Posted inଜାତୀୟ

ଡିଏମ୍‌କେ ବିଧାୟକ କେପିପି ସାମୀଙ୍କ ପରଲୋକ

ଚେନ୍ନାଇ,୨୭।୨: ତାମିଲନାଡୁର ପୂର୍ବତନ ମନ୍ତ୍ରୀ ତଥା ଡିଏମ୍‌କେ ବିଧାୟକ କେପିପି ସାମୀଙ୍କର ଗୁରୁବାର ସକାଳେ ପରଲୋକ ହୋଇଛି। କିଛିଦିନ ହେବ ସେ ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ହୋଇଥିଲା। ୨୦୦୬-୧୧ ପର୍ଯ୍ୟନ୍ତ ଡିଏମ୍‌କେ ସରକାରରେ ସେ ମନ୍ତ୍ରୀଥିଲେ। ଥିରୁଭୋଟିୟୁର ବିଧାନସଭା ଆସନରୁ ଦ୍ୱିତୀୟ ଥର ଲାଗି ସେ ନିର୍ବାଚିତ ହୋଇଥିଲେ। ସାମୀଙ୍କ ମୃତ୍ୟୁରେ ଦଳ ଜଣେ ଟାଣୁଆ ନେତାଙ୍କୁ ହରାଇଲା।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମହତ୍ୟା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାତୁଣୀ

ବେଙ୍ଗାଲୁରୁ,୨୮।୧: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବିଏସ୍‌ ୟେଦିୟୁରପ୍ପାଙ୍କ ନାତୁଣୀ ସୌନ୍ଦର୍ଯ୍ୟା ଆତ୍ମହତ୍ୟା କରିଛନ୍ତି। ଶୁକ୍ରବାର ତାଙ୍କ ବାସଭବନରୁ ମୃତଦେହ ଜବତ...

ମହାରାଷ୍ଟ୍ରରେ ଆରମ୍ଭ ହେଲା ସିନ୍ଧେଙ୍କ ଯୁଗ

ମୁମ୍ବାଇ,୩୦।୬: ଗତ ୧୧ଦିନରୁ ମହାରାଷ୍ଟ୍ର ରାଜନୀତିରେ ଜାରି ରହିଥିବା ସଙ୍କଟର ଗୁରୁବାର ଅନ୍ତ ଘଟିଛି। ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେ ଭାଜପା ସମର୍ଥନରେ ରାଜ୍ୟରେ...

ସ୍ବାର୍ଥ ରାଜନୀତି ବଦଳରେ ସେନାର ମନୋବଳ ବୃଦ୍ଧି କରିବା ଜରୁରୀ: ମୋଦି

ଅହମଦାବାଦ,୩୧।୧୦: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପାକିସ୍ତାନ କରାଇଥିଲା। ଦୀର୍ଘଦିନ ପରେ ଏହି ସତ୍ୟତା ପଦାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପୁଲଓ୍ବାମା ଆତଙ୍କବାଦୀ ଘଟଣାରେ...

ସଞ୍ଜୟଙ୍କ ଲେଖାକୁ ନେଇ ଉଠିଲା ବିବାଦ

ମୁମ୍ବାଇ,୨୭ ।୧୨: ଶିବସେନାର ରାଜ୍ୟସଭା ଏମ୍‌ପି ସଞ୍ଜୟ ରାଉତ ଦଳର ମୁଖପତ୍ର ‘ସମାନା’ରେ ଏକ ବିଶେଷ କଲମ ଲେଖିଛନ୍ତି । ସେ ଲେଖିଛନ୍ତି ଆମ ପ୍ରଧାନମନ୍ତ୍ରୀ...

ଡବଲ୍‌ ଇଞ୍ଜିନ କୋଇଲାର ଥିଲା, କଳଙ୍କି ଲାଗି ଗଲାଣି; ଆମର ବିଦ୍ୟୁତଯୁକ୍ତ ନୂଆ ଇଞ୍ଜିନ: କେଜ୍‌ରିଓ୍ବାଲ

ଅହମ୍ମଦାବାଦ,୧୫।୧୧: ଆଗାମୀ ଗୁଜରାଟ ଉପନିର୍ବାଚନରେ ବାଜିମାତ କରିବା ଲାଗି ଅଣ୍ଟା ଭିଡିଛି ଆମ୍‌ ଆଦମୀ ପାର୍ଟୀ(ଏଏପି)। ଅନେକ ପ୍ରସଙ୍ଗ ଉଠାଇ ଦଳ ଶାସକ ଭାଜପାକୁ ଟାର୍ଗେଟ...

ପ୍ରେମିକାଙ୍କୁ ଅନ୍ୟ ଯୁବକଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଦେଖି ପ୍ରେମିକ ନେଲେ ଏମିତି ନିଷ୍ପତ୍ତି

ଲକ୍ଷ୍ନୌ,୯।୧: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖିରି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ପ୍ରେମିକ ନିଜ ପ୍ରେମିକାଙ୍କୁ ଅନ୍ୟ ଜଣେ ଯୁବକଙ୍କ ସହ ଆପତ୍ତିଜନକ...

ପଦାରେ ପଡୁଛି ଚାଇନାର ଚାଲାକି

ନୂଆଦିଲ୍ଲୀ,୨୪ ।୧: ଚାଇନା ତା’ର ଚତୁରତା ପାଇଁ ସାରା ବିଶ୍ୱରେ ବେଶ୍ ପରିଚିତ । ଗୋଟିଏ ପଟେ ଭାରତର ସହୃଦୟ ଦେଖି ଚାଇନା ନିଜ ପଡୋଶୀ...

୨୪ରେ ଦିଲ୍ଲୀ ମେୟର ନିର୍ବାଚନ

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ(ଏମ୍‌ସିଡି) ମେୟର ନିର୍ବାଚନ ନେଇ ସୋମବାର ପୁଣି ତାରିଖ ଘୋଷଣା ହୋଇଛି। ଜାନୁଆରୀ ୨୪ରେ ମେୟର ନିର୍ବାଚନ ହେବା ନେଇ ସୂଚନା...

Advertisement
Archives

Model This Week