Posted inରାଜ୍ୟ

ଡାକ୍ତରଖାନା ପାଇଖାନାରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଜଗତ୍‌ସିଂହପୁର ଅଫିସ, ୧୦।୬: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି ବିଭାଗ ନିକଟ ପାଇଖାନାରୁ ସୋମବାର ସକାଳେ ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ଜଣେ ରୋଗୀଙ୍କ ସମ୍ପର୍କୀୟ ଶୌଚ ହେବାକୁ ଯାଇଥିବା ବେଳେ ପାଇଖାନାରେ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ ସେ ଡାକ୍ତରଖାନାରେ ନିୟୋଜିତ ସୁରକ୍ଷାକର୍ମୀଙ୍କୁ ଖବର ଦେଇଥିଲେ। ପରେ ଶିଶୁର ମୃତଦେହକୁ ପାଇଖାନାରୁ ଉଦ୍ଧାର କରାଯାଇଛି। ମୃତ ଶିଶୁଟି ଜନ୍ମ ହେବା ପରେ ତାକୁ ନ ନେଇ କେହି ପାଇଖାନାରେ ପକାଇ ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବନ୍ଦ କରିବାକୁ ଇରାନ ବାରମ୍ବାର କରୁଛି ଫୋନ, ହେଲେ ରାଜି ହେଉନାହାଁନ୍ତି ଟ୍ରମ୍ପ! ଆମେରିକା ରାଷ୍ଟ୍ରପତି ଦାବି କରିଛନ୍ତି…

ଓ୍ବାଶିଂଟନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ପ୍ରବଳ ସାମରିକ କ୍ଷତି ସହିବା ପରେ, ଇରାନ ଏବେ ଆଲୋଚନା କରିବାକୁ ଚାହୁଁଛି। ସେ ଏହା ମଧ୍ୟ…

ଓଭର ବ୍ରିଜ୍‌ ତଳୁ ମିଳିଲା ଲାଇନ୍‌ମ୍ୟାନଙ୍କ ମୃତଦେହ, ସ୍କୁଟରରେ ବସିଥିବା ଅବସ୍ଥାରେ…

କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବିଦ୍ୟୁତ୍‌ ବିଭାଗ (ଟାଟା ପାଓ୍ବାର)ରେ କାର୍ଯ୍ୟ କରୁଥିବା ଲାଇନ୍‌ମ୍ୟାନ୍‌ଙ୍କ ମୃତଦେହ ଆଜି କେନ୍ଦୁଝର ଟାଉନ, ସାମଲ ଅଟୋ ଓଭର ବ୍ରିଜ୍‌ ନିକଟରୁ…

ହୃଦୟ ଜିତିଲେ ଜୟ ଶାହା, ଯୁଦ୍ଧ ଯୋଗୁ ଭାରତରେ ଫସି ରହିଥିବା ବିଦେଶୀ ଦଳକୁ…

ନୂଆଦିଲ୍ଲୀ,୬।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କେବଳ ଫାଇନାଲ ମ୍ୟାଚ ବାକି ଅଛି, ନ୍ୟୁଜିଲାଣ୍ଡ ଏବଂ ଭାରତ ମାର୍ଚ୍ଚ ୮ ତାରିଖରେ ଖେଳିବାକୁ ଯାଉଛି।…

ଇସ୍ରାଏଲ-ଇରାନ ଯୁଦ୍ଧକୁ ନେଇ ବିଶେଷଜ୍ଞଙ୍କ ଭୟଙ୍କର ଭବିଷ୍ୟବାଣୀ, ୫ହଜାର କୋଟି ଟଙ୍କର କ୍ଷତି ସହିଲାଣି ଫାର୍ମା କମ୍ପାନୀ!

ନୂଆଦିଲ୍ଲୀ,୬।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ମଧ୍ୟପ୍ରାଚ୍ୟ ଏବଂ ପଶ୍ଚିମ ଏସିଆରେ ଅଶାନ୍ତି ସୃଷ୍ଟି କରିଛି, ଯାହା ଆମଦାନୀ ଏବଂ ରପ୍ତାନି ଉପରେ ସର୍ବାଧିକ ପ୍ରଭାବ…

ପାଇଲ୍ସ ସର୍ଜରୀ ପରେ ମିଳିଲାନି ଛୁଟି: ବରିଷ୍ଠ ଅଧିକାରୀଙ୍କ ଆଗରେ ପ୍ୟାଣ୍ଟ ଖୋଲିଦେଲେ ଲୋକୋ ପାଇଲଟ, ତା’ପରେ ଯାହା ହେଲା…

ଲକ୍ଷ୍ନୌ ,୬।୩: ରେଲଓ୍ବେରେ ଅସୁସ୍ଥତା ଛୁଟି ମନା କରିବାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଲକ୍ଷ୍ନୌ ରେଳ ଡିଭିଜନ ମଧ୍ୟରେ ଏହି ଘଟଣା ଘଟିଛି, ଯେଉଁଠାରେ…

ଭୁବନେଶ୍ୱରରେ ଅମିତ ଶାହା, ସ୍ବାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୩: ଭୁବନେଶ୍ୱର ବିମାନବନ୍ଦରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଆସି ପହଞ୍ଚିଛନ୍ତି। ଶାହା ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ଏଠାରେ…

ଖାମେନେଇଙ୍କ ମୃତ୍ୟୁକୁ ନେଇ ଆସିଲା ଆଶ୍ଚର୍ଯ୍ୟଜନକ ଖବର, ୩ ମାସ ପୂର୍ବରୁ ଏମିତି ଯୋଜନା କରିଥିଲା ଇସ୍ରାଏଲ

ଜେରୁଜେଲମ,୬।୩: ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟ୍ଜ ଶୁକ୍ରବାର ଏକ ସାକ୍ଷାତକାରରେ ବହୁ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ଇରାନର ସର୍ବୋଚ୍ଚ ନେତା ଅଲି…

ରାମଚଣ୍ଡୀ ପାହାଡ଼ରେ ଅଚାନକ ଲାଗିଲା ନିଆଁ : ଜୀବଜନ୍ତୁ ଆତଙ୍କିତ

ଗଞ୍ଜାମ,୬।୩: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ରହିଥିବା ପ୍ରସିଦ୍ଧ ମା’ ରାମଚଣ୍ଡୀ ମନ୍ଦିର ପାଦ ଦେଶରେ ଗତକାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri