ଡାକ୍ତରଙ୍କ ଭଳି ଏବେ ହୋଟେଲରେ ରହିବେ ପୋଲିସ

ନୂଆଦିଲ୍ଲୀ,୧୬।୪: କରୋନା ବିରୋଧରେ ଲଢ଼େଇ ଜାରି ରଖିଥିବା ଯୋଦ୍ଧାଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ପୂର୍ବରୁ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ହୋଟେଲରେ ରହିବା ପାଇଁ ସରକାର ସୁବିଧା ପ୍ରଦାନ କରାଇଥିବା ବେଳେ ଏବେ ପୋଲିସକର୍ମୀ ମଧ୍ୟ ହୋଟେଲରେ ରହିବେ ବୋଲି ଜଣାପଡ଼ିଛି। ରାଜ୍ୟରେ ଲକ୍‌ଡାଉନ୍‌କୁ ଆହୁରି କଡ଼ାକଡ଼ି କରିବା ପାଇଁ ମୁତୟନ ହୋଇଥିବା ପୋଲିସକର୍ମୀ ମଧ୍ୟ ହୋଟେଲରେ ରହିବେ ବୋଲି ସୂଚନା ମିଳିଛି। ଆଉ ଏହି ହୋଟେଲ ବାବଦକୁ ଖର୍ଚ୍ଚ ହେଉଥିବା ସମସ୍ତ ଟଙ୍କା ସରକାର ନିଜେ ବହନ କରିବେ ବୋଲି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଏଲ୍‌ଏନ୍‌ଜିପି ଓ ଜିବିପି ହସ୍ପଟାଲରେ କରୋନା ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ଦିଲ୍ଲୀ ସରକାରଙ୍କ ଖର୍ଚ୍ଚରେ ଲଲିତ ହୋଟେଲରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବାରୁ ରାଗିଗଲେ ମୋଦି, କହିଲେ ବିରୋଧୀଙ୍କୁ ଭୋଗିବାକୁ ପଡ଼ିବ…

ନୂଆଦିଲ୍ଲୀ,୧୮ା୪: ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ପାସ ନ ହେବାରୁ ଶାସକ ଦଳ ରାଗି ପାଚି ଲାଲ୍‌। ଶନିବାର ମୋଦି କ୍ୟାବିନେଟ୍‌ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri