ଡିକି ଭାଙ୍ଗି ୨ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୧୧।୬(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୪ନଂ ଓ୍ବାର୍ଡ ଲକ୍ଷ୍ମୀବଜାରସ୍ଥିତ ଏକ ଜଳଖିଆ ଦୋକାନ ଆଗରେ ଥିବା ଏକ ବାଇକ୍‌ର ଡିକି ଭାଙ୍ଗି ଦୁର୍ବୃତ୍ତମାନେ ୨ ଲକ୍ଷ ଟଙ୍କା ଲୁଟିନେଇଥିବା ଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ନନ୍ଦିପଦା ଥାନା ବେତିରା ଗ୍ରାମର ସିଆର୍‌ପିଏଫ୍‌ ହାବିଲଦାର ପ୍ରଫୁଲ୍ଲ ଦାଶ ଘର କାମ ପାଇଁ ଆନନ୍ଦପୁର ଷ୍ଟେଟବ୍ୟାଙ୍କ ଶାଖାରୁ ୨ ଲକ୍ଷ ଟଙ୍କା ଉଠାଇ କରି ଗାଡ଼ି ଡିକିରେ ରଖିଥିଲେ। ପରେ ପ୍ରଫୁଲଙ୍କ ଲକ୍ଷ୍ମୀବଜାରର ଏକ ଜଳଖିଆ ଦୋକାନ ଆଗରେ ଗାଡ଼ିକୁ ରଖି ଜଳଖିଆ ଖାଇଥିଲେ। ପରେ ଗାଡିର ଡିକି ଭାଙ୍ଗିଥିବା ଓ ସେଥିରେ ଟଙ୍କା ନ ଥିବା ଦେଖିବାକୁ ପାଇଥିଲେ। ଏ ନେଇ ଆନନ୍ଦପୁର ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅଗ୍ନିଶମ ଅଧିକାରୀ

ଭଦ୍ରକ ଅଫିସ, ୧୪।୬ – ଗୁରୁବାର ସନ୍ଧ୍ୟାରେ ଭଦ୍ରକ ଅଗ୍ନିଶମ ଅଧିକାରୀ ସଂଗ୍ରାମ କୁମାର ହଁାସଦା ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ...

୨୪ ଘଣ୍ଟାରେ ଦ୍ୱିତୀୟ ଥର ଲାଗି ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୨୩।୧୨: ବାଲେଶ୍ୱର ଚାନ୍ଦିପୁର ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଗୁରୁବାର ସକାଳ ୯ଟା...

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ଭିଜିଲାନ୍‌ସ ତଦନ୍ତ ଦାବି

ହାଟଡିହୀ,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀଠାରୁ ପନ୍ଦାଡୋ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତା କାମରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି...

ନାଁକୁ ବାହ୍ୟ ମଳମୁକ୍ତ ଗ୍ରାମ: ୨୫ ପରିବାରରେ ନାହିଁ ପାଇଖାନା

ଖଇରା,୩୦।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ନନ୍ଦୁର ଗ୍ରାମ ପଞ୍ଚାୟତ ଅଧୀନ ମଠନୂଆଗାଁ ଗ୍ରାମକୁ ବାହ୍ୟ ମଳମୁକ୍ତ ଗ୍ରାମ ଭାବେ ସରକାର ଘୋଷଣା କରିଛନ୍ତି। ଏଥିସହ ଜିଲା...

୫୦ବର୍ଷରେ ଖଇରା କାଳୀପୂଜା

ଖଇରା,୨୯ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବଜାର ବ୍ୟବସାୟୀଙ୍କ ସହଯୋଗରେ ପାଳିତ ହେଉଥିବା କାଳୀପୂଜା ଚଳିତ ବର୍ଷ ୫୦ ବର୍ଷରେ ପଦାର୍ପଣ କରିଛି। ସୋମବାର ରାତିରେ ପଣ୍ଡିତ...

ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଭଣ୍ଡାରିପୋଖରୀ, ୨୧।୭ (ଡି.ଏନ.ଏ.) – ଚଳିତବର୍ଷ ଚାଷକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି ଚାଷୀ। ମୌସୁମୀ ବର୍ଷା ଚାଷୀମାନଙ୍କୁ ନିରାଶ କରିଛି। ଆଷାଢ଼ ସରି ଶ୍ରାବଣ ମାସ...

ଓଡ଼ିଆ ଭାଷାର ଧ୍ରୁବତାରା ଫକୀରମୋହନ

ବାଲେଶ୍ୱର ଅଫିସ,୧୭।୧-ବାଲେଶ୍ୱର କବିତୀର୍ଥ ଶାନ୍ତିକାନନଠାରେ ଫକୀରମୋହନ ସାହିତ୍ୟ ପରିଷଦ ତରଫରୁ ୩ଦିନ ଧରି ପାଳିତ ହୋଇଆସୁଥିବା ଫକୀରମୋହନ ଜୟନ୍ତୀ ଶେଷ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ପରିଷଦର...

ଚାଷ ଜମିକୁ ଭୂତଳ ଜଳଯୋଗାଣ

ଖଇରା, ୩ା୧(ଡି.ଏନ.ଏ.)  ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ଓ ଔପଦା ବ୍ଲକର ଭୂତଳ ପାଇପ ମାଧ୍ୟମରେ ଚାଷଜମିକୁ ଜଳସେଚନ କରିବା ନେଇ ରାଜ୍ୟ ସରକାର...

Advertisement
Archives

Model This Week