ଡାକ୍ତର ଫେରାଇଦେବା ପରେ ମେଡିକାଲ ବାରଣ୍ଡାରେ ପ୍ରସବ କଲେ ମହିଳା

ଭଦ୍ରକ ଅଫିସ,୧୪ା୧୦: ଡାକ୍ତର ଫେରାଇଦେବା ପରେ ମେଡିକାଲ ବାରଣ୍ଡାରେ ପ୍ରସବ କଲେ ଜଣେ ମହିଳା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଚିକିତ୍ସାଳୟରେ।
ତିହିଡ଼ି ତଳଦୁମୁକା ଅଞ୍ଚଳର ଜଣେ ମହିଳା ପ୍ରସବ ପାଇଁ ସୋମବାର ସକାଳ ୯ଟାରେ ମେଡିକାଲରେ ପହଞ୍ଚିଥିଲେ। ମାତ୍ର ଡାକ୍ତର ତାଙ୍କୁ ଏଠି ପ୍ରସବ ହୋଇପାରିବ ନାହିଁ କହି କଟକ ଯିବା ପାଇଁ ପରାମର୍ଶ ଦେଇଥିଲେ। ହେଲେ ମହିଳାଙ୍କ ପରିବାର ଲୋକେ ୧୦୨କୁ ଫୋନ୍‌ କରିଥିଲେ। କିନ୍ତୁ ପ୍ରାୟ ୩ ଘଣ୍ଟା ମଧ୍ୟରେ ୧୦୨ ଜିଲା ଚିକିତ୍ସାଳୟକୁ ଆସିପାରି ନ ଥିଲା। ଫଳରେ ମହିଳା ଜଣକ ମଧ୍ୟାହ୍ନରେ ମେଡିକାଲ ବାରଣ୍ଡାରେ ଦୁଇଟି ଯାଆଁଳା କନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ଏହି ଘଟଣା ଜିଲା ଚିକିତ୍ସାଳୟର ଦାୟିତ୍ୱହୀନତାକୁ ପଦାରେ ପକାଇଥିବାବେଳେ ପରିବାର ଲୋକେ ସ୍ବାସ୍ଥ୍ୟ ବିଭାଗର ଅଣଦେଖାକୁ ଦାୟୀ କରିଛନ୍ତି। ଯଦି ମହିଳା ଜଣକ ବିନା ଡାକ୍ତର ଓ ନର୍ସରେ ପ୍ରସବ କଲେ ତେବେ ଡାକ୍ତର କିଭଳି କଟକ ରେଫର୍‌ କରୁଥିଲେ ସେନେଇ ତଙ୍କ ଶ୍ୱଶୁର ଦୁଃଖିରାମ ଖିଲାର ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲ ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri