Posted inଜାତୀୟ

ଡିକେ.ଶିବ କୁମାରଙ୍କୁ ଜେଲରେ ଭେଟିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୩।୧୦: ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବାକଂଗ୍ରେସ ନେତା ଡିକେ. ଶିବ କୁମାରଙ୍କୁ ବୁଧବାର ତିହାର ଜେଲ୍‌ରେ ଭେଟିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ସେଠାରେ ସେ ଶିବକୁମାରଙ୍କୁ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ତାଙ୍କ ସହ କଂଗ୍ରେସର କିଛି ନେତା ମଧ୍ୟ ଶିବକୁମାରଙ୍କୁ ଭେଟିଛନ୍ତି। ସୂଚନାଯୋଗ୍ୟ, ଗତକିଛିଦିନ ତଳେ କଂଗ୍ରେସ ନେତା ଅହମଦ ପଟେଲ ଏବଂ ଆନନ୍ଦ ଶର୍ମା ମଧ୍ୟ ଶିବ କୁମାରଙ୍କୁ ଭେଟିଥିଲେ। ସୂଚନାଯୋଗ୍ୟ, ଅର୍ଥ ହେରଫେର ମାମଲାରେ କର୍ନାଟକର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଡିକେ ଶିବକୁମାରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତଙ୍କ ବାପାଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୧୦ା୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଉପରେ ଅଧାରିତ ଫିଲ୍ମ ‘ନ୍ୟାୟ: ଦ ଜଷ୍ଟିସ୍‌’, ‘ସୁଇସାଇଡ୍‌ ଅର୍‌ ମର୍ଡର: ଏ ଷ୍ଟାର ଓ୍ବାଜ୍‌...

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ: ସେପ୍ଟେମ୍ବର ୩୦ରେ ପ୍ରାର୍ଥିପତ୍ର ଦାଖଲ କରିବେ ଥରୁର

ନୂଆଦିଲ୍ଲୀ,୨୫ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । କଂଗ୍ରେସର ବରିଷ୍ଠ ନେତା ତଥା ଏମ୍‌ପି ଶଶି ଥରୁର...

ଧାର ଟଙ୍କା ଫେରସ୍ତ ମାଗିବାରୁ ମହିଳାଙ୍କୁ ଖଣ୍ଡ ଖଣ୍ଡ କରି କାଟି ଫିଙ୍ଗି ଦେଲେ କେନାଲରେ

ନୂଆଦିଲ୍ଲୀ,୧୪।୭: ଜଣେ ବୃଦ୍ଧାଙ୍କୁ ହତ୍ୟା କରି ଦିଲ୍ଲୀ ନଜଫଗଡ଼ ଅଞ୍ଚଳର କେନାଲରେ ଫିଙ୍ଗି ଦେବା ଘଟଣାରେ ବୁଧବାର ଏକ ଦମ୍ପତିକୁ ଗିରଫ କରାଯାଇଛି। ମୃତକଙ୍କ ଠାରୁ...

୭ ବର୍ଷରେ ୩,୭୮୨ ଭୂସ୍ଖଳନ

ନୂଆଦିଲ୍ଲୀ, ୧୬।୧: ଭୂସ୍ଖଳନ ପାଇଁ ଉତ୍ତରାଖଣ୍ଡର ଜୋଷୀମଠବାସୀଙ୍କୁ ବହୁ କ୍ଷତି ସହିବାକୁ ପଡ଼ିଛି। ଦିନ ବିତିବା ସାଙ୍ଗକୁ ଏହି କ୍ଷୁଦ୍ର ସହର ଧୀରେ ଧୀରେ ମାଟି...

ସ୍ଥାୟୀ ସମାଧାନ ଚାହିଁଲେ ବାଚସ୍ପତି

ନୂଆଦିଲ୍ଲୀ, ୧୧ା୨(ପି.ଟି.): ପାର୍ଲାମେଣ୍ଟ ଭିତରେ ସଦସ୍ୟଙ୍କ ପ୍ଲାକାର୍ଡ ଓ ପୋଷ୍ଟର ପ୍ରଦର୍ଶନକୁ ନେଇ ବାଚସ୍ପତି ଓମ୍‌ ବିର୍ଲା ସୋମବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ଦ୍ୱାରା...

ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ଗୋବିନ୍ଦା

ଲକ୍ଷ୍ନୌ,୨୯।୧୨: ବଲିଉଡ୍‌ ଅଭିନେତା ଗୋବିନ୍ଦା ରବିବାର ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି। ଏହି ସମୟରେ ସେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସାକ୍ଷାତ୍‌ କରିଛନ୍ତି।...

ଟ୍ରମ୍ପ୍‌ ବୁଲିବେ ତାଜମହଲ: ମଧ୍ୟାହ୍ନଠାରୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା

ଆଗ୍ରା,୨୦।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ତାଙ୍କର ଭବ୍ୟ ସମ୍ବର୍ଦ୍ଧନା ପାଇଁ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଉଦ୍ୟମ ଜାରି ରଖିଛନ୍ତି।...

ଭାଇଜାନଙ୍କୁ ହାଇକୋର୍ଟରେ ଆଶ୍ୱସ୍ତି…

ମୁମ୍ବାଇ,୩୦।୩ : ବଲିଉଡ ତାରକା ସଲମାନ ଖାନଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ଅନ୍ଧେରୀ ମହାନଗର ନିଗମ ଦ୍ୱାରା ସଲମାନଙ୍କ ବିରୋଧରେ ଦିଆଯାଇଥିବା ସମନକୁ ପ୍ରତ୍ୟାଖ୍ୟାନ କରି...

Advertisement
Archives

Model This Week