ଡାଇବେଟିସ୍‌ ସମ୍ଭାବନା ଦୂର କରେ…

ଆଜିକାଲି ଅଧିକାଂଶ ଲୋକ ଡାଇବେଟିସ୍‌ ରୋଗର ଶିକାର ହେଉଛନ୍ତି। ଏହା ଭାରି ମାରାତ୍ମକ। ଡାଇବେଟିସ୍‌ ରୋଗୀଙ୍କୁ ହୃଦ୍‌ଘାତ ଆଶଙ୍କା ରହିଥାଏ। ତେଣୁ ଏଥିପ୍ରତି ମୂଳରୁ ସଚେତନ ନ ହେଲେ କେଉଁ ମୁହୂର୍ତ୍ତରେ ଜୀବନ ଚାଲିଯିବାର ମଧ୍ୟ ସମ୍ଭାବନା ଥାଏ। ଆମେରିକାର ଗବେଷକମାନେ ଏକ ଗବେଷଣା କରି କହିଛନ୍ତି, କିଛି ଫଳ ଅଛି, ଯାହାକୁ ଖାଇଲେ ଡାଇବେଟିସ୍‌ ଦୂର ହୋଇଥାଏ। ଜାଣନ୍ତୁ ଏ ସମ୍ପର୍କରେ…

ସେଓ :


ସେଓରେ ଏକ ସ୍ବତନ୍ତ୍ର ଧରଣର ଆଣ୍ଟିଅକ୍ସିଡାଣ୍ଟ ରହିଛି। ଯାହାକୁ ଏନ୍ଥୋସାୟାନିନ୍‌ କୁହାଯାଇଥାଏ। ଏହା ଶରୀରରେ ଥିବା ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିଥାଏ। ଫଳରେ ଡାଇବେଟିସ୍‌ ଆଶଙ୍କା କମ୍‌ ରହିଥାଏ।
ପିଜୁଳି :


ପିଜୁଳିରେ ପୋଟାସିୟମ ଭରପୂର ମାତ୍ରାରେ ରହିଛି। ଯାହା ମଧୁମେହ ରୋଗୀଙ୍କ ପାଇଁ ଉପଯୁକ୍ତ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କୁହନ୍ତି। ଏତଦ୍‌ବ୍ୟତୀତ ପିଜୁଳିରେ ଫାଇବର, ଲୋଗ୍ଲାଇକେମିକ ଏବଂ ଭିଟାମିନ ସି’ ରହିଛି। ଡାଇବେଟିସ୍‌ ରୋଗୀ ପ୍ରତିଦିନ ଗୋଟିଏ ଲେଖାଏ ପିଜୁଳି ଖାଇଲେ ବହୁ ଲାଭଦାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଥା କହିବାକୁ ଲାଗେ ଡର; ଜାଣନ୍ତୁ ଏହାର ରହସ୍ୟ…

ନୂଆଦିଲ୍ଲୀ: କେତେକ ଲୋକଙ୍କଠାରେ ଏକ ପ୍ରକାର ସମସ୍ୟା ରହିଥାଏ। ସେମାନେ ସମବେତ ଲୋକଙ୍କ ସମ୍ମୁଖରେ କଥା କହିବାକୁ ଭୟ କରନ୍ତି। କିଛି ଲୋକ ନିଜର ପ୍ରଦର୍ଶନ...

ଶରୀର ସହିତ ତ୍ୱଚା ପାଇଁ ମଧ୍ୟ ବରଦାନ ସଦୃଶ ହୋଇଥାଏ ଗ୍ରୀନ ଟି

ଗ୍ରୀନ ଟି ସ୍ବାସ୍ଥ୍ୟପକ୍ଷେ ଅଧିକ ଲାଭଦାୟକ । ଏହା ଶରୀର ସହିତ ତ୍ୱଚା ପାଇଁ ମଧ୍ୟ ବରଦାନ ସଦୃଶ ହୋଇଥାଏ। ତ୍ୱଚା ସମସ୍ୟ ଯାଥା କଳା...

ରସାବଳି

ଆବଶ୍ୟକ ସାମଗ୍ରୀ- ଏକ କପ୍‌ ପନିର, ଚିନି ପାଉଡର- ୧ କପ୍‌, ସୁଜି- ୨ ଚାମଚ, ବେକିଂ ସୋଡା- ଅଳ୍ପ ପରିମାଣରେ, ଅଳେଇଚ ପାଉଡର- ୧...

ରୋଗ ଚିହ୍ନଟ କରିବ ମହୁମାଛି

ମହୁମାଛି ମଧ୍ୟ ରୋଗ ଚିହ୍ନଟ କରିପାରିବ। ଏପରି କଥା କାହାକୁ ହୁଏତ ଆଶ୍ଚର୍ଯ୍ୟ ଲାଗୁଥାଇପାରେ। ହେଲେ ଏହାପଛରେ ସତ୍ୟତା ରହିଛି ବୋଲି ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି...

ସନ୍ତୁଳିତ ରହିବ କ୍ୟାଲୋରି

ଆମ ଶରୀରରେ କ୍ୟାଲୋରି ସନ୍ତୁଳିତ ରହିବା ନିହାତି ଜରୁରୀ। ଏଥିରେ ଅସନ୍ତୁଳିତ ପରିଲକ୍ଷିତ ହେଲେ ତାହା କେତେକ ରୋଗକୁ ପରୋକ୍ଷରେ ଡାକି ଆଣିଥାଏ। ତେବେ କ୍ୟାଲୋରି...

ଖଳ ପ୍ରକୃତିର ବ୍ୟକ୍ତିଙ୍କୁ ନେଇ ଏପରି କହିଛନ୍ତି ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ମନୁଷ୍ୟ ପ୍ରକୃତି ବିଷୟରେ ଅନେକ କଥା କହିଛନ୍ତି। ଏହାକୁ ପ୍ରତ୍ୟେକ ବ୍ୟକ୍ତି ଅନୁସରଣ କଲେ କଠିନରୁ କଠିନ ପରିସ୍ଥିତି...

ଆଜି ନିର୍ଜଳା ଏକାଦଶୀ: ବ୍ରତଧାରୀଙ୍କୁ ମିଳିଥାଏ ଅନେକ ଫଳ; ଜାଣନ୍ତୁ ମହତ୍ତ୍ୱ

ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଏକାଦଶୀ ତିଥିକୁ ‘ନିର୍ଜଳା ଏକାଦଶୀ’ କୁହାଯାଏ। ବର୍ଷକୁ ପଡ଼ିଥିବା ୨୪ ଏକାଦଶୀଠାରୁ ନିର୍ଜଳା ଏକାଦଶୀ ସବୁଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ଏହି...

ଏହି ସବୁ ରୋଗରୁ ମୁକ୍ତିଦିଏ କାଜୁ

କାଜୁ ଖାଇବା ଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ୍‌ ଓ ପ୍ରୋଟିନ୍‌ର ମାତ୍ରା ଅଧିକ ରହିଥାଏ। ଶୀତଦିନେ ଏହାକୁ...

Coronavirus Update

Archives

Model This Week

Why Dharitri