Posted inଖେଳ

ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଜୋତା ଦାନ କଲେ କେ.ଏଲ ରାହୁଲ

କରୋନା ମହାଯୁଦ୍ଧରେ ନିଜ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରୁଛନ୍ତି ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ। ସେମାନଙ୍କ ସମ୍ମାନର୍ଥେ କେଉଁଠି ଫୁଲବର୍ଷା କରାଯାଉଛି ତ ଆଉ କେଉଁଠି ଘଣ୍ଟ ବଜାଇ ସେମାନଙ୍କ ମନୋବଳ ଦୃଢ କରାଯାଉଛି। ଭାରତୀୟ କ୍ରିକେଟର କେ.ଏଲ ରାହୁଲ କରୋନା ଯୋଦ୍ଧାଙ୍କୁ ସଲାମ କରିଛନ୍ତି। ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ପ୍ରଶଂସା କରିବା ସହ ସେମାନଙ୍କ ପାଇଁ ପ୍ୟୁମା ଜୋତା ଦାନ କରିଛନ୍ତି ରାହୁଲ। ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ସେ ମଧ୍ୟ ଏକ ଚିଠି ଲେଖି କହିଛନ୍ତି, ଦେଶ ପାଇଁ ଆପଣମାନଙ୍କ କାର୍ଯ୍ୟ ଅତୁଳନୀୟ। ସେଥିପାଇଁ ଧନ୍ୟବାଦ। ଆପଣମାନଙ୍କୁ ସମ୍ମାନ ଜଣାଇବା ଲାଗି ମୋ ପକ୍ଷରୁ ଏହା ଏକ ଛୋଟିଆ ପ୍ରୟାସ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅନୁପମାଙ୍କ ପାଇଁ ଏସିଆନ ଗେମ୍ସ ସମ୍ଭାବନା; ଓଡ଼ିଶା ଜୁଜୁଟ୍‌ସୁ ସଂଘ ପକ୍ଷରୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୫।୯(କ୍ରୀଡ଼ା ପ୍ରତିନିଧି)- ଦକ୍ଷିଣ କୋରିଆର ଚୁଙ୍ଗ୍‌ ଜୁଠାରେ ଅନୁଷ୍ଠିତ ବିଶ୍ୱ ମାର୍ଶାଲ ଆର୍ଟର ଅଲିମ୍ପିକ୍‌ ଭାବେ ବିବେଚିତ ହେଉଥିବା ମାଷ୍ଟରଶିପ୍‌ ପ୍ରତିଯୋଗିତାର ଜୁଜୁଟ୍‌ସୁ ଫାଇଟିଂ(କଣ୍ଟାକ୍ଟ...

ଭାରତ ୫-୪ରେ ଅଷ୍ଟ୍ରେଲିଆକୁ ହରାଇଲା

ରାଉରକେଲା ଅଫିସ, ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୧୩।୩: ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏଫ୍‌ଆଇଏଚ୍‌ ପ୍ରୋଲିଗ୍‌ ହକି ମ୍ୟାଚରେ ଭାରତ ୫-୪ ଗୋଲରେ ଅଷ୍ଟ୍ରେଲିଆକୁ...

ନ୍ୟୁଜିଲାଣ୍ଡ କ୍ରିକେଟରଙ୍କ ଟ୍ରେନିଂ ଆରମ୍ଭ

ଓ୍ବେଲିଂଟନ, ୧୪ା୭ (ପି.ଟି.)- ନ୍ୟୁଜିଲାଣ୍ଡର ଟପ୍‌ କ୍ରିକେଟରମାନେ ସୋମବାର ସ୍କ୍ବାଡ୍‌ ଟ୍ରେନିଂକୁ ଫେରିଛନ୍ତି। ଲିନ୍‌କନ୍‌ଠାରେ ଥିବା ଦେଶର ହାଇ ପରଫର୍ମାନ୍ସ ସେଣ୍ଟରଠାରେ ଏହା ଅନୁଷ୍ଠିତ ହେଉଛି।...

ସ୍କୁଲ ସ୍ତରରୁ ଫୁଟ୍‌ବଲର ବିକାଶ ପାଇଁ ଉଦ୍ୟମ

ଭୁବନେଶ୍ୱର, ୨୪।୧୧ (କ୍ରୀଡ଼ା ପ୍ରତିନିଧି): କାତାରରେ ଚାଲିଛି ଫିଫା ବିଶ୍ୱକପ୍‌। ତେଣୁ ସ୍ବାଭାବିକ ଭାବେ କ୍ରୀଡ଼ା ଜଗତରେ ଏବେ ଫୁଟ୍‌ବଲକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ୟୁନିଟ-୬...

କ୍ରିକେଟରେ ଚମକିବାକୁ ପ୍ରସ୍ତୁତ ସେହ୍ବାଗଙ୍କ ପୁଅ, ଏହି ଟିମ୍‌ରେ ହେଲା ଚୟନ

ନୂଆଦିଲ୍ଲୀ,୬।୧୨: ନିଜ ସମୟରେ ଓପନର୍‌ ଭାବେ ବିସ୍ଫୋରକ ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ରହିଆସୁଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ। ତାଙ୍କୁ ବୋଲିଂ କରିବା ବେଳେ ବିରୋଧୀ...

ଟି୨୦ ବିଶ୍ୱକପ ବଦଳରେ ଆଇପିଏଲ ଆୟୋଜନ ହେଲେ ପ୍ରଶ୍ନବାଚୀ ସୃଷ୍ଟି ହେବ: ଇଞ୍ଜାମାମ୍‌

କରାଚୀ,୬।୭(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଯଦି ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ବାତିଲ ହୁଏ ଓ ଏହା ସ୍ଥାନରେ ଇଣ୍ଡିଆନ ପ୍ରିମିୟର ଲିଗ୍‌...

୨୫ ବର୍ଷରେ ପଦାର୍ପଣ କଲେ ସିନ୍ଧୁ

ହାଇଦ୍ରାବାଦ୍‌,୫।୭: ରିଓ ଅଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ତଥା ଭାରତୀୟ ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ରବିବାର ୨୫ ବର୍ଷରେ ପଦାର୍ପଣ କରିଛନ୍ତି। ସିନ୍ଧୁଙ୍କ...

ଭାରତୀୟ ସେନାଙ୍କ ସହ ଲେହରେ ପହଞ୍ଚିଲେ ଧୋନୀ, ଅଗଷ୍ଟ ୧୫ରେ ଉଡାଇବେ ତ୍ରିରଙ୍ଗା

ଶ୍ରୀନଗର,୧୪।୮:ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ପାଇଁ ଦୂରେଇ ଯାଇଛନ୍ତି। ଏହି ସମୟ ମଧ୍ୟରେ ନିଜକୁ ସେନାରେ ସାମିଲ...

Advertisement
Archives

Model This Week