Posted inଫୁରସତ

ଡାକ୍ତରଙ୍କ ପ୍ରେସ୍‌କ୍ରିପ୍‌ଶନ ସମସ୍ତେ ପଢ଼ିପାରନ୍ତିନି, ଜାଣନ୍ତୁ କାହିଁକି…

ଡାକ୍ତରଙ୍କ ହସ୍ତାକ୍ଷର ସବୁଠାରୁ ନିଆରା। ସେମାନଙ୍କ ଦ୍ୱାରା ଲେଖାଯାଉଥିବା ପ୍ରେସ୍‌କ୍ରିପ୍‌ଶନ ପଢ଼ିବା ଏବଂ ବୁଝିବା କଷ୍ଟକର। ଡାକ୍ତରମାନେ ଖୁବ୍‌ କମ୍‌ ସମୟ ମଧ୍ୟରେ ଅନେକ ମେଡିସିନର ନାମ ଲେଖିଥାନ୍ତି। ମାତ୍ର ତାଙ୍କ ଅକ୍ଷର ଦେଖିଲେ ମନରେ ଅନେକ ପ୍ରଶ୍ନ ଆସିଥାଏ। ଡାକ୍ତରମାନେ ଏପରି ଅକ୍ଷରରେ କାହିଁକି ଲେଖିଥାନ୍ତି, ଆସନ୍ତୁ ଜାଣିବା ଏହା ପଛର କାରଣ ସମ୍ପର୍କରେ:
ଡାକ୍ତରଙ୍କ ଏପରି ହାତଲେଖା ପଛର ବଡ଼ କାରଣ ହେଲା, ଅଧିକ ଲେଖିବା। ପରୀକ୍ଷା ସମୟରେ ମେଡିକାଲ ଛାତ୍ରୀଛାତ୍ରମାନଙ୍କୁ ଖୁବ୍‌ କମ୍‌ ସମୟ ମଧ୍ୟରେ ବହୁତ ଲେଖିବାକୁ ପଡ଼ିଥାଏ। ଏହାଦ୍ୱାରା ସେମାନେ ନିଜ ଅକ୍ଷର ଉପରେ ଧ୍ୟାନ ନ ଦେଇ କେବଳ ଉତ୍ତର ଲେଖିଥାନ୍ତି। ଫଳରେ ଧୀରେ ଧୀରେ ସେମାନଙ୍କ ଅକ୍ଷର ଖରାପ ହୋଇଥାଏ।
ଡାକ୍ତରଙ୍କ ହସ୍ତାକ୍ଷର ବୁଝି ନ ହେବାରୁ ମେଡିକାଲ କାଉନ୍‌ସିଲ ଅଫ୍‌ ଇଣ୍ଡିଆ(ଏମ୍‌ସିଆଇ) ପକ୍ଷରୁ ଏକ ଗାଇଡ୍‌ଲାଇନ ଜାରି କରାଯାଇଛି। ଉକ୍ତ ଗାଇଡ୍‌ଲାଇନ ଅନୁସାରେ, ରୋଗୀ ଚିକିତ୍ସା ପାଇଁ ଲେଖାଯାଉଥିବା ପ୍ରେସ୍‌କ୍ରିପ୍‌ଶନ କ୍ୟାପିଟାଲ ଲେଟର ଏବଂ ପ୍ରାଞ୍ଜଳ ଭାବରେ ଲେଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି କ’ଣ ଲେଖାଗଲା ତାହା ରୋଗୀଙ୍କୁ ବୁଝାଇବାକୁ ହେବ। ଫଳରେ ଉକ୍ତ ଲେଖାକୁ ଯେପରି ସମସ୍ତେ ବୁଝିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri