ଡାକ୍ତରଙ୍କୁ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ୩ ମାସ କାରାଦଣ୍ଡାଦେଶ

ରାଇରଙ୍ଗପୁର,୨୧ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ପଣ୍ଡୁପାଣି ଗ୍ରାମରେ ଜଣେ ଆୟୁର୍ବେଦିକ ଡାକ୍ତରଙ୍କୁ ଆକ୍ରମଣ ଓ ର୍ଦୁବ୍ୟବହାର କରିବା ମାମଲାର ବିଚାର କରି ରାଇରଙ୍ଗପୁର ଏସ୍‌ଡିଜେଏମ କୋର୍ଟର ବିଚାରପତି ସତ୍ୟବ୍ରତ ରଣା ଅଭିଯୁକ୍ତଙ୍କୁ ୩ ମାସ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ସେହି ଗ୍ରାମର ହୁଡିଙ୍ଗ ଟୁଡୁ। ୨୦୧୧ ଏପ୍ରିଲ ୧୨ ତାରିଖରେ ଡା.ଅଜୟ କୁମାର ଦଳବେହେରାଙ୍କୁ ଅଭିଯୁକ୍ତ ହୁଡିଙ୍ଗ ର୍ଦୁବ୍ୟବହାର କରିବା ସହ ଆକ୍ରମଣ କରିଥିବା ତିରିଂ ଥାନାରେ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ ଏକ ମାମଲା (ନଂ.୧୪/୧୧) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri