଭ ସଂଯୋଗ, ୪ ରାଶିଙ୍କୁ ମିଳିବ ବଡ଼ ସଫଳତା, ଯାଚିକି ଟଙ୍କା ଦେବେ…

ବର୍ତ୍ତମାନ, ମଙ୍ଗଳ ମିଥୁନ ରାଶିରେ ଏବଂ ଶନି ମୀନ ରାଶିରେ ଅଛନ୍ତି । ଦୁଇଟି ଗ୍ରହ ପରସ୍ପର ସହ ଏକ ୯୦-ଡିଗ୍ରୀ କୋଣ ଗଠନ କରିଥାନ୍ତି ।…

ଆଜି ନା କାଲି? କେବେ ପାଳନ କରାଯିବ କୃଷ୍ଣ ଜନ୍ମାଷ୍ଟମୀ, ଜାଣନ୍ତୁ ତାରିଖକୁ ନେଇ ଥିବା ଦ୍ୱନ୍ଦ୍ୱ…

କୃଷ୍ଣ ଜନ୍ମାଷ୍ଟମୀ ବା ଜନ୍ମବାର୍ଷିକୀ ପାଇଁ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି । ଏହାର ଅର୍ଥ ହେଉଛି ଜନ୍ମାଷ୍ଟମୀ ଶୁକ୍ରବାର ଅର୍ଥାତ୍ ସେପ୍ଟେମ୍ବର ୪…

ଆଜି ସକାଳୁ ବୃଷ ରାଶିରେ ପ୍ରବେଶ କଲେ ଚନ୍ଦ୍ର: ମେଷ ସମେତ ୪ ରାଶିଙ୍କ ଜୀବନରେ ଆସିବ ବଡ଼ ଖବର, ପଢନ୍ତୁ କ’ଣ ଘଟିବ…

ଜ୍ୟୋତିଷ ଶାସ୍ତ୍ରରେ ଚନ୍ଦ୍ରଦେବଙ୍କୁ ମନ, ମାତା ଓ ଅର୍ଥର କାରକ ଭାବେ ବିବେଚନା କରାଯାଏ। ୩ ସେପ୍ଟେମ୍ବର ୨୦୨୬ରେ ଚନ୍ଦ୍ରମା ମେଷ ରାଶିରୁ ବାହାରି ନିଜର ଉଚ୍ଚ…

ରାଶି ପରିବର୍ତ୍ତନ କଲେ ଶୁକ୍ର; ବଢିବ ଆର୍ଥିକ ସଙ୍କଟ, ଅଯଥାରେ ଫଶିଯିବେ ଏହି ୩ ରାଶି…

ବୈଦିକ ଜ୍ୟୋତିଷରେ, ଶୁକ୍ରଙ୍କୁ ଆରାମ, ଧନ, ସମୃଦ୍ଧି, ପ୍ରେମ ଏବଂ ଭୌତିକ ସୁଖ ପାଇଁ ଦାୟୀ ଗ୍ରହ ଭାବରେ ବିବେଚନା କରାଯାଏ । ଯେତେବେଳେ ଶୁକ୍ର ତାଙ୍କ…

ଏହି ବର୍ଷ ଦ୍ୱାପର ଯୁଗ ଭଳି ଦୁର୍ଲଭ ସଂଯୋଗ! ଜନ୍ମାଷ୍ଟମୀଠାରୁ ଏହି ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ, ଦୂର ହେବ ସବୁ ସମସ୍ୟା

ଧାର୍ମିକ ଦୃଷ୍ଟିକୋଣରୁ ଏହି ଦିନର ବିଶେଷ ମହତ୍ତ୍ୱ ଥିବାବେଳେ, ଜ୍ୟୋତିଷ ଦୃଷ୍ଟିରୁ ମଧ୍ୟ ଏଥର ଜନ୍ମାଷ୍ଟମୀକୁ ବେଶ ଖାସ ବୋଲି କୁହାଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ଜନ୍ମାଷ୍ଟମୀର…

ସେପ୍ଟେମ୍ୱର ୩ର ଗ୍ରହ ଯୋଗରେ ୫ ରାଶିଙ୍କ ୩ଗୁଣା ବଢିବ ଇନକମ୍‌, ଅଟକି ରହିଥିବା କାମ ଆଗେଇବ…

୩ ସେପ୍ଟେମ୍ୱର ୨୦୨୬ ରେ ଭାଦ୍ରବ ମାସ କୃଷ୍ଣପକ୍ଷ ଷଷ୍ଠୀ ତିଥି ଏବଂ ଗୁରୁବାର। ଏହି ଦିନଟି ଦେବଗୁରୁ ବୃହସ୍ପତିଙ୍କୁ ସମର୍ପିତ, ଯିଏ ଜ୍ଞାନ, ଧନ, ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri