Posted inଜାତୀୟ

ଡାକ୍ତରଙ୍କ ଧର୍ମଘଟ: କେନ୍ଦ୍ର ସରକାର ଏବଂ ମେଡ଼ିକାଲ କାଉନସିଲ୍‌କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨।୧୨: ଦେଶରେ ଜାରି ରହିଥିବା ଡାକ୍ତରଙ୍କ ଧର୍ମଘଟ ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାର ଏବଂ ମେଡ଼ିକାଲ କାଉନସିଲ୍‌କୁ ନୋଟିସ୍‌ ଜାରି କରିଛନ୍ତି। ଧର୍ମଘଟ ବିରୋଧରେ ଦାଖଲ ହୋଇଥିବା ଏକ ଆବେଦନର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ ଏପରି ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ଡାକ୍ତରଙ୍କ ଧର୍ମଘଟ ଯୋଗୁ ଆଇସିୟୁରେ ଥିବା ରୋଗୀଙ୍କ ଚିକିତ୍ସା ପାଇଁ କୌଣସି ବିଶେଷ ବ୍ୟବସ୍ଥା କରାଯିବାର ଆବଶ୍ୟକତା ରହିଛି। ଧର୍ମଘଟ ଦ୍ୱାରା ସାଧାରଣ ସ୍ବାସ୍ଥ୍ୟ ସେବା ଉପରେ ନକାରାତ୍ମକ ପ୍ରଭାବ ପଡୁଥିବା ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ

ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri