Posted inଜାତୀୟ

ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ନିଖୋଜ ବିଧାୟକ

ମୁମ୍ବାଇ, ୧୮।୭: କର୍ନାଟକରେ ଏଚ୍‌ଡି କୁମାରସ୍ବାମୀ ସରକାର ଗୁରୁବାର ବିଧାନସଭାରେ ଫ୍ଲୋର୍‌ ଟେଷ୍ଟ ଦେଇଛନ୍ତି। ଏପଟେ କଂଗ୍ରେସ-ଜେଡି(ଏସ) ମେଣ୍ଟର କିଛି ବିଧାୟକ ଗୃହରେ ଅନୁପସ୍ଥିତ ଥିଲାବେଳେ ସେପଟେ ନିଖୋଜ ଥିବା କଂଗ୍ରେସ ବିଧାୟକ ଶ୍ରୀମନ୍ତ ପାଟିଲ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ବୁଧବାର କଂଗ୍ରେସ ଏବଂ ଜେଡି(ଏସ) ପକ୍ଷରୁ ଡକାଯାଇଥିବା ବୈଠକରେ ଶ୍ରୀମନ୍ତ ଅନୁପସ୍ଥିତ ଥିଲେ। କଂଗ୍ରେସ ପକ୍ଷରୁ ବିଧାୟକ ଶ୍ରୀମନ୍ତ ପାଟିଲ ନିଖୋଜ ଥିବାନେଇ ଥାନାରେ ଏତଲା ଦେଇଥିଲେ। ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଗୁରୁବାର ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁଠି ଲୋକେ ମ।ତା ସୀତାଙ୍କୁ ରାବଣର ଝିଅ ମାନନ୍ତି

କେଲଂ :ଭାରତରେ ଧର୍ମଶାସ୍ତ୍ରରେ ଯାହା ମାନ୍ୟତା ରହିଛି ତା’ର ବ୍ୟତିକ୍ରମ ପରିଲକ୍ଷିତ ହୁଏ ବିଭିନ୍ନ ସ୍ଥାନରେ। ରାମାୟଣକୁ ନେଇ ଏମିତି ଏକ ଭିନ୍ନ ମାନ୍ୟତା ରହିଛି...

ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟ ହେବ ବୁଲେଟ୍‌ ପ୍ରୁଫ୍‌

ନୂଆଦିଲ୍ଲୀ,୧୫।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟକୁ ବୁଲେଟ୍‌ ପ୍ରୁଫ୍‌ କରାଯିବା ପାଇଁ ଯୋଜନା ହୋଇଛି। ଏହା ସହିତ କାର୍ଯ୍ୟାଳୟର ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିିସିଟିଭି କ୍ୟାମେରା...

ସୋନିଆଙ୍କ ପୋଷ୍ଟର ଭାଇରାଲ: ଲକ୍ଷ୍ମୀବାଇଙ୍କ ସହ ତୁଳନା କଲେ ସମର୍ଥକ

ନୂଆଦିଲ୍ଲୀ,୧୮।୬: କଂଗ୍ରେସ ଦଳ ନିଜ ରାଜନୈତିକ ଇତିହାସରେ ଲଗାତାର ଭାବେ ୨ଥର ଶୋଚନୀୟ ପରାଜୟର ସାମ୍‌ନା କରିଛି। ୨୦୧୪ ନିର୍ବାଚନରେ ୪୪ଆସନରେ ପଛରେ ରହିଥିବା ବେଳେ...

ନିଟ୍‌ ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଜୀବନ ହାରିଲେ ୩ ଛାତ୍ରୀ

ନୂଆଦିଲ୍ଲୀ,୭।୬: ନିଟ୍‌ (NEET) ପରୀକ୍ଷାରେ ଅକୃତ କାର୍ଯ୍ୟ ହେବାରୁ ଏବେସୁଦ୍ଧା ୩ ଜଣ ଛାତ୍ରୀ ଜୀବନ ହାରିଥିବା ସୂଚନା ମିଳିଛି। ଗୁରୁବାର ତାମିଲନାଡୁର ଭିଲୁପୁରମରେ ୧୮...

ଲୋକ ସଭା ନିର୍ବାଚନ:ମଇଦାନରେ ୧୬୩ ନିରକ୍ଷର

ନୂଆଦିଲ୍ଲୀ,୧୭।୫(ଆଇଏଏନ୍‌ଏସ୍‌):୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରୁ ମାତ୍ର ୪୮% ସ୍ନାତକ ହୋଇଥିବାବେଳେ ୧୬୩ ଜଣ ନିରକ୍ଷର। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ...

୫୮୮ ପ୍ରବାସୀଙ୍କୁ ନେଇ ଭାରତରେ ପହଞ୍ଚିଲା ଆଇଏନ୍‌ଏସ୍‌ ଜଲାଶ୍ୱ

କୋଚି,୧୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ...

ଅରୁଣ ଜେଟଲୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ନୀତୀଶ

ପାଟନା,୨୮।୧୨: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କର ଏକ ପ୍ରତିମୂର୍ତ୍ତିକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶନିବାର ପାଟନାଠାରେ ଉନ୍ମୋଚନ କରିଛନ୍ତି। ଜେଟଲୀଙ୍କ ଜନ୍ମଦିନ ଅବସରରେ ଏହି...

କରୋନା ସଂକ୍ରମଣ ମୁକାବିଲା: କଏଦୀଙ୍କୁ ମିଳିବ ୬ ସପ୍ତାହ ପାରୋଲ

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣର ମୁକାବିଲା ପାଇଁ ଭାରତ ସରକାରଙ୍କ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ମର୍ମରେ ଜେଲ୍‌ରେ ଥିବା କଏଦୀଙ୍କ ମଧ୍ୟରେ...

Coronavirus Update


Archives

Model This Week

Why Dharitri