Posted inଜାତୀୟ

ଡିକେ ଶିବକୁମାର ହେଲେ କର୍ନାଟକ କଂଗ୍ରେସର ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୧।୩: କର୍ନାଟକ କଂଗ୍ରେସର ମଙ୍ଗ ଧରିଛନ୍ତି ଡିକେ ଶିବକୁମାର। ବୁଧବାର ତାଙ୍କୁ କଂଗ୍ରେସ ଅଧ୍ୟକ୍ଷ ପଦରେ ନିଯୁକ୍ତ କରାଯାଇଛି। ସେହିପରି ଦିଲ୍ଲୀ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ହୋଇଛନ୍ତି ପୂର୍ବତନ ବିଧାୟକ ଅନିଲ ଚୌଧୂରୀ। କର୍ନାଟକ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ଦିନେଶ ଗୁଣ୍ଡୁ ରାଓ ମଙ୍ଗଳବାର ଇସ୍ତଫା ଦେବା ପରେ ଶିବକୁମାରଙ୍କୁ ଏହି ଦାୟିତ୍ୱ ମିଳିଛି। ରାଓ ଏବେବି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦଳର ଅଧ୍ୟକ୍ଷ ପଦ ସମ୍ଭାଳନ୍ତୁ ବୋଲି କହିଛନ୍ତି। ଏହାସହ ମଧ୍ୟପ୍ରଦେଶ କଂଗ୍ରେସରେ ସଙ୍କଟ ଦେଖାଦେଇଥିବା ବେଳେ ଶିବକୁମାର କହିଛନ୍ତି ଏହା ଦଳର ଆଭ୍ୟନ୍ତରିଣ ମାମଲା। ଖୁବ୍‌ଶୀଘ୍ର ଏହାର ସମାଧାନ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସଇଦଙ୍କ ଭିଣୋଇଙ୍କଠାରୁ ମୁମ୍ବାଇ ଆକ୍ରମଣର ଅଭିଯୁକ୍ତଙ୍କ ପର୍ଯ୍ୟନ୍ତ ୧୮ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ସରକାର

ନୂଆଦିଲ୍ଲୀ,୨୭ ।୧୦: ଆତଙ୍କବାଦୀଙ୍କ ପ୍ରତି ଜିରୋ ଟଲରାନ୍ସ ନୀତି ପ୍ରତି ପ୍ରତିବଦ୍ଧତା ପ୍ରକାଶ କରି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ମଙ୍ଗଳବାର ୟୁଏପିଏ ଅଧିନିୟମ ଅନୁଯାୟୀ ୧୮ ଜଣଙ୍କୁ...

‘ଶୁଣାଣି ବେଳେ ପରିପକ୍ୱତା ଦେଖାଇଛି ଗଣମାଧ୍ୟମ’

ନୂଆଦିଲ୍ଲୀ,୧୬ା୧୧(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ରବିବାର ଅବସର ଗ୍ରହଣ କରିବାକୁ ଯାଉଥିବାବେଳେ ଶୁକ୍ରବାର ସୁପ୍ରିମକୋର୍ଟରେ ଥିଲା ତାଙ୍କର ଶେଷ...

କଶ୍ମୀର ଭାରତର; ପାକିସ୍ତାନ ସହିତ ଏବେ ପିଓକେ ନେଇ ହେବ କଥାବାର୍ତ୍ତା: ଭେଙ୍କାୟା ନାଇଡୁ

ନୂଆଦିଲ୍ଲୀ, ୨୮।୮: କଶ୍ମୀର ଭାରତର। ଏହାକୁ ନେଇ ପାକିସ୍ତାନ କୌଣସି ମନ୍ତବ୍ୟ ଦେବା କିମ୍ବା ପଦକ୍ଷେପ ଗ୍ରହଣ କରିବା ଅନୁଚିତ। ସେହିପରି କଶ୍ମୀର ସମସ୍ୟା ଭାରତର...

ମୁସଲିମ ଯୁବକଙ୍କୁ ପିଟି ପିଟି ହତ୍ୟା କରି ପୋତି ଦେଲେ

ପାଟଣା,୨୩।୨: ସୋସିଆଲ ମିଡିଆରୁ ଏକ ବିଚଳିତ କଲା ଭଳି ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ମୁସଲିମ ଯୁବକଙ୍କୁ ଗୋରକ୍ଷକ ଦର୍ଶାଉଥିବା ଏକ ଗୋଷ୍ଠୀ ନିର୍ଯାତନା ଦେଉଥିବା...

ଆସିବ କରୋନାର ତୃତୀୟ ଲହର!

ନୂଆଦିଲ୍ଲୀ,୧୬ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମଣର ବୃଦ୍ଧିକୁ ଦେଖି ଦେଶର ଜଣେ ନାମୀ ସ୍ୱାସ୍ଥ୍ୟ ବିଶେଷଜ୍ଞ ସରକାରଙ୍କୁ କୋଭିଡ-୧୯ ସଂକ୍ରମଣର ତୃତୀୟ...

ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ କମିଲା

ନୂଆଦିଲ୍ଲୀ, ୬।୧୦: ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୧ ହଜାର ୨୬୭ ଜଣ ନୂଆ ଆକ୍ରାନ୍ତ...

କର୍ନାଟକରେ ହେବେ କଂଗ୍ରେସ ମୁଖ୍ୟମନ୍ତ୍ରୀ: ଶିବକୁମାର

ବେଙ୍ଗାଲୁରୁ,୨୨।୭: କର୍ନାଟକ ବିଧାନସଭାରେ ସୋମବାର ଏଚ୍‌ ଡି କୁମାରସ୍ବାମୀ ସରକାର ଆସ୍ଥା ଭୋଟର ସାମ୍ନା କରିବେ। ହେଲେ ଏହା ପୂର୍ବରୁ କଂଗ୍ରେସ ନେତା ଡିକେ ଶିବକୁମାର...

ସଂଖ୍ୟାଲଘୁଙ୍କୁ ଟାର୍ଗେଟ କରାଯାଉଛି

ଉଦୟପୁର,୧୪।୫(ପି.ଟି.): ରାଜସ୍ଥାନର ଉଦୟପୁରଠାରେ କଂଗ୍ରେସର ୩ ଦିନିଆ ଚିନ୍ତନ ଶିବିରକୁ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୁକ୍ରବାର ଉଦ୍‌ଘାଟନ କରିବା ସହ ଭାଜପା ଏବଂ ପ୍ରଧାନମନ୍ତ୍ରୀ...

Advertisement
Archives

Model This Week