ଡାକବାଜି ଯନ୍ତ୍ରରେ ସଚେତନ କଲେ ଆଇଆଇସି

ମାଧପୁର, ୮ା୪- କରୋନା ସଂକ୍ରମଣ ରୋକିବାକୁ ଲୋକେ ଲକଡାଉନ କଟକଣାକୁ ସମ୍ପୂର୍ଣ୍ଣ ଭାବେ ମାନିବାକୁ ଅନୁଗୋଳ ଜିଲା ମାଧପୁର ବଜାରରେ ପୋଲିସ ପକ୍ଷରୁ ସଚେତନ କରାଯାଉଛି। ଆଠମଲ୍ଲିକ ଥାନା ଆଇଆଇସି ପ୍ରିୟବ୍ରତ ଦାସ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରି ଲୋକଙ୍କୁ ନିୟମ ଉଲ୍ଲଘଂନ ନ କରିବାକୁ ପରାମର୍ଶ ଦେଉଛନ୍ତି । କୌଣସି ବାହାନା କରି ଘରୁ ବାହାରିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ ପକ୍ଷରୁ ଚେତାବନୀ ଦିଆଯାଇଛି। ସେହିପରି ଯଥେଷ୍ଟ ପ୍ରମାଣ ଦେଖାଇଲେ ଡାକ୍ତରଖାନା ଯିବାକୁ ଲୋକଙ୍କୁ ଛଡାଯାଉଛି। ଅନ୍ୟପକ୍ଷରେ ଜିଲାପାଳଙ୍କ ନିଷ୍ପତ୍ତି କ୍ରମେ ସକାଳ ୬ଟାରୁ ଅପରାହ୍ନ ୧ ଟା ପର୍ଯ୍ୟନ୍ତ ତେଜରାତି, କ୍ଷୀର, ପରିବା ଏବଂ ମାଛ ମାଂସ ଦୋକାନ ଖୋଲା ରହିବ ବୋଲି ପୋଲିସ ତରଫରୁ ସୂଚନା ଦିଆଯାଇଛି। ସାପ୍ତାହିକ ହାଟକୁ ମଧ୍ୟ ବନ୍ଦ କରିଦିଆଯାଇଛି। ତେବେ ଔଷଧ ଦୋକାନ ଦିନତମାମ ଖୋଲା ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri