ଡାଇବେଟିସ ନିୟନ୍ତ୍ରଣ କରେ ମେଥି

ଆୟୁର୍ବେଦିକ ବିଶେଷଜ୍ଞଙ୍କ ଅନୁସାରେ, ଡାଇବେଟିସ ନିୟନ୍ତ୍ରଣ କରିବା ପାଇଁ ମେଥି ସବୁଠୁ ଭଲ। ଏଥିପାଇଁ ଗଜା ମେଥି ମଧ୍ୟ ବ୍ୟବହାର କରିପାରିବେ। ରାତିରେ କିଛି ମେଥିକୁ ପାଣିରେ ଭିଜାଇ ସକାଳୁ ଖାଲି ପେଟରେ ଏହାର ପାଣି ପିଇଲେ ଡାଇବେଟିସ ରୋଗୀଙ୍କ ପାଇଁ ମହୌଷଧି ଭାବେ କାମ କରିଥାଏ। ନିୟମିତ ଭାବରେ ଏପରି କଲେ ଡାଇବେଟିସ ଆଶଙ୍କା କମ୍‌ ରହିଥାଏ। ଏହା ରକ୍ତ ଶର୍କରା ନିୟନ୍ତ୍ରଣ କରିବାରେ ସହାୟକ ହେବା ସହିତ ଇନ୍‌ସୁଲିନ୍‌ର ମାତ୍ରା ବଢ଼ାଇଥାଏ। ଏକ ଅଧ୍ୟୟନରୁ ଜଣାପଡ଼ିଛି, ରକ୍ତ ଶର୍କରା କମ୍‌ କରିବା ପାଇଁ ମେଥିକୁ ଦୈନନ୍ଦିନ ଖାଦ୍ୟରେ ସାମିଲ କଲେ ସୁଫଳ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଚିକେନ୍‌ ପଟିଆଲା

ଖାଦ୍ୟ ପାଇଁ ରାଜ୍ୟ ତଥା ବାହାରେ ବେଶ୍‌ ପରିଚିତ ରେଶମ ସହର ବ୍ରହ୍ମପୁର। ଗ୍ରାହକଙ୍କ ଚାହିଦା ମୁତାବକ ଖାଦ୍ୟ ପ୍ରସ୍ତୁତି ପାଇଁ ସହରରେ ଖୋଲିଛି ଅନେକ...

ମୁଣ୍ଡବିନ୍ଧାର କାରଣ, ନିରାକରଣ ସମ୍ପର୍କରେ ଜାଣନ୍ତୁ…

ଆଜିକାଲି ମୁଣ୍ଡବିନ୍ଧା ମୁଖ୍ୟ ସମସ୍ୟା ପାଲଟିଛି। ଏପରିକି ଅଧିକାଂଶ ଲୋକଙ୍କର ସପ୍ତାହକୁ ୨-୩ ଥର ମୁଣ୍ଡବିନ୍ଧା ହୋଇଥାଏ। ଏହାର ଅନେକ କାରଣ ମଧ୍ୟ ରହିଛି। ମାନସିକ...

ରାତିରେ ସେଓ ଖାଇଲେ କ’ଣ ହୁଏ …

ସେଓ ଖାଇବା ସ୍ବାସ୍ଥ୍ୟ ପାଇଁ ହିତକର। ତେବେ ଏହାକୁ ଦିନର କେତେକ ନିର୍ଦ୍ଦିଷ୍ଟ ସମୟରେ ଖାଇବା ଆବଶ୍ୟକ।  ଦିନରେ ଖାଦ୍ୟ ଖାଇ ସାରିବାର ଅଧଘଣ୍ଟା କିମ୍ବା...

ଏହି କାରଣରୁ ପାଖରେ ରୁହନ୍ତି ନାହିଁ ଲକ୍ଷ୍ମୀ

ଲକ୍ଷ୍ମୀ ଓ ଧନ ବିଷୟରେ ନୀତିଗ୍ରନ୍ଥର ତୃତୀୟ ଅଧ୍ୟାୟର ଏକବିଂଶ ପଦରେ ଚାଣକ୍ୟ ଅନେକ କଥା କହିଛନ୍ତି। ସେ କହିଛନ୍ତି, ମୁର୍ଖମାନଙ୍କୁ ସମ୍ମାନ କରୁଥିବା ଲୋକଙ୍କ...

ଓଜନ କମ୍‌ କରିବାକୁ ଚାହୁଁଥିଲେ ଡାଏଟ୍‌ରେ ସାମିଲ କରନ୍ତୁ ଘିଅ

ଦେଶୀ ଘିଅ ନିୟମିତ ଭାବେ ଖାଇଲେ ଶରୀର ପାଇଁ ଉପକାରୀ ହୋଇଥାଏ। ଆର୍ୟୁବେଦ ଅନୁଯାୟୀ, ଗାଈ ଘିଅ ଖାଇଲେ ମୋଟାପଣ ଦୂର ହେବା ସହ ଏହା...

ମହିଳାଙ୍କ ପାଇଁ ଲାଭଦାୟକ ଅଖ୍‌ରୋଟ

ସ୍ବାସ୍ଥ୍ୟ ପାଇଁ ଲାଭଦାୟକ କୁହାଯାଉଥିବା ଅଖ୍‌ରୋଟ ସ୍ତନ କର୍କଟ ବୃଦ୍ଧିକୁ ରୋକିବାରେ ଏବଂ ସେଥିରୁ ରକ୍ଷା ପାଇବାରେ ବିଶେଷ ସାହାଯ୍ୟ କରିଥାଏ। ‘ନ୍ୟୁଟ୍ରିସନ୍‌ ରିସର୍ଚ୍ଚ’ ପତ୍ରିକାରେ...

ପ୍ରସୂତିଙ୍କ ପାଇଁ ଉପଯୋଗୀ ଏହି ଡାଲି…

ପ୍ରସବ ପରେ ପ୍ରସୂତିଙ୍କୁ ଖାଦ୍ୟପେୟ ପ୍ରତି ଧ୍ୟାନ ଦେବାକୁ ପଡ଼ିଥାଏ। କାରଣ ଖାଦ୍ୟପେୟରେ ଅନିୟମିତତାର ପ୍ରଭାବ ନବଜାତ ଶିଶୁ ଉପରେ ହିଁ ପଡ଼ିଥାଏ। ପ୍ରସବ ପରେ...

ଶୀତଦିନେ ଦହି ଖାଉଥିଲେ…

ଦହି ସ୍ବାସ୍ଥ୍ୟପ୍ରତି ହିତକର ବୋଲି ଜାଣିଛେ। ମାତ୍ର ଶୀତଦିନେ ଦହି ଖାଇଲେ ସ୍ବାସ୍ଥ୍ୟ ପ୍ରତି କ୍ଷତିକାରକ ହୋଇଥାଏ। ଆୟୁର୍ବେଦ ବିଶେଷଜ୍ଞଙ୍କ ମତରେ , ଦହି ଖାଇବା...

Coronavirus Update


Archives

Model This Week

Why Dharitri