ଡାକ୍ତର ଅଙ୍କୁଶ ଜାଜୋଡ଼ିଆଙ୍କୁ ସ୍ବର୍ଣ୍ଣପଦକ

କଟକ ଅଫିସ, ୨୮ା୧୨: ଡାକ୍ତର ଅଙ୍କୁଶ ଜାଜୋଡ଼ିଆଙ୍କୁ ଦିଲ୍ଲୀସ୍ଥିତ ଆମ୍ବେଡକର ଇଣ୍ଟରନ୍ୟାଶନାଲ ସେଣ୍ଟରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ସ୍ବର୍ଣ୍ଣପଦକ ପ୍ରଦାନ କରିଛନ୍ତି। ସର୍ବଭାରତୀୟ ସ୍ତରରେ ଡିଏନ୍‌ବି ରେଡିିଓଲୋଜିରେ ଉଚ୍ଚମାନର କାର୍ଯ୍ୟଦକ୍ଷତା ପାଇଁ ଡା. ଅଙ୍କୁଶଙ୍କୁ ଏହି ସ୍ବର୍ଣ୍ଣପଦକ ଦିଆଯାଇଛି। ଏହି କ୍ଷେତ୍ରରେ ଡା. ଅଙ୍କୁଶ ହେଉଛନ୍ତି ଓଡ଼ିଶାର ସର୍ବପ୍ରଥମ ସ୍ବର୍ଣ୍ଣପଦକଧାରୀ। ସେ କଟକ କାଠଗଡ଼ାସାହି ନିବାସୀ ଡା. କୁଶ କୁମାର ଜାଜୋଡ଼ିଆ ଏବଂ ସାମାଜିକ କର୍ମୀ ଶଶୀ ଜାଜୋଡ଼ିଆଙ୍କ ପୁତ୍ର। ତାଙ୍କର ଏହି ସଫଳତା ପାଇଁ ଓଡ଼ିଶା ସୁରକ୍ଷା ସେନାର ମୁଖ୍ୟ ଅଭିଷେକ ଯୋଶୀ ଏବଂ ବହୁ ବିଶିଷ୍ଟ ବ୍ୟକ୍ତି ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ରାସ୍ତାକଡ଼ରେ ଚାଲିଥିଲା ଜୁଆ ଆଡ୍ଡା: ପୋଲିସର ଅତର୍କିତ ଚଢାଉ; ୪ ଗିରଫ, ବାଇକ୍ ଓ ମୋବାଇଲ୍ ସହ…

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଜୁଆଡ଼ିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସାନଖେମୁଣ୍ଡି ବ୍ଲକ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri