ବୁମରାଙ୍କୁ କେମିତି ଖେଳିବେ ଡାହାଣହାତୀ ବ୍ୟାଟ୍ସମ୍ୟାନ

ସାଉଥମ୍ପ୍‌ଟନ, ୬।୬(ପି.ଟି.)- ଭାରତୀୟ ପେସର ଯଶପ୍ରୀତ୍‌ ବୁମରାଙ୍କ ସମ୍ମୁଖୀନ ହେବା ଯେକୌଣସି ବ୍ୟାଟ୍ସମ୍ୟାନ୍‌ଙ୍କ ପକ୍ଷେ କଷ୍ଟକର ହେଉଛି। ଏଥିଲାଗି ପୂର୍ବତନ ଇଂଲଣ୍ଡ ବ୍ୟାଟ୍ସମ୍ୟାନ୍‌ କେଭିନ ପିଟରସନ୍‌ କେବଳ ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ଙ୍କ ନିମନ୍ତେ ଉପାୟ ବାହାର କରିଛନ୍ତି। ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ମାନେ ଅଫ୍‌ ଷ୍ଟମ୍ପ୍‌ରେ ବୁମରାଙ୍କ ବିପକ୍ଷରେ ଖେଳିବା ଦରକାର। ସେଠାରୁ ପଛକୁ ଘୁଞ୍ଚତ୍ ସ୍କୋୟାର ଲେଗ୍‌ ଅଞ୍ଚଳକୁ ଖେଳିହେବ। ଆଉ କୌଣସି ଶଟ୍‌ ଅଫ୍‌ ସାଇଡ୍‌କୁ ନ ଖେଳିଲେ ଡାହାଣହାତୀ ବ୍ୟାଟ୍ସମ୍ୟାନ ବୁମରାଙ୍କ ସମ୍ମୁଖରେ ଛିଡ଼ା ହୋଇପାରିବେ ବୋଲି ପିଟରସନ ଟୁଇଟ୍‌ କରିଛନ୍ତି। ଆଇସିସି ଶୀର୍ଷ ର଼୍ୟାଙ୍କଧାରୀ ଦିନିକିଆ ବୋଲର ବୁମରା ଦୁଇ ଓପନରଙ୍କୁ ଆଉଟ କରି ଦକ୍ଷିଣ ଆଫ୍ରିକା ଦଳକୁ ବ୍ୟାକ୍‌ଫୁଟ୍‌ ଠେଲି ଦେଇଥିଲେ। ବୁମରା ୩୫ ରନ୍‌ ବ୍ୟୟ କରି ୨ ଉଇକେଟ ଓ ୟୁଜବେନ୍ଦ୍ର ଚହଲ ୫୧ ରନ୍‌ ଖର୍ଚ୍ଚକରି ୪ ଉଇକେଟ ଦଖଲ କରିଥିଲେ। ଫଳରେ ଦକ୍ଷିଣ ଅଫ୍ରିକା ୨୨୭ ରନ୍‌ରେ ସୀମିତ ରହିଥିଲା। ୨୫ ବର୍ଷୀୟ ଅହମ୍ମଦାବାଦା ପେସରଙ୍କୁ ଅନ୍ୟତମ ଡେଥ ଓଭର ସ୍ପେଶାଲିଷ୍ଟ ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri