ଡାକ୍ତରଖାନା ବାହାରେ ମହିଳା ଆତଙ୍କବାଦୀଙ୍କ ଆତ୍ମଘାତୀ ବିସ୍ଫୋରଣ: ୯ ମୃତ, ୩୦ ଆହତ

ଇସଲମାବାଦ, ୨୧।୭: ପାକିସ୍ତାନରେ ଡାକ୍ତରଖାନା ବାହାରେ ରବିବାର ଜଣେ ମହିଳା ଆତ୍ମଘାତୀ ଆତଙ୍କବାଦୀ ବିସ୍ଫୋରଣରେ ୯ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦ ଆହତ ହୋଇଛନ୍ତି। ତେହରିକ-ଇ-ତାଲିବାନ-ପାକିସ୍ତାନ ଏହି ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଛି। ଡେରା ଇସ୍ମାଇଲ ଖାନରେ ଏଭଳି ଆକ୍ରମଣ ଘଟିବାର କିଛି ସମୟ ଆଗରୁ ଏକ ଚେକପୋଷ୍ଟଠାରେ ୨ଜଣ ପୋଲିସଙ୍କୁ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉହାନରେ ପୁଣିଥରେ କାମ ଆରମ୍ଭ କରିବାକୁ ଅନୁମତି ଦେଲେ ସରକାର

ବେଜିଂ,୧୧।୩: କରୋନା ଭାଇରସ ଯୋଗୁ ଚାଇନାର ଉହାନ ସହର ବିଶେଷ ପ୍ରଭାବିତ ହୋଇଥିବା ବେଳେ ଏହାକୁ ଏକ ପ୍ରକାର ବନ୍ଦ କରି ଦିଆଯାଇଥିଲା। ଏବେ କରୋନା...

ଟ୍ରମ୍ପ୍‌ଙ୍କୁ ଝଟ୍‌କା: ବାଇଡ଼େନଙ୍କ ବିରୋଧରେ ଦାଖଲ ମାମଲା ସୁପ୍ରିମ୍‌କୋର୍ଟରେ ଖାରଜ

ଓ୍ବାଶିଂଟନ,୯।୧୨: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ଗ୍ରହଣ କରିବାକୁ ଡୋନାଲ୍ଡ୍‌ ଟ୍ରମ୍ପ୍‌ ମନା କରି ଆସୁଛନ୍ତି। ଏହି ମର୍ମରେ ପେନସିଲଭାନିଆରେ ଡେମୋକ୍ରାଟିକ୍‌ ପ୍ରାର୍ଥୀ ଜୋ ବାଇଡେନ୍‌ଙ୍କ...

ସର୍ବାଧିକ ସଂଖ୍ୟକ ଶିଶୁ ଜନ୍ମ ଦେଇ ରେକର୍ଡ କରିଥିଲେ ମହିଳା

ସର୍ବାଧିକ ସଂଖ୍ୟକ ଶିଶୁ ଜନ୍ମ ଦେବାରେ ରୁଷିଆର ଜଣେ ମହିଳାଙ୍କ ନାଁରେ ରେକର୍ଡ ରହିଛି। ରୁଷିଆର ଜଣେ କୃଷକ ଫିଡୋର ଭାସିଲିଭଙ୍କ ପ୍ରଥମ ସ୍ତ୍ରୀ ରେକର୍ଡ...

ପୁଣି ଆତଙ୍କ,ଡେଲ୍ଟାଠାରୁ ୭୦ ଗୁଣା ତୀବ୍ରବେଗରେ ବ୍ୟାପିବ ଓମିକ୍ରନ୍‌…

ହଂକଂ, ୧୬।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏବେ ପ୍ରକାଶିତ ଏକ ନୂଆ ଗବେଷଣା ରିପୋର୍ଟରେ ଉଲ୍ଲେଖ...

ସରକାରୀ ଆକାଉଣ୍ଟ ପାଇଁ ଗ୍ରେ ବଟନ୍‌

ଓ୍ବାଶିଂଟନ୍‌, ୨୧।୧୨: ମାଇକ୍ରୋବ୍ଲଗିଂ ଆପ୍‌ ଟୁଇଟରରେ ଏଣିକି ଆକାଉଣ୍ଟ ମଧ୍ୟରେ ପ୍ରଭେଦ ଜାଣିବା ହେବ ଆହୁରି ସହଜ। ପୂର୍ବରୁ ଅଧିକ ଫଲୋୟର୍ସ ଥିବା ଆକାଉଣ୍ଟକୁ ଟୁଇଟର...

୧୮ ବର୍ଷ ପରେ ଫେରୁଛି ଆମେରିକା ସେନା

୨୦୦୧ରୁ ଆଫଗାନିସ୍ତାନରେ ଆମେରିକା ଓ ନାଟୋ ସେନା ଉପସ୍ଥିତ ରହିଛନ୍ତି। ଯୁଦ୍ଧରେ ୨୪୦୦ ଆମେରିକା ସୈନ୍ୟ ପ୍ରାଣ ହରାଇଥିବାବେଳେ ଆଫଗାନିସ୍ତାନର ୧୦ ହଜାରରୁ ଊର୍ଦ୍ଧ୍ୱ ଯବାନ...

ଟୁଇଟରରେ ବଡ ସଂଖ୍ୟାରେ ହୋଇପାରେ ଛଟେଇ, ଟେକ୍‌ଓଭର ପରେ ଏଲନ ମସ୍କ କରୁଛନ୍ତି ଯୋଜନା

ୱାଶିଂଟନ,୩୦ ।୧୦: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେଲସାର ସିଇଓ ଏଲନ ମସ୍କ ଟୁଇଟର କ୍ରୟ କରିବା ପରେ କିଛିଦିନ ମଧ୍ୟରେ ଛଟେଇ ସଙ୍କେତ...

ଚାଇନା ରାଷ୍ଟ୍ରପତିଙ୍କ ଭଳି କାର୍ଯ୍ୟ କରିବାକୁ ଚାହୁଁଛନ୍ତି ଇମ୍ରାନ

ବେଜିଂ,୯।୧୦: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କହିଛନ୍ତି ସେ ଚାଇନା ରାଷ୍ଟ୍ରପତିଙ୍କ କାମକୁ ଅନୁସରଣ କରିବାକୁ ଚାହୁଁଛନ୍ତି। କାରଣ ଚାଇନା ଯେମିତି ଭ୍ରଷ୍ଟାଚାର ମାମଲାରେ ପ୍ରାୟ...

Advertisement
Archives

Model This Week