ଡାକ୍ତରଙ୍କୁ ଭଗବାନଙ୍କ ଦୂତ କହିଲେ ଅମିତାଭ ବଚ୍ଚନ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଡାକ୍ତରଙ୍କୁ ଭଗବାନଙ୍କ ଦୂତ ବୋଲି କହିଛନ୍ତି। ଡାକ୍ତରମାନେ ଷ୍ଟେଥୋସ୍କୋପ୍‌ ପକାଇସାରିଲା ପରେ ସ୍ବର୍ଗରୁ ଆସିଥିବା ଦୂତ ଭଳି କାମ କରନ୍ତି। ନିଜ ସ୍ବାସ୍ଥ୍ୟ ବିଷୟରେ ଫ୍ୟାନ୍‌ଙ୍କୁ ସୂଚନା ଦେବାକୁ ଯାଇ ସେ ଏହା କହିଛନ୍ତି। ନିକଟରେ ରୁଟିନ୍‌ ଚେକ୍‌ ଅପ୍‌ ପାଇଁ ନାନାବତୀ ହସ୍ପିଟାଲକୁ ଯାଇଥିବାବେଳେ ଅମିତାଭଙ୍କୁ ଡାକ୍ତରମାନେ ଓ୍ବାର୍ଡରେ ଭର୍ତ୍ତି କରିଥିଲେ। ଲିଭର ସମସ୍ୟା ଥିବାରୁ ତାଙ୍କୁ ୩ ଦିନ ହସ୍ପିଟାଲରେ ରଖାଯାଇଥିଲା। ଏନେଇ ସେ କହିଛନ୍ତି, ମୋତେ କିଛି ଇଞ୍ଜେକସନ୍‌ ଦିଆଯାଇଥିଲା ଏବଂ ଅନେକ ନିୟମ ପାଳନ ପାଇଁ ଡାକ୍ତରମାନେ ପାଳନ କରିବାକୁ କହିଛନ୍ତି। କିଛି ଦିନକାମରୁ ଅବ୍ୟାହତି ନେଇ ବିଶ୍ରାମ ନେବାକୁ ସେମାନେ ପରାମର୍ଶ ଦେଇଛନ୍ତି ବୋଲି ଅମିତାଭ କହିଛନ୍ତି। ସୂଚନାଯୋଗ୍ୟ, ବଲିଉଡ୍‌ ଅମିତାଭ ୫୦ ବର୍ଷ ର୍ପୂରଣ କରିବା ଅବସରରେ ନିଜ ଫ୍ୟାନ୍‌ମାନଙ୍କ ସହ ନିଜ ହୃଦୟର କଥା ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri