ଡିଏଚ୍‌ଏଚ୍‌ ଆଇସୋଲେଶନ କେନ୍ଦ୍ରରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା ଅଫିସ,୨୬।୫ : ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌) ଆଇସୋଲେଶନ କେନ୍ଦ୍ରରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ଅସୁସ୍ଥ ହୋଇପଡ଼ିବାରୁ ଗତ ୨୪ତାରିଖରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ସୋମବାର ଅପରାହ୍ନ ୪ଟାରେ ପୁଣିଥରେ ଦେହ ଖରାପ ହେବାରୁ ମେଡିକାଲ ଯାଇଥିଲେ। ତାଙ୍କୁ ଆଇସୋଲେଶନରେ ଭର୍ତ୍ତି କରାଯାଇଥିଲା। ମଙ୍ଗଳବାର ସେଠାରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଛି


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଛେଦ ପୂର୍ବରୁ ଦୋକାନ ହଟାଇଲେ:  ଥଇଥାନ କରା ନ ଗଲେ ଆନ୍ଦୋଳନ

ଗଞ୍ଜାମ,୧୨ା୩(ଡି.ଏନ.ଏ.)- ଗଞ୍ଜାମ ସହର ସାନବଜାର ଠାରୁ ତ୍ରିବେଣୀ ମଠ ଛକ ଯାଏ ରାସ୍ତା ସମ୍ପ୍ରସାରଣ ପାଇଁ ଜବରଦଖଲ ଉଛେଦ କରାଯିବ। ଏଥିପାଇଁ ତହସିଲ ପ୍ରଶାସନ ପକ୍ଷରୁ...

ମୋ ବସ୍‌ ଷ୍ଟାଣ୍ଡ୍‌ ଏବେ ପରିବା ଦୋକାନ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ସାମାଜିକ ଦୂରତ୍ୱକୁ ବଜାୟ ରଖିବା ସହ ସଂକ୍ରମଣକୁ ଏଡ଼ାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଲୋକଙ୍କ ପାଇଁ ନୂଆ ବ୍ୟବସ୍ଥା କରିଛି।...

ଆମପାଣି ଘାଟିରେ କାର୍‌କୁ ଧକ୍କା ଦେଲା ଟ୍ରକ୍‌, ୭ ଗୁରୁତର

କୋକସରା,୯।୬(ଡି.ଏନ.ଏ.):କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ରାସ୍ତା ଏକ ବୁଲାଣିରେ ରବିବାର କୋଟପାଡ଼ରୁ ଭବାନୀପାଟଣା ଆସୁଥିତ୍ବା ଏକ କାର (ନଂ.ଓଡି୧୦ଜେ-୩୪୭୦)କୁ ବିପରିତ ଦିଗରୁ ଆସୁଥିବା...

ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୭(ବ୍ୟୁରୋ)- ଶନିବାର ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୪୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୪ହାଇ ନୟାପଲ୍ଲୀ ତ୍ରିନାଥ...

ପଥରରେ ଛେଚି ଯୁବକଙ୍କୁ ହତ୍ୟା କରିବା ଘଟଣା: ୩ ଅଭିଯୁକ୍ତ ଗିରଫ

ସୁନ୍ଦରଗଡ଼,୩୧।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କାଲୋସିହିରିଆ ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ଗତ ଏପ୍ରିଲ ୧୪ତାରିଖରେ ଜଣେ ବ୍ୟକ୍ତିଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିଲା।...

ଦାବି ପୂରଣ ପାଇଁ ଖବରଦାତାଙ୍କ ପ୍ରତୀକ ଧାରଣା

ଦଶପଲ୍ଲା,୩ା୮(ଡି.ଏନ.ଏ.): ଦଶପଲ୍ଲା ଥାନା ସମ୍ମୁଖରେ ଖବରଦାତା କ୍ରିୟାନୁଷ୍ଠାନ କମିଟି ତରଫରୁ ଦ୍ୱିତୀୟ ପର୍ଯ୍ୟାୟ ଧାରଣା ଶୁକ୍ରବାର ଆରମ୍ଭ ହୋଇଛି। ଜୁନ୍‌ ୧୦ରୁ ୧୪ତାରିଖ ପର୍ଯ୍ୟନ୍ତ ସେମାନେ...

୩ ବର୍ଷରେ ୧୦୬ ହରିଣ ଶିକାର

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ହରିଣ ଶିକାର ଦ୍ରୁତ ଗତିରେ ବଢୁଛି। ଗତ ୩ ବର୍ଷ ମଧ୍ୟରେ ବିଭିନ୍ନ ପ୍ରଜାତିର ୧୦୬ ହରିଣଙ୍କୁ ଶିକାର କରାଯାଇଛି। ମଙ୍ଗଳବାର...

ଭୁବନେଶ୍ୱରର ବ୍ଳୁ ହୁଇଲ୍‌ ହସ୍ପିଟାଲ୍‌ ସିଲ୍‌

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜଧାନୀ ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବ୍ଲୁ ହୁଇଲ୍‌ ହସ୍ପିଟାଲକୁ ବୁଧବାର ସିଲ୍‌ କରିଦିଆଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ହସ୍ପିଟାଲକୁ ବିଏମ୍‌ସି ପକ୍ଷରୁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *