ଡାକ୍ତରଙ୍କୁ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ୩ ମାସ କାରାଦଣ୍ଡାଦେଶ

ରାଇରଙ୍ଗପୁର,୨୧ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ପଣ୍ଡୁପାଣି ଗ୍ରାମରେ ଜଣେ ଆୟୁର୍ବେଦିକ ଡାକ୍ତରଙ୍କୁ ଆକ୍ରମଣ ଓ ର୍ଦୁବ୍ୟବହାର କରିବା ମାମଲାର ବିଚାର କରି ରାଇରଙ୍ଗପୁର ଏସ୍‌ଡିଜେଏମ କୋର୍ଟର ବିଚାରପତି ସତ୍ୟବ୍ରତ ରଣା ଅଭିଯୁକ୍ତଙ୍କୁ ୩ ମାସ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ସେହି ଗ୍ରାମର ହୁଡିଙ୍ଗ ଟୁଡୁ। ୨୦୧୧ ଏପ୍ରିଲ ୧୨ ତାରିଖରେ ଡା.ଅଜୟ କୁମାର ଦଳବେହେରାଙ୍କୁ ଅଭିଯୁକ୍ତ ହୁଡିଙ୍ଗ ର୍ଦୁବ୍ୟବହାର କରିବା ସହ ଆକ୍ରମଣ କରିଥିବା ତିରିଂ ଥାନାରେ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ ଏକ ମାମଲା (ନଂ.୧୪/୧୧) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧିଆ ଗାଁକୁ ପଶିିଲେ ୫୦ରୁ ଊର୍ଦ୍ଧ୍ୱ ହାତୀ

ସାରସକଣା,୧୭।୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ସାରସକଣା ବ୍ଲକ ପୋଖରଡ଼ିହା ପଞ୍ଚାୟତ ଅଧୀନ ବାଙ୍କୀଷୋଳ ଏବଂ ଡୁମୁରଡିହା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ୫୦ରୁ ଊର୍ଦ୍ଧ୍ୱ...

ଅନିଶ୍ଚିତତାରେ ୩୦ରୁ ଊର୍ଦ୍ଧ୍ୱ ପିଲାଙ୍କ ଭବିଷ୍ୟତ

କପ୍ତିପଦା,୭।୫(ଡି଼.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଢିପାସାହିରେ ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ ୩୦ରୁ ଊର୍ଦ୍ଧ୍ୱ ପିଲାଙ୍କ ଭବିଷ୍ୟତ...

କଳା ଦିବସ ପାଳନ କଲା କୁଡୁମୀ ସେନା

ବାରିପଦା ଅଫିସ,୬ା୯: ୧୯୫୦ମସିହା ସେପ୍ଟେମ୍ବର ୬ତାରିଖ ଦିନ କେନ୍ଦ୍ର ସରକାର କୁଡୁମୀ ଜାତିକୁ ଅନୁସୂଚିତ ଜାତିରୁ ବାଦ ଦିଆଯାଇଥିବା ପ୍ରତିବାଦରେ ଶୁକ୍ରବାର ମୟୂରଭଞ୍ଜ କୁଡୁମୀ ସେନା...

ଗାଡ଼ି ସହ ଲକ୍ଷାଧିକ ଟଙ୍କାର କାଠ ଜବତ: ଜଣେ ଗିରଫ

ଠାକୁରମୁଣ୍ଡା,୩୦।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅଞ୍ଚଳରୁ ବନ କର୍ମଚାରୀ ସୋମବାର ରାତିରେ ଚୋରା କାଠ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଜବତ...

ବଡ଼ଭାଇଙ୍କ ଜୀବନ ନେଲେ ସାନ

ବାରିପଦା ଅଫିସ,୨୬ା୬: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅନ୍ତର୍ଗତ ମାଧପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ବଡ଼...

ଜୁଇରୁ ଫେରାଇ ଆଣିଲେ ମୃତଦେହ

ଉଦଳା (ସନ୍ତୋଷ କୁମାର ବାଚ୍ଛିନୀ)/ବାରିପଦା (ନୀଳାଦ୍ରି ବିହାରୀ ଦଣ୍ଡପାଟ), ୩।୭: ଜୁଇ ସଜଡ଼ା ସରିଥିଲା। ଆଉ କିଛି ସମୟ ଅନ୍ତିମ ସଂସ୍କାର ହୋଇଥାନ୍ତା। ହେଲେ ମୃତକ...

ଶିକାରୀ ସନ୍ଦେହରେ ପିଟିପିଟି ହତ୍ୟା ଅଭିଯୋଗ: ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

କପ୍ତିପଦା,୨୩ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ପୋଡ଼ାଡିହା ଫରେଷ୍ଟ ବିଟ୍‌ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ରଖି ବିକ୍ଷୋଭ କରାଯାଇଛି। ମୃତକ ଜଣକ...

ମୟୂରଭଞ୍ଜରେ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୨୨।୧୦: ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କରିଛନ୍ତି। ସହିଦ ସ୍ମୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ...

Advertisement
Archives

Model This Week