ଡାଲା ଅଟୋକୁ ଧକ୍କା ଦେଲା କ୍ୟାଣ୍ଟର: ଜଣେ ମୃତ, ୧୦ ଆହତ

ନୟାଗଡ଼ ଅଫିସ,୧।୨: ନୟାଗଡ଼ ଜିଲା ନୂଆ ଜଗନ୍ନାଥ ରାସ୍ତାର ଗୋଡ଼ିପଡା ଝରଣପୋଖରୀ ନିକଟରେ ଶନିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଡାଲା ଅଟୋକୁ କ୍ୟାଣ୍ଟର ଧକ୍କା ଦେବା ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଆହତ ହୋଇଛନ୍ତି। ମୃତକ ହେଲେ ନୟାଗଡ଼ ବ୍ଲକ ଖୁଣ୍ଟବନ୍ଧ ଗ୍ରାମର ନକୁଳ ନାୟକ(୪୦)। ଆହତଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖବରପାଇ ଶରଣକୁଳ ଥାନା ଗୋଡ଼ିପଡ଼ା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri