ଡାକ୍ତରଖାନା ପରିସରରୁ ସଶସ୍ତ୍ର ଡକାୟତି

କେନ୍ଦୁଝର ,୯।୧୧( ସ୍ବ.ପ୍ର.)- ସ୍ଥାନୀୟ ଟାଉନ ଥାନା ଅନ୍ତର୍ଗତ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଜଣେ ଷ୍ଟାଫ ନର୍ସଙ୍କ ଘରେ ଶୁକ୍ରବାର ସାରେ ସଶସ୍ତ୍ର ଡକାୟତି ଘଟଛି। ଡକାୟତ ଦଳ ଘରୁ ଟଙ୍କା ଓ ସୁନା ଅଳଙ୍କାର ଲୁଟ କରିଥିବା ନେଇ ଷ୍ଟାଫନର୍ସ ସୌମ୍ୟା ମିଶ୍ର ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଏନେଇ ଧରପଗଡ଼ ଆରମ୍ଭ କରିଛି। ୫ ଜଣ ଡ଼କାୟତ ସାରେ ଆସି ଷ୍ଟାଫନର୍ସଙ୍କ କବାଟ ବାଡେଇ ମାଓବାଦୀ ଓ ପୋଲିସ ସେମାନଙ୍କୁ ପିଛା କରୁଥିବା କହି ଆଶ୍ରୟ ମାଗିଥିଲେ। ପୋଲିସ ଯିବା ପରେ ପଳାଇଯିବେ ବୋଲି କହିଥିଲେ। ପରେ ସେମାନେ ବନ୍ଧୁକ ଓ ଭୁଜାଲି ଦେଖାଇ ଘରୁ ପ୍ରାୟ ଦେଢ ଲକ୍ଷ ଟଙ୍କା ଓ ୭ ଲକ୍ଷ ଟଙ୍କାର ଗହଣା ଲୁଟି ନେଇଥିବା ଷ୍ଟାଫନର୍ସ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri